ସି-ଶୋର’ର ସମ୍ପତ୍ତି ବାଜ୍ୟାପ୍ତ କରିବାକୁ ନିର୍ଦ୍ଦେଶ ଦେଲେ କୋର୍ଟ

କଟକ,୨୬।୨: ବହୁ ଚର୍ଚ୍ଚିତ ସି ଶୋର ଚିଟ୍‌ଫଣ୍ଡ ସଂସ୍ଥାର ସ୍ଥାବର ଅସ୍ଥାବର ସମ୍ପତ୍ତି ବାଜ୍ୟାପ୍ତି ଲାଗି ଶୁକ୍ରବାର ସ୍ବତନ୍ତ୍ର ଚିଟ୍‌ଫଣ୍ଡ ଅଦାଲତ ନିର୍ଦ୍ଦେଶ ଜାରି କରିଛନ୍ତି। ସଂସ୍ଥାର ୧୯୭ ଏକର ଜମି, ୧୩୮୫ ଗ୍ରାମ ସୁନା, ୨ କୁଇଣ୍ଟାଲ ରୁପା, ବ୍ୟାଙ୍କରେ ଜମା ଥିବା ୧ କୋଟି ୮୮ ଲକ୍ଷ ୭୫ ହଜାର ଟଙ୍କା ବାଜ୍ୟାପ୍ତି ପାଇଁ ଆଦେଶ ଦେଇଛନ୍ତି। ବାଜ୍ୟାପ୍ତ ସମ୍ପତ୍ତିକୁ ସର୍ବସାଧାରଣରେ ନିଲାମ ଲାଗି ନିର୍ଦ୍ଦେଶ ଦିଆଯାଇଛି। ନିଲାମ ଅର୍ଥକୁ ଜମାକାରୀଙ୍କ ମଧ୍ୟରେ ବାଣ୍ଟିବାକୁ କୁହାଯାଇଛି। ବାଜ୍ୟାପ୍ତ ସମସ୍ତ ସମ୍ପତ୍ତିର ଆନୁମାନିକ ମୂଲ୍ୟ ୬୫୦ କୋଟି ଟଙ୍କା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଗୋରୁ ନେଇ ଯାଉଥିବା ଲୋକଙ୍କୁ ଆଣ୍ଠେଇ ଆଣ୍ଠେଇ ରାସ୍ତାରେ ଚଲାଇବା ଘଟଣା: ଥାନା ଘେରାଉ କଲେ ଯାଦବ ସମାଜ, ପୂରା ଘଟଣା ଜାଣିଲେ…

ଚନ୍ଦାହାଣ୍ଡି,୨୭।୫(ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଞ୍ଚଳରୁ ରାଇଘର ଅଞ୍ଚଳକୁ ନିଜ ଗାଈ ଗୋରୁ, ବଳଦକୁ ନେଇ ଯାଉଥିବା କିଛି ଲୋକଙ୍କୁ ବେଆଇନ ଭାବେ ଗୋଚାଲାଣ…

ସୌଜନ୍ୟତା ଭୁଲିଗଲେ ଜିଲାପାଳ: ପୂର୍ବତନ ଏମ୍‌ପିଙ୍କୁ ଚୌକି ଦେଲେନାହିଁ, ଠିଆ ହୋଇ କହିଲେ

ବଲାଙ୍ଗୀର/ଲୋଇସିଂହା,୨୭ା୫(ବୀରେନ୍ଦ୍ର କୁମାର ଝାଙ୍କର/ ସୁଶାନ୍ତ ବାରିକ):ପୂର୍ବତନ ଏମପି ତଥା ବର୍ଷୀୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ କରାଯାଇଥିବା ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚାର…

୫ ସୁଦ୍ଧା ଦିଲ୍ଲୀ ଜିମ୍‌ଖାନା ପରିସର ଦଖଲକୁ ନିଆଯିବ ନାହିଁ

ନୂଆଦିଲ୍ଲୀ,୨୭ା୫: ଔପନିବେଶୀୟ ଯୁଗରୁ ରହିଆସିଥିବା ଦିଲ୍ଲୀ ଜିମ୍‌ଖାନା ପରିସରକୁ କେନ୍ଦ୍ର ସରକାର ଜୁନ୍‌ ୫ ସୁଦ୍ଧା ବଳପୂର୍ବକ ଦଖଲକୁ ନେବେ ନାହିଁ ବୋଲି ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟଙ୍କୁ…

ପରାଜୟ ପରେ ମମତାଙ୍କୁଠୁ ଦୂରୋଉଛନ୍ତି କର୍ମୀ, ଇସ୍ତଫା ଦେଲେ ୧୦୦ କାଉନସିଲର

କୋଲକାତା,୨୭ା୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପରାଜୟ ପରେ ନେତା ଓ କର୍ମୀମାନେ ଦଳରୁ ଦୂରେଇବା ଆରମ୍ଭ କରିଛନ୍ତି। ଏମ୍‌ପି କାକୋଲି…

OAS ପରୀକ୍ଷାରେ କମାଲ୍‌ କଲେ ଦେବଗଡର ପିୟୁଷ: ଦ୍ୱିତୀୟ ପ୍ରଚେଷ୍ଟାରେ ହାସଲ କଲେ ସଫଳତା

ଦେବଗଡ଼, ୨୭।୫(ଶଶାଙ୍କ ଶେଖର ଝାଙ୍କର): ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓସିଏସ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି । ଦେବଗଡ ସହରର ପିୟୁଷ ସାହୁ ୪୦…

ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ, ଅଭିଯୁକ୍ତ ଗିରଫ

ହାଟଡିହୀ/ଛେନାପଦୀ,୨୭l୫(ଶୁଭକାନ୍ତ ନାୟକ/ନିରାକାର ପରିଡା): ଗତ ମାର୍ଚ୍ଚ ମାସ ୩୦ ତାରିଖ ବିଳମ୍ବିତ ରାତିରେ କେନ୍ଦୁଝର ଜିଲା ନନ୍ଦିପଦା ଥାନାର ଜଣେ କାର୍ଯ୍ୟରତ ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ ଅଭିଯୋଗରେ…

କନ୍ୟା ଆସିଲେନି, ଫେରିଲେ ୪୨ ବର, ପୂରା ଘଟଣା ଜାଣିଲେ…

ଭୋପାଳ,୨୭ା୫: ବିବାହର ସ୍ବପ୍ନ ଦେଖାଇ ୪୨ଜଣ ଯୁବକଙ୍କଠାରୁ ଟଙ୍କା ଆଦାୟ କଲେ। ଏପରି କି ବିବାହ ପାଇଁ ଦିନ ଏବଂ ସ୍ଥାନ ଧାର୍ଯ୍ୟ କରି ଡକାଇଲେ। ସେହି…

ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri