ସୀତାନଦୀରେ ଭାସୁଛି ଅଜଣା ମୃତଦେହ

ପାଟଣା,୩୧ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାବାଳି ପଶି ପଞ୍ଚାୟତ ନୂଆପଡ଼ା ଚିନାବାଳିପଶି ଆର୍‌ଡି ରାସ୍ତାର ନୂଆପଡ଼ା ନିକଟରେ ଥିବା ସୀତାନଦୀ ପୋଲଠାରୁ ୨୦୦ ମିଟର ତଳକୁ ନଦୀ ଭିତରେ ଜଣେ ବୃଦ୍ଧଙ୍କ ମୃତଦେହ ଭାସୁଥିବା ସ୍ଥାନୀୟ ଲୋକେ ରବିବାର ଅପରାହ୍ନରେ ଦେଖି ଘଟଗାଁ ପୋଲିସକୁ ଖବର ଦେଇଛନ୍ତି। ଖବର ଲେଖାଯିବା ପର୍ଯ୍ୟନ୍ତ ଘଟଣାସ୍ଥଳରେ ପୋଲିସ ପହଞ୍ଚି ନ ଥିବା ବେଳେ ମୃତକଙ୍କ ପରିଚୟ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ରୋଷେୟାଙ୍କୁ ଅସଦାଚରଣ: ପ୍ରଧାନଶିକ୍ଷକ, ପୁରୁଷ ରୋଷେୟା ଗିରଫ

ଦାରିଙ୍ଗବାଡି,୨୫।୨(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଛଡାକିଆ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ରୋଷେୟା(ବିଧବା)ଙ୍କୁ ୩ବର୍ଷ ଧରି ଅସଦାଚରଣ କରିଆସୁଥିବା ଘଟଣାରେ ମଙ୍ଗଳବାର ଦାରିଙ୍ଗବାଡି...

ମୟୂରଭଞ୍ଜ ସାହିତ୍ୟ ପରିଷଦର କବିତା ପାଠୋତ୍ସବ

ବାରିପଦା ଅଫିସ,୧୩ା୮- ମୟୂରଭଞ୍ଜ ସାହିତ୍ୟ ପରିଷଦ ତରଫରୁ ସମ୍ବିଧାନର ୩୭୦ ଧାରା ଉଚ୍ଛେଦ ବିଷୟ ସମ୍ପର୍କିତ ଏକ ମନୋଜ୍ଞ କବିତା ପାଠୋତ୍ସବ ମହର୍ଷି ପବ୍ଲ୍‌ିକ ସ୍କୁଲ...

ସରକାରୀ ସୁବିଧାରୁ ବଁଚିତ୍‌ କେଁଦୁପତର ବଁଧାଲି

ସିନାପାଲି, ୩।୭ (ଡି.ଏନ୍‌.ଏ.): ନୂଆପଡ଼ା ଜିଲା ସିନାପାଲି ବ୍ଲକର ଭିନେ ଭିନେ କେଁଦୁପତର ଫଡିରେ ପତର ବଁଧାଲିମାନେ ବଡ଼ା ଗୁଲଗୁଲା ହେଇ ଜୀବନ୍‌ ବିତଉଥିବାର ଅଭିଯୋଗ...

୩ ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନକାରୀଙ୍କୁ ବାନ୍ଧିନେଲା ପୋଲିସ

ଭଣ୍ଡାରିପୋଖରୀ,୨୯।୩(ଡି.ଏନ୍‌.ଏ): କରୋନା ସଂକ୍ରମଣକୁ ରୋକିବା ଲାଗି ସାରା ଦେଶକୁ ଲକ୍‌ଡାଉନ ଘୋଷଣା କରାଯାଇଛି। ଏ ନେଇ ପୋଲିସ ପ୍ରଶାସନ ଯାଞ୍ଚକୁ କଡ଼ାକଡି କରିଛି। କୌଣସି ଗୁରୁତ୍ୱପୂର୍ଣ୍ଣ...

ଶାଳଗାଁ ନିକଟରେ ରେଳ ଦୁର୍ଘଟଣା ଘଟଣା: ଆହତଙ୍କ ସୂଚନା ପାଇଁ ହେଲ୍ପଲାଇନ୍‌ ନଂ-୧୦୭୨ ଜାରି

କଟକ ଅଫିସ,୧୬।୧: କଟକ ନିର୍ଗୁଣ୍ଡି ଷ୍ଟେଶନ ନିକଟ ଶାଳଗାଁଠାରେ ଲୋକମାନ୍ୟ ତିଳକ ଏକ୍ସପ୍ରେସ୍‌ ଦୁର୍ଘଟଣାଗ୍ରସ୍ତ ହେବା ଘଟଣାରେ ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ...

ଖୋଲା ଆକାଶ ତଳେ ପଡ଼ି ରହିଛି ଧାନ

ହାଟଡିହୀ,୧୫ା୧(ଡି.ଏନ.ଏ.)-ସରକାରୀ ନିୟମ ଫିକା ପଡିଛି। ସବୁ ଠିକ୍‌ଠାକ୍‌ ହେଉଥିବାର ଡିଣ୍ଡିମ ପିଟା ଯାଉଥିବା ବେଳେ ବାସ୍ତବ କ୍ଷେତ୍ରରେ ସବୁ ଓଲଟା ା କେନ୍ଦୁଝର ଜିଲା ହାଟଡିହୀ...

ପିଏଲ୍‌ଏଫ୍‌ଆଇ ଏରିଆ କମ୍ପାଣ୍ଡର ଗିରଫ

ରାଉରକେଲା ଅଫିସ,୨୦-୯:ରାଉରକେଲା ପୋଲିସ ସୀମାନ୍ତରେ ଆତଙ୍କ ଚଳାଇଥିବା ଆଉ ଜଣେ ପିଏଲ୍‌ଏଫ୍‌ଆଇ (ପିପୁଲ ଲିବରେଶନ ଫ୍ରଣ୍ଟ ଅଫ୍‌ ଇଣ୍ଡିଆ) ଏରିଆ କମାଣ୍ଡରଙ୍କୁ ଗିରଫ କରିଛି। ତାଙ୍କ...

ଗଁ। ମଝି ଦେଇ ଯୋରରେ ମିଶୁଛି ଶୌଚାଳୟ ପାଣି:ତାତିଲେ ଲୋକେ, ଘେରିଲେ ନର୍ସିଂହୋମ

ଅନୁଗୋଳ ଅଫିସ, ୪।୬ଅନୁଗୋଳ ସହର ଉପକଣ୍ଠରେ ଥିବା ଏକ ନର୍ସିଂହୋମର ଶୌଚାଳୟ ପାଣି ନିକଟ ଗଁା ମଝି ଦେଇ ଛଡ଼ାଯାଉଥିବା ବେଳେ ତାହା ଲିଙ୍ଗରାଯୋଡ଼ି ଯୋରକୁ...

Coronavirus Update

Archives

Model This Week

Why Dharitri