Posted inଜାତୀୟ

ସୀତାରାମନ୍‌ଙ୍କୁ ଅଭିନନ୍ଦନ ଜଣାଇଲେ ନଡ୍ଡା

ନୂଆଦିଲ୍ଲୀ,୫।୭: ମୋଦି ସରକାରଙ୍କ ଦ୍ୱିତୀୟ ଇନିଂସ୍‌ରେ ୪୯ ବର୍ଷ ପରେ ମହିଳା ଅର୍ଥମନ୍ତ୍ରୀ ଭାବେ ନିର୍ମଳା ସୀତାରାମନ୍‌ ଶୁକ୍ରବାର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟରେ ଗରିବ, ଦଳିତ, କୃଷକ, ଯୁବବର୍ଗ ଓ ମହିଳାଙ୍କୁ ପ୍ରାଧାନ୍ୟ ଦିଆଯାଇଥିବାରୁ ଏହା ଏକ ଭଲ ବଜେଟ ବୋଲି କହିଛନ୍ତି ଭାଜପାର କାର୍ଯ୍ୟକାରୀ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା। ଏଥିପାଇଁ ସେ ଅର୍ଥମନ୍ତ୍ରୀ ସୀତାରାମନ୍‌ଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ସରକାରଙ୍କୁ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ଚେତାବନୀ

ରାଞ୍ଚି,୨୬ ।୩: ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ କେନ୍ଦ୍ରର ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି କୋଲ ଇଣ୍ଡିଆ ଉପରେ ଝାରଖଣ୍ଡର ୧.୩୬...

ଚିକିତ୍ସା କ୍ଷେତ୍ରରେ ଲିଙ୍ଗଗତ ଭେଦଭାବ : ପୁଅଙ୍କର କର୍କଟ ଯାଞ୍ଚ୍‌ ହେଉଛି ଅଧିକ…

ନୂଆଦିଲ୍ଲୀ,୧।୧୨ : ଭାରତରେ କର୍କଟ ଭଳି ମାରାତ୍ମକ ରୋଗର ଯାଞ୍ଚ୍‌ କ୍ଷେତ୍ରରେ ଲିଙ୍ଗଗତ ଭେଦଭାବ ମଧ୍ୟ ଘଟୁଛି ବୋଲି ନୂତନ ଲାନସେଟ ଅଙ୍କୋଲୋଜି ରିପୋର୍ଟରେ ଦାବି...

୧୮ ବର୍ଷରୁ କମ୍‌ ବୟସ୍କଙ୍କୁ ସ୍ମାର୍ଟଫୋନ୍‌ ବ୍ୟବହାର ମନା

ଅହମ୍ମଦାବାଦ୍‌,୨୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଡିଜିଟାଲ ଇଣ୍ଡିଆ ଯୋଜନା ନେଇ ଦେଶରେ ଚର୍ଚ୍ଚା ଜାରି ରହିଛି। ଏପରିସ୍ଥଳେ ଗୁଜରାଟର ମେହସଣା ପଞ୍ଚାୟତର ନିଷ୍ପତ୍ତି ଏହି ଯୋଜନାରେ...

କରୋନାକୁ ହରାଇଲେ ୧୦୦ ବର୍ଷୀୟା ବୃଦ୍ଧା, ନର୍ସ ପାଳିଲେ ମହୋତ୍ସବ

ଗୁଆହାଟି,୧୭ା୯:  କୁହାଯାଏ ରଖେ ହରି ତ ମାରେ କିଏ। ଠିକ୍‌ ସେହିପରି ଏକ ଘଟଣା ଦେଖିବାକୁ ମିଳିଛି ଗୁଆହାଟିରେ। ଏଠାକାର ଜଣେ ଶହେ ବର୍ଷୀୟା ବୃଦ୍ଧା...

ଜାମିଆ ହିଂସାକୁ ନେଇ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ

ଦିଲ୍ଲୀର ଜାମିଆ ନଗରଠାରେ ରବିବାର ନାଗରିକତା ସଂଶୋଧନ ଆଇନ ବିରୋଧୀ ପ୍ରତିବାଦ ଉଗ୍ର ହେବାରୁ ଦିଲ୍ଲୀ ପୋଲିସ ଓ ଛାତ୍ରମାନଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା ।...

ରକ୍ଷାବନ୍ଧନରେ ପ୍ରଧାନମନ୍ତ୍ରୀଙ୍କୁ ସ୍ବତନ୍ତ୍ର ବାର୍ତ୍ତା ପଠାଇଲେ ସୁରସାମ୍ରାଜ୍ଞୀ: ମୋଦି ଏଭଳି ରଖିଲେ ଜବାବ

ମୁମ୍ବାଇ,୩।୮: ସମଗ୍ର ଦେଶରେ ସୋମବାର ପବିତ୍ର ରକ୍ଷାବନ୍ଧନ ପାଳିତ ହେଉଛି। ଭାଇଭଉଣୀଙ୍କ ପବିତ୍ର ବନ୍ଧନକୁ ଦର୍ଶାଉଥିବା ରାକ୍ଷୀ ସବୁ ପର୍ବଠାରୁ ଅନ୍ୟତମ। ବର୍ଷକୁ ଥରେ ଭଉଣୀମାନେ...

ବସ୍‌ ଛାତରୁ ଭିଡ ରାସ୍ତାରେ ଗଳି ପଡିଲେ ୨୦ରୁ ଊର୍ଦ୍ଧ୍ୱ ଛାତ୍ର

ନୂଆଦିଲ୍ଲୀ,୧୮।୬: ଚେନ୍ନାଇରେ ବସ୍‌ ଡେ’ ପାଳନ ଅବସରରେ ଘଟିଛି ଏକ ଦୁର୍ଘଟଣା। ସୋମବାର ଏହି ଦିବସ ପାଳନ ଅବସରରେ କେତେଜଣ ଛାତ୍ର ଚଳନ୍ତା ବସ୍‌ ଛାତ...

୧୩୫ ବହି ଲେଖି ସାରିଲେଣି ୧୨ ବର୍ଷର ବାଳକ

ଅଯୋଧ୍ୟା,୮।୭: କଳା ସଂସ୍କୃତି ଓ ପ୍ରସିଦ୍ଧ ବ୍ୟକ୍ତିତ୍ୱଙ୍କୁ ନେଇ ୧୨ ବର୍ଷର ବାଳକ ୧୩୫ଟି ବହି ରଚନା କରି ସାରିଲେଣି। ଉତ୍ତର ପ୍ରଦେଶର ମ୍ରିଗେନ୍ଦ୍ର ରାଜ...

Advertisement
Archives

Model This Week