ସୀତା ନଦୀ ପୋଲ ଉପରେ ଜଳ ପ୍ରବାହିତ, ୪ ପଞ୍ଚାୟତ ଲୋକେ ପ୍ରଭାବିତ

ପାଟଣା,୬।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ କପାସପଡ଼ା ଆରଡି ରାସ୍ତାର ନୂଆପଡ଼ା ନିକଟରେ ସୀତାନଦୀ ପୋଲ ଉପରେ ମଙ୍ଗଳବାର ସକାଳୁ ୪ ଫୁଟ ଉଚ୍ଚର ନଦୀ ଜଳ ପ୍ରବାହିତ ହେଉଛି। ଫଳରେ ୩/୪ ପଞ୍ଚାୟତ ଲୋକେ ପାଟଣା ମୁଖ୍ୟାଳୟ ଓ ଢେଙ୍କିକୋଟକୁ ଯାତାୟାତ କରିପାରୁ ନାହାନ୍ତି। ଡୁମୁରିଆ, କେତାଙ୍ଗ, ନୂଆପଡ଼ା ଚିନାବାଳିପଶି, କୁମୁଲାବାହାଳି ଓ ପଲାଣି ଘାଟିର ଲୋକେ ବାହ୍ୟଜଗତରୁ ଏକପ୍ରକାର ବିଚ୍ଛିନ୍ନ ହୋଇଯାଇଛନ୍ତି। ଚିନାବାଳିପଶି ସମିତିସଭ୍ୟ ତଥା ପାଟଣା ସମବାୟସମିତି ସଭାପତି ବିଶ୍ୱନାଥ ନାଏକ ସୀତା ନଦୀ ଉପରେ ଏକ ଉଚ୍ଚା ପୋଲ ନିର୍ମାଣ ପାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ଯନ୍ତ୍ରୀଙ୍କ ‘ଜାଲ୍‌’ ବିଲ୍‌ ଆତ୍ମସାତ ଚିଠା : ବିନା କାମରେ କୋଟି କୋଟି ଟଙ୍କା ଲୁଟ୍‌, ଭିଜିଲାନ୍ସ ତଦନ୍ତ ଦାବି

ଥୁଆମୂଳ ରାମପୁର, ୫ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ଯୋଜନାର କାର୍ଯ୍ୟାନ୍ୱୟନକୁ ନେଇ ସାଂଘାତିକ ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିଛି। ବ୍ଲକର…

ଜିଲାପାଳଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ପ୍ରୋଭିଜନାଲ ପେନସନ ପ୍ରଦାନ କର…

ହାଟଡିହୀ/ଛେନାପଦୀ,୫l୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ନରହରି ନାୟକଙ୍କୁ ପ୍ରୋଭିଜନାଲ ପେନସନ ପ୍ରଦାନ କରିବା ପାଇଁ ମାନ୍ୟବର ଓଡିଶା ହାଇକୋର୍ଟ…

ଆଇସିସି ଟି୨୦ ଟିମ୍‌ ର଼୍ୟାଙ୍କିଙ୍ଗ୍ସ: ଶୀର୍ଷସ୍ଥାନ ବଜାୟ ରଖିଲା ଭାରତ, ଜାଣନ୍ତୁ ଦ୍ୱିତୀୟ, ତୃତୀୟ ସ୍ଥାନରେ କେଉଁ ଦେଶ…

ଦୁବାଇ,୫ା୫: ୩ ଥରର ବିଶ୍ୱକପ୍‌ ବିଜେତା ଭାରତ ମଙ୍ଗଳବାର ଆଇସିସି ଟି୨୦ ଟିମ୍‌ ର଼୍ୟାଙ୍କିଙ୍ଗ୍ସରେ ଶୀର୍ଷସ୍ଥାନ ବଜାୟ ରଖିଛି। ଗତ ମାର୍ଚ୍ଚରେ ଭାରତ ପ୍ରଥମ ଦଳ ଭାବେ…

ପରାଜୟ ସହିପାରୁନାହାନ୍ତି TMC ସମର୍ଥକ! ବିଜୟ ଶୋଭାଯାତ୍ରା ବେଳେ ଭାଜପା କର୍ମୀଙ୍କୁ ନିର୍ମମ ହତ୍ୟା

କୋଲକାତା,୫।୫: ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ପରେ ପୁଣି ଥରେ ରକ୍ତାକ୍ତ ହୋଇଛି ରାଜ୍ୟର ରାଜନୀତି। ନ୍ୟୁଟାଉନ ଅଞ୍ଚଳରେ ଜଣେ ଭାଜପା କର୍ମୀଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା…

ଟିକେଟ ଲାଗି ୫ କୋଟି ଦାବି କରୁଥିଲା ଟିଏମ୍‌ସି, ସାଙ୍ଘାତିକ ଅଭିଯୋଗ ଆଣିଲେ ଏହି ପୂର୍ବତନ କ୍ରିକେଟର

କୋଲକାତା,୫ା୫: ୫ କୋଟି ଟଙ୍କା ନ ଦେବାରୁ ହାଓ୍ବରାର ଶିବପୁର ନିର୍ବାଚନ ମଣ୍ଡଳୀରୁ ମୋତେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଟିକେଟ ଦେବାକୁ ମନା କରିଥିଲା। ପଶ୍ଚିମବଙ୍ଗ ବିଧାନସଭା…

କୋଟିଆରେ ସ୍ଥାପନ ହେଲା ଦେବୀ ସୁଭଦ୍ରାଙ୍କ ରଥର ଚକ

କୋରାପୁଟ/ ପଟାଙ୍ଗି , ୫/୫(ଅମିତାଭ ବେହେରା/ ଶରତ ଧଳ ) ମଙ୍ଗଳବାର ପୂର୍ବାହ୍ନରେ କୋରାପୁଟ ଜିଲାର ସୀମାନ୍ତ କୋଟିଆ ଜଗନ୍ନାଥ ମନ୍ଦିରରେ ଦେବୀ ସୁଭଦ୍ରାଙ୍କ ରଥର ଚକ…

ନ୍ୟାୟ ପାଇଁ ଧାରଣାରେ ବସିଥିବା ଯୁବତୀଙ୍କୁ ହତ୍ୟା ବଞ୍ଚାଇ ପାରିଲାନି ପୋଲିସ, ଦିଅର ଅଟକ

ହିଞ୍ଜିଳିକାଟୁ, ୫।୫(ଦ୍ବିତୀକୃଷ୍ଣ ପଣ୍ଡା): ପ୍ରେମ ବିବାହ କରି ନିଜ ଅଧିକାର ପାଉ ନଥିବା ଜଣେ ଯୁବତୀ ୨ବର୍ଷିୟା ଶିଶୁକନ୍ୟାକୁ ଧରି ଶାଶୁଘର ଆଗରେ ଧାରଣା ଦେଇଥିବା ବେଳେ…

ବଜ୍ରପାତ ନେଲା ଜୀବନ

ନନ୍ଦପୁର,୫।୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ(ଲମତାପୁଟ ବ୍ଲକ) ବନମାଳୀପୁଟ ପଞ୍ଚାୟତ ସଦର ମହକୁମାରରେ ମଙ୍ଗଳବାର ବଜ୍ରପାତ ଘଟି ଗୋଟିଏ ଗାଈ ଏବଂ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri