Posted inଜାତୀୟ

ସୀମାକୁ ନେଇ ଶାହାଙ୍କୁ ଟାର୍ଗେଟ କଲେ ରାହୁଲ

ନୂଆଦିଲ୍ଲୀ,୮।୬: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରବିବାର ବିହାରରେ ଏକ ଭର୍ଚୁଆଲ ରାଲିକୁ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ କହିଥିଲେ ଦେଶର ସୀମା ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ ରହିଛି। ଏହାକୁ ନେଇ ସୋମବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶାହାଙ୍କୁ ଟାର୍ଗେଟ କରିଛନ୍ତି। ରାହୁଲ ଟୁଇଟ୍‌ କରି କହିଛନ୍ତି ସୀମା କେତେ ସୁରକ୍ଷିତ ତାହା ସମସ୍ତଙ୍କୁ ଜଣା। ଶାହା କେବଳ ମନକୁ ଖୁସି କରିବାକୁ ଏଭଳି କଥା କହିବା ଠିକ୍‌ ଅଛି। ଆମେରିକା ଓ ଇସ୍ରାଏଲ ପରେ ଭାରତର ସୀମା ସବୁଠାରୁ ସୁରକ୍ଷିତ ବୋଲି ଶାହା କହିଥିଲେ। ଏହାକୁ ନେଇ ରାହୁଲ କହିଛନ୍ତି ଶାହା ଏକ କାଳ୍ପନିକ ଦୁନିଆରେ ଖୁସି ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦ ଦେଶକୁ ବ୍ୟାପିଲାଣି ମଙ୍କିପକ୍ସ

ଜେନେଭା,୨୮।୫: ମଙ୍କିପକ୍ସ ଏବେ ୨୦ରୁ ଊର୍ଦ୍ଧ୍ୱ ଦେଶକୁ ବ୍ୟାପିଲାଣି। ଏହା ଗୋଷ୍ଠୀ ସଂକ୍ରମଣର ରୂପ ନେଇପାରେ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ର ଜଣେ ବରିଷ୍ଠ...

୨୧ ଦିନରେ ଦେଶକୁ କରୋନା ମୁକ୍ତ କରାଇବା ବଦଳରେ ଅର୍ଥବ୍ୟବସ୍ଥାକୁ ଡୁବେଇଲେ ମୋଦି

ନୂଆଦିଲ୍ଲୀ, ୯।୯: ଦେଶର ଅର୍ଥବ୍ୟବସ୍ଥା ନେଇ ବିରୋଧୀ ଦଳଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଜାରି ରହିଛି। ଏନେଇ କଂଗ୍ରେସ ପକ୍ଷରୁ ରାହୁଲ...

ସିଏଏକୁ ବିରୋଧ: ହାତ ଯୋଡ଼ି ଗାୟତ୍ରୀ ମନ୍ତ୍ର, ଗୁରୁବାଣୀ, ବାଇବେଲ ଓ ଫାତିହା ପାଠ କଲେ ମୁସଲମାନ ବାଳିକା

ନୂଆଦିଲ୍ଲୀ,୧୮।୧: ଦେଶରେ ସିଏଏକୁ ନେଇ ବିରୋଧ ଜାରି ରହିଛି। ଚଣ୍ଡିଗଡ଼ରେ ସିଏଏ ବିରୋଧରେ ହୋଇଥିବା ଏକ ରାଲିରେ ମନାଲ୍‌ ଖାଁ ନାମକ ଜଣେ ୬ଷ୍ଠ ଶ୍ରେଣୀରେ...

ଭୋଟ ନ ଦେଲେ, ବ୍ୟାଙ୍କ୍‌ ଆକାଉଣ୍ଟରୁ କଟିବ ଟଙ୍କା: ନକଲି ଖବର ପ୍ରସାରିତ ପରେ ପୋଲିସର ଦ୍ୱାରସ୍ଥ ହେଲା ନିର୍ବାଚନ କମିଶନ

ନୂଆଦିଲ୍ଲୀ,୫।୧୨: ଭାରତୀୟ ନିର୍ବାଚନ କମିଶନ ଦିଲ୍ଲୀ ପୋଲିସର ସ୍ପେଶାଲ ସେଲରେ ଏକ ଅଭିଯୋଗ କରିଛନ୍ତି। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲକୁ ଦିଆଯାଇଥିବା ଅଭିଯୋଗରେ ନିର୍ବାଚନ ଆୟୋଗଙ୍କ...

ଝିଅଙ୍କ ବିବାହ ବୟସ ସୀମା ବଢାଇବା ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୧୬।୧୨: ମହିଳାମାନଙ୍କ ପାଇଁ ବିବାହର ସର୍ବନିମ୍ନ ବୟସ ୧୮ରୁ ୨୧କୁ ବୃଦ୍ଧି କରିବା ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ଦେଇଛନ୍ତି। ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରି...

ସାନିଟାଇଜର ଫାର୍ମରେ ନିଅଁ।: ୧୮ ମୃତ

ପୁଣେ,୮ା୬: ମହାରାଷ୍ଟ୍ରର ପୁଣେସ୍ଥିତ ଏକ ରାସାୟନିକ କାରଖାନାରେ ସୋମବାର ଅଗ୍ନିକାଣ୍ଡ ଘଟି ୧୮ କର୍ମଚାରୀଙ୍କ ମୃତ୍ୟୁ ହେବା ସହ ଅନ୍ୟ କେତେଜଣ ନିଖୋଜ ଅଛନ୍ତି। ମୃତକଙ୍କ...

ଜୟଲଲିଥାଙ୍କ ଉତ୍ତରାଧିକାରୀଙ୍କୁ ମିଳିବ ବେଦ ନିଳୟମ୍‌

ଚେନ୍ନାଇ, ୨୫।୧୧: ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜେ. ଜୟଲଲିଥାଙ୍କ ବାସଭବନ ବେଦ ନିଳୟମ୍‌ରେ ତାଙ୍କ ନାମରେ ଏକ ସ୍ମାରକୀ ନିର୍ମାଣ ଲାଗି ପୂର୍ବରୁ ତାମିଲନାଡୁର ଏଆଇଏଡିଏମ୍‌କେ...

ଏନ୍‌ଇଇଟି-ଜେଇଇ ପରୀକ୍ଷା ସ୍ଥଗିତ ନେଇ ସୁପ୍ରିମକୋର୍ଟ ଗଲେ ୬ରାଜ୍ୟର ଶିକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ,୨୮।୮: ଆସନ୍ତା ସେପ୍ଟେମ୍ବର ମାସରେ ହେବାକୁ ଥିବା ଜେଇଇ ମେନ ଓ ଏନ୍‌ଇଇଟି ପରୀକ୍ଷା ବିରୋଧରେ ସୁପ୍ରିମକୋର୍ଟ ଗଲେ ଭାଜପା ବିରୋଧୀ ୬ଟି ରାଜ୍ୟର ଶିକ୍ଷାମନ୍ତ୍ରୀ।...

Advertisement
Archives

Model This Week