Posted inଜାତୀୟ

ସୀମାନ୍ତ ସ୍ଥିତି ସମୀକ୍ଷା କଲେ ରାଜନାଥ

ନୂଆଦିଲ୍ଲୀ,୧୫ା୬(ପି.ଟି.): ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶୁକ୍ରବାର ସେନାବାହିନୀର ଶୀର୍ଷ ପଦାଧିକାରୀମାନଙ୍କ ବୈଠକରେ ପାକିସ୍ତାନ ଓ ଚାଇନା ସୀମାନ୍ତର ସ୍ଥିତି ସମୀକ୍ଷା କରିଛନ୍ତି। ବୈଠକରେ ସ୍ଥଳସେନା ମୁଖ୍ୟ ଜେନେରାଲ ବିପିନ ରାଓ୍ବତ, ଉପମୁଖ୍ୟ ଲ୍ୟୁଟ୍‌ନାଣ୍ଟ ଜେନେରାଲ ଦେବରାଜ ଅନ୍‌ବୁ ଏବଂ ସମସ୍ତ ଜେନେରାଲ ଅଫିସର କମାଣ୍ଡିଂ ଇନ୍‌ ଚିଫ୍‌ମାନେ ଯୋଗଦେଇଥିଲେ। ସମସ୍ତ ଚ୍ୟାଲେଞ୍ଜ୍‌ର ସମ୍ମୀଖୀନ ହେବା ଲାଗି ଭାରତୀୟ ସେନା ପୂର୍ଣ୍ଣମାତ୍ରାରେ ପ୍ରସ୍ତୁତ ଏବଂ ସେମାନଙ୍କ ସାମର୍ଥ୍ୟ କ୍ରମାଗତ ଭାବେ ବୃଦ୍ଧି ପାଇଥିବା ଗର୍ବର ବିଷୟ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୮ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ: ୨ ଘଣ୍ଟା ଆନ୍ଦୋଳନ ପାଇଁ ରୋଗୀ ହୀନସ୍ତା

ଦାରିଙ୍ଗବାଡ଼ି,୫ା୧(ଅରୁଣ ସାହୁ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓଏମ୍‌ଏସଏ)ପକ୍ଷରୁ ୧୮ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସକାଳ ୯ଟାରୁ ଏହି ଆନ୍ଦୋଳନ ଆରମ୍ଭ ହୋଇ...

ଭେନେଜୁଏଲାରେ ଆମେରିକା ସେନା କାର୍ଯ୍ୟାନୁଷ୍ଠାନରେ ୩୨ ଅଧିକାରୀ ମୃତ; ଦୁଇ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ ପାଇଁ ବିବୃତ୍ତି ଜାରି କଲେ କ୍ୟୁବା ସରକାର

ହାଭାନା,୫।୧: ଭେନେଜୁଏଲାରେ ଆମେରିକାର ସାମରିକ କାର୍ଯ୍ୟାନୁଷ୍ଠାନରେ ୩୨ କ୍ୟୁବା ସାମରିକ ଏବଂ ପୋଲିସ ଅଧିକାରୀ ନିହତ ହୋଇଛନ୍ତି। କ୍ୟୁବା ସରକାର ରବିବାର (ଜାନୁଆରୀ ୪, ୨୦୨୬)...

ଖଇଗାଁ ଦର ଆକାଶଛୁଆଁ: ନଈମଝିକୁ ଯାଇ ଡଙ୍ଗିରେ ଜାଲ ପକାଇ ଧରୁଛନ୍ତି ଧୀବର

ମହାକାଳପଡ଼ା,୫।୧ (ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ ଗ୍ରାମ ମହାନଦୀ ସଂଲଗ୍ନ ବନ୍ତନାଶି କନ୍ଧା ମୁହାଣଠାରେ ଖଇଙ୍ଗା ମାଛ ଧରିବାକୁ ଡଙ୍ଗିରେ...

ଆସୁ ଆସୁ ଆକ୍ସନ ମୋଡ୍‌ରେ ଅନୁ ଗର୍ଗ: ନିଯୁକ୍ତି ପ୍ରକ୍ରିୟାକୁ ନେଇ କହିଲେ…

ଭୁବନେଶ୍ୱର,୫ା୧(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବଜେଟରେ ଯେଉଁ ଅର୍ଥ ଭିତ୍ତିଭୂମି ତଥା କାର୍ଯ୍ୟକ୍ରମ ବାବଦରେ ରଖାଯାଉଛି ତାହାକୁ ତ୍ୱରିତ ଭାବରେ ଖର୍ଚ୍ଚ କର। ଏହାସହିତ ଇଂଲିଶ...

ଯୁବକଙ୍କୁ ପୋଲିସର ଥାର୍ଡ ଡିଗ୍ରୀ; ଗୋଡ଼କୁ ପିଟି ବାଡ଼ି ଭାଙ୍ଗିଲେ, ପ୍ଲାସରେ ନଖ ବାହାର କରି…..

ନୂଆଦିଲ୍ଲୀ,୫।୧: ଉତ୍ତର ପ୍ରଦେଶର ଆଗ୍ରାର ଛତା ଥାନା ଅଞ୍ଚଳର ଜୀବନୀ ମଣ୍ଡି ପୋଲିସ ପୋଷ୍ଟରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଅଭିଯୋଗ ହୋଇଛି...

ଖୋର୍ଦ୍ଧାରେ ଜଣ୍ଡିସ୍‌ ଆତଙ୍କ: ଅନୁଧ୍ୟାନ ପାଇଁ ଗଲା ଜନସ୍ବାସ୍ଥ୍ୟ ଟିମ୍‌

ଭୁବନେଶ୍ୱର/ଖୋର୍ଦ୍ଧା,୫ା୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜବାହର ନବୋଦୟ ବିଦ୍ୟାଳୟରେ ଜଣ୍ଡିସ ବ୍ୟାପିବା ଘଟଣା ପରେ ଭୁବନେଶ୍ୱରରୁ ଜନସ୍ବାସ୍ଥ୍ୟ ବିଭାଗର ୩ ଜଣିଆ ଟିମ୍‌ ବିଦ୍ୟାଳୟକୁ ଯାଇଛନ୍ତି। ଏନେଇ...

ଦୁଇ ଝିଅ ପରେ ପୁଣିଥରେ ପିତା ହେଲେ Ambati Rayudu

ନୂଆଦିଲ୍ଲୀ,୫।୧: ଚେନ୍ନାଇ ସୁପର କିଙ୍ଗ୍ସର ପୂର୍ବତନ ଷ୍ଟାର ବ୍ୟାଟସମ୍ୟାନ ଅମ୍ବାତି ରାୟୁଡୁ ଏବଂ ତାଙ୍କ ପତ୍ନୀ ଚେନ୍ନୁପାଲ୍ଲି ବିଦ୍ୟା ଏକ ପୁତ୍ର ସନ୍ତାନକୁ ସ୍ବାଗତ କରିଛନ୍ତି।...

ସ୍ବାସ୍ଥ୍ୟସେବାରେ ଅପହଞ୍ଚ ୩୧୬ ଗାଁ: ବୋଟ-ବାଇକ୍‌ ଆମ୍ବୁଲାନ୍ସ ହିଁ ସାହା ଭରସା

ଭବାନୀପାଟଣା,୫।୧(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାକୁ ଆକାଂକ୍ଷୀ ଜିଲାଭାବେ ସରକାର ଚୟନ କରିଛନ୍ତି। ତେବେ ପଛୁଆ ଅଞ୍ଚଳର ସାମୂହିକ ବିକାଶ ସହିତ ଲୋକଙ୍କ ଖାଦ୍ୟ ସୁରକ୍ଷା, ପରିବହନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri