Posted inଜାତୀୟ

ସୀମାରେ ପାକିସ୍ତାନୀ ଡ୍ରୋନ୍‌

ଫିରୋଜପୁର,୧୪।୧: ପଞ୍ଜାବର ଭାରତ-ପାକିସ୍ତାନ ସୀମାରେ ପୁଣିଥରେ ଏକ ପାକିସ୍ତାନୀ ଡ୍ରୋନ୍‌ ସୋମବାର ରାତିରେ ଦେଖାଯାଇଥିବା ସୂଚନା ମିଳିଛି। ସୀମାରେ ମୁତୟନ ଥିବା ବର୍ଡର ସିକ୍ୟୁରିଟି ଫୋର୍ସ(ବିଏସ୍‌ଏଫ)ର ଯବାନମାନେ ସେହି ଡ୍ରୋନ୍‌କୁ ଖସାଇବା ପାଇଁ ଗୁଳି ଚଳାଇଥିଲେ ମଧ୍ୟ ଏହା ଖସି ଯାଇଥିବା ଜଣାପଡିଛି। ଏହା ସୀମାରେ ଥିବା ଗାଁ ଟେଣ୍ଡିଓ୍ବାଲାରେ ଦୃଶ୍ୟମାନ ହୋଇଥିବା କୁହାଯାଉଛି। ଏହାପରେ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଛି। ସୂଚନାଯୋଗ୍ୟ, ସୀମାରେ ପାକିସ୍ତାନ ଡ୍ରୋନ୍‌ ଦେଖାଯିବା ଏହା ପ୍ରଥମ ଘଟଣା ନୁହେଁ। ଏହା ପୂର୍ବରୁ ମଧ୍ୟ ପଞ୍ଜାବ ସୀମାରେ ପାକିସ୍ତାନୀ ଡ୍ରୋନ୍‌ ଦେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ପରେ ଏବେ ପାଟନା ଏମ୍ସରେ ପ୍ଲାଜମା ଥେରାପିରେ ହେବ କରୋନା ରୋଗୀଙ୍କ ଚିକିତ୍ସା

ପାଟନା,୨୫।୪: ଦିଲ୍ଲୀ ପରେ ଏବେ ବିହାର ସରକାର ପାଟନାରେ ଥିବା ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ରେ ପ୍ଲାଜମା ଥେରାପି ମାଧ୍ୟମରେ କରୋନା ସଂକ୍ରମିତ...

ମଣିପୁର ମନ୍ତ୍ରିମଣ୍ଡଳ ଅଦଳବଦଳ: ବାଦ ପଡ଼ିଲେ ୩ କ୍ୟାବିନେଟ୍‌ ମନ୍ତ୍ରୀ

ଇମ୍ଫାଲ୍‌, ୨୪।୯: ମଣିପୁରରେ ମୁଖ୍ୟମନ୍ତ୍ରୀ ଏନ୍‌. ବିରେନ୍‌ ସିଂଙ୍କ ମନ୍ତ୍ରିମଣ୍ଡଳ ଅଦଳବଦଳରେ ୩ କ୍ୟାବିନେଟ୍‌ ମନ୍ତ୍ରୀ ବାଦ ପଡ଼ିଛନ୍ତି। ଗୁରୁବାର ନୂତନ ମନ୍ତ୍ରିମଣ୍ଡଳ ତାଲିକାକୁ ରାଜ୍ୟପାଳ...

ଜୁନ୍‌ ୩୦ରେ ପ୍ରଚାରିତ ହେବ ମୋଦିଙ୍କ ‘ମନ କି ବାତ’ର ପ୍ରଥମ ଏପିସୋଡ଼

ନୂଆଦିଲ୍ଲୀ,୧୧।୬: ଦ୍ୱିତୀୟ ଥର ଭାବେ ପ୍ରଧାନମନ୍ତ୍ରୀ ଦାୟିତ୍ୱ ସମ୍ଭାଳି ଥିବା ନରେନ୍ଦ୍ର ମୋଦି ପୁଣି ଥରେ ତାଙ୍କର ଲୋକପ୍ରିୟ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ରେ...

କାଠଗଡାରେ ଚିଦାମ୍ବରମ

ନୂଆଦିଲ୍ଲୀ,୨୨।୮: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍‌ ଗୁରୁବାର କୋର୍ଟରେ ହାଜର ହୋଇଛନ୍ତି। ଦୀର୍ଘ ୩ ଘଣ୍ଟାର ଜେରା ପରେ ସେ କୋର୍ଟରେ ହାଜର...

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୧ ଜୀବନ

ରାୟପୁର,୨୪।୨: ଛତିଶଗଡର ଭଟ୍ଟାପାରର ଗାଁ ଖାମରିଆ ନିକଟରେ ଏକ ଟ୍ରକ ଏବଂ ପିକଅପ ମଧ୍ୟରେ ଧକ୍କା ହେବା ଫଳରେ ୧୧ ଜଣଙ୍କର ମୃତ୍ୟୁ ହୋଇଛି। ଏହି...

କରମ୍‌ବୀର ସିଂ ନୌସେନା ମୁଖ୍ୟ

ନୂଆଦିଲ୍ଲୀ, ୧ା୬ : ଦେଶର ୨୪ତମ ନୌସେନା ମୁଖ୍ୟଭାବେ ଆଡମିରାଲ୍‌ କରମବୀର ସିଂ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଆଡ଼ମିରାଲ୍‌ ସୁନୀଲ ଲାନ୍‌ବା ଅବସର ନେଲା...

ନିଆଁ ପୁଇଁବା ହେଲା କାଳ: ଶ୍ୱାସରୁଦ୍ଧ ହୋଇ ୫ ଶ୍ରମିକ ମୃତ

ଚଣ୍ଡିଗଡ,୯।୧: ପଞ୍ଜାବରେ ଏକ ଅଭାବନୀୟ ଘଟିଛି। ଏଠାରେ ପାଞ୍ଚ ଜଣ ପ୍ରବାସୀ ଶ୍ରମିକ ଶ୍ୱାସରୁଦ୍ଧ ହୋଇ ମୃତ୍ୟୁବରଣ କରିଛନ୍ତି ଏବଂ ଜଣେ ଶ୍ରମିକଙ୍କ ଅବସ୍ଥା ଗୁରୁତର...

ସକାଳୁ ଖାଲି ପେଟରେ ପିଅନ୍ତୁ ପଇଡ଼ ପାଣି..ମିଳିବ ଅନେକ ଫାଇଦା

ଶରୀର ପାଇଁ ବେଶ୍‌ ଲାଭଦାୟକ ପଇଡ଼ ପାଣି। ସକାଳେ ଖାଲି ପେଟରେ ପଇଡ ପାଣି ପିଇଲେ ଅଧିକ ଫଳପ୍ରଦ ହୋଇଥାଏ। ପଇଡ଼ ପାଣିରେ ଆଣ୍ଟିଅକ୍ସିଡାଣ୍ଟ, ଭିଟାମିନ-ସି,...

Advertisement
Archives

Model This Week