Posted inଜାତୀୟ

ସୀମାରେ ଭାରତୀୟ ସେନାଙ୍କ ଶକ୍ତି ପ୍ରଦର୍ଶନ: ଯୁଦ୍ଧାଭ୍ୟାସ ସୁଦର୍ଶନ-୭

ଜୟପୁର,୧୩।୧୧: ନିୟନ୍ତ୍ରଣ ରେଖାରେ ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଜାରି ରଖିଛି। ଏହାକୁ ଦୃଷ୍ଟିରେ ରଖି ରାଜସ୍ଥାନର ବାଡ଼ମେର୍‌ ଏବଂ ଜୟସେଲ୍‌ମେର୍‌ରେ ଭାରତୀୟ ସେନା ପକ୍ଷରୁ ବଡ଼ ଧରଣର ଯୁଦ୍ଧାଭ୍ୟାସ ସୁଦର୍ଶନ-୭ର ଅୟୋଜନ କରାଯାଇଛି। ଏଥିରେ ୪୦ ହଜାର ସୈନ୍ୟ ଯୋଗାଦେବେ। ଏଥିରେ ଟ୍ୟାଙ୍କ, ତୋପ, ଯୁଦ୍ଧ ହେଲିକପ୍ଟରକୁ ବ୍ୟବହାର କରାଯିବ। ଭାରତୀୟ ସେନା ଏହା ଦ୍ୱାରା ପାକିସ୍ତାନକୁ ନିଜର ଶକ୍ତି ପ୍ରଦର୍ଶନ କରିପାରିବ ବୋଲି କୁହାଯାଉଛି। ଏହି ଯୁଦ୍ଧାଭ୍ୟାସରେ ଟି-୭୨ ଟ୍ୟାଙ୍କ, ଏମ୍‌-୭୭୭ ଗନ୍‌ ସହିତ ଉପାଚେ, ଚିନୁକ୍‌ ଓ ରୁଦ୍ର ହେଲିକପ୍ଟର ବ୍ୟବହାର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?