Posted inରାଜ୍ୟ

ସୀମା ବିବାଦକୁ ନେଇ ସର୍ବଦଳୀୟ ବୈଠକ, ବିଜେଡି ପକ୍ଷରୁ ପ୍ରତିନିଧିତ୍ୱ କରିବେ ପିନାକୀ ମିଶ୍ର

ଭୁବନେଶ୍ୱର, ୧୮।୬(ବ୍ୟୁରୋ): ଲଦାଖ ଗାଲଓ୍ବାନ ଭ୍ୟାଲିରେ ଗତ ୧୬ ତାରିଖରେ ଭାରତ-ଚାଇନା ସେନା ମୁହାଁମୁହିଁ ଘଟଣାରେ ୨୦ଜଣ ଭାରତୀୟ ଯବାନ ଶହୀଦ ହୋଇଥିଲେ। ଏ ନେଇ ଶୁକ୍ରବାର ସନ୍ଧ୍ୟା ୫ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡାକିଥିବା ସର୍ବଦଳୀୟ ବୈଠକରେ ବିଜେଡି ପକ୍ଷରୁ ଏମ୍‌ପି ପିନାକୀ ମିଶ୍ର ପ୍ରତିନିଧିତ୍ୱ କରିବେ। ଏହି ବୈଠକରେ ପ୍ରଧାନମନ୍ତ୍ରୀ ଦେଶର ବିଭିନ୍ନ ଦଳର ସଭାପତିଙ୍କ ସହ ବର୍ତ୍ତମାନର ପରିସ୍ଥିତିକୁ ନେଇ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୃଢ଼ ଆଭିମୁଖ୍ୟ ପରିବର୍ତ୍ତେ ଦରଦ

ଢେଙ୍କାନାଳ ଅଫିସ, ୧୧।୮: ଗଡ଼ିଚାଲିଛି ଦିନ। କାମ କିନ୍ତୁ ସମ୍ପୂର୍ଣ୍ଣ ହେଉନି। ପ୍ରତିବାଦ କିମ୍ବା ଆନ୍ଦୋଳନ କଲେ ଅଧିକାରୀମାନେ ନିର୍ଭର ପ୍ରତିଶ୍ରୁତି ସିନା ଦେଉଛନ୍ତି, ହେଲେ...

ମାନସ ସ୍ବାଇଁ ହତ୍ୟା ଘଟଣା: ସିଲ୍‌ ହେଲା ‘ଦୟାଲ’ ବୃଦ୍ଧାଶ୍ରମ

ଭୁବନେଶ୍ୱର,୨୭ା୩(ବ୍ୟୁରୋ): କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଟିମ୍‌ ରବିବାର ଭୁବନେଶ୍ୱରସ୍ଥିତ ‘ଦୟାଲ’ ବୃଦ୍ଧାଶ୍ରମକୁ ସିଲ୍‌ କରିଛି। ଏହି ଆଶ୍ରମରୁ କିଛି...

୧୩, ୧୪ରେ ଯୁକ୍ତ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷା

ଭୁବନେଶ୍ୱର,୭ା୭(ଅନୁରାଧା ମହାରଣା): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷା ଜୁଲାଇ ୧୩ ଓ ୧୪ରେ ଅନୁଷ୍ଠିତ ହେବ। ରାଜ୍ୟର ୩୨...

ରିକଭରି ଏଜେନ୍ସି ପରିଚାଳନା ନିର୍ଦ୍ଦେଶକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ ରୋଡ,୧୩ା୯(ଡି.ଏନ୍‌.ଏ.): ବଡ଼ଗଡ଼ ଥାନା ପୋଲିସ ଗୁରୁବାର ଏକ ଘରୋଇଅର୍ଥ ଲଗାଣକାରୀ ସଂସ୍ଥାର କାର୍ଯ୍ୟାଳୟ ପରିସରରୁ ପରିଚାଳନା ନିର୍ଦ୍ଦେଶକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ସେ...

କୁଳପତିମାନଙ୍କ ସହ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବୈଠକ : ଚଳିତ ଶିକ୍ଷାବର୍ଷରୁ ଏକକ ସିଲାବସ୍‌

ଭୁବନେଶ୍ୱର,୧୪।୬(ବ୍ୟୁରୋ) : ଉଚ୍ଚଶିକ୍ଷାର ଗୁଣାତ୍ମକ ବିକାଶ ତଥା ଆଧୁନିକୀକରଣ ନିମନ୍ତେ ଗୁରୁବାର ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ରାଜ୍ୟ ବିଶ୍ୱବିଦ୍ୟାଳୟ କୁଳପତିମାନଙ୍କ ସହ ଆଲୋଚନା...

କ୍ଷୀରମଣି ସେଠ୍‌ ହତ୍ୟା ମାମଲା: ୩ ଗିରଫ

କର୍ଲାମୁଣ୍ଡା,୧୪ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଫାଣ୍ଡି ଅଧିନସ୍ଥ ଗଜବାହାଲ ଗ୍ରାମର ଜଣେ ବିବାହିତ ଯୁବକ କ୍ଷୀରମଣି ସେଠ୍‌ (୩୮)ଙ୍କ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି...

ବିଡିସିସି ଆକାଉଣ୍ଟ ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗୀର ଅଫିସ,୨୯।୧୨: ବଲାଙ୍ଗୀର ଜିଲା କେନ୍ଦ୍ର ସମବାୟ (ବିଡିସିସି) ବ୍ୟାଙ୍କ ଆକାଉଣ୍ଟ ମ୍ୟାନେଜର ସୁଧୀର କୁମାର ନନ୍ଦଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଟିମ୍‌ ଚଢ଼ାଉ କରିଥିଲା।...

ନାବାଳିକାଙ୍କୁ ବଳାତ୍କାର ପରେ ତଣ୍ଟିଚିପି ହତ୍ୟା

ଭୁବନେଶ୍ୱର,୧୨।୮(ସତ୍ୟଜିତ୍‌ ରାଉତ): ଇନ୍‌ଫୋସିଟି ଥାନା ଅନ୍ତର୍ଗତ ନନ୍ଦନବିହାର ହାଉସିଂବୋର୍ଡ କଲୋନୀର ଏକ ଘର ପାର୍ଶ୍ୱରେ ଶୁକ୍ରବାର ଜଣେ ନାବାଳିକାଙ୍କ ଗଳିତ ମୃତଦେହ ଜବତ କରିଛି ପୋଲିସ।...

Advertisement
Archives

Model This Week