Posted inଫୁରସତ

ସୁଇମିଂପୁଲରୁ ଝିଣ୍ଟିକାକୁ ଉଦ୍ଧାର କଲା କୁକୁର

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ପଶୁପକ୍ଷୀଙ୍କ ଭିଡିଓ ଭାଇରଲ ହେଉଛି। ଏକ କୁକୁର ପାଣିରେ ଫଶି ଯାଇଥିବା ଝିଣ୍ଟିକାକୁ ଉଦ୍ଧାର କରୁଥିବା ଭିଡିଓ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି।
ଭିଡିଓରେ ଦେଖାଯାଇଛି, ସୁଇମିଂ ପୁଲରେ ଏକ ଝିଣ୍ଟିକା ବୁଡି ଯାଉଛି। ପରେ ଏକ କୁକୁର ଉକ୍ତ ସୁଇମିଂ ପୁଲ ନିକଟକୁ ଆସି ନିଜ ପାଟିରେ ଝିଣ୍ଟିକାକୁ ସୁରକ୍ଷିତ ଭାବେ ଉଦ୍ଧାର କରୁଛି। ଏହାପରେ କୁକୁରଟି ସେଠାରୁ ଚାଲିଯାଉଛି। ଆଇଏଫଏସ ଅଧିକାରୀ ସୁଶାନ୍ତ ନନ୍ଦ ନିଜ ଟୁଇଟରରେ ଏହି ଭିଡିଓକୁ ଶେୟାର କରିଛନ୍ତି। ସେ କ୍ୟାପସନରେ ଲେଖିଛନ୍ତି, ଝିଣ୍ଟିକା ବୁଡିଯିବାଠାରୁ ରକ୍ଷା ପାଇଲା। ଏହି ଭିଡିଓକୁ ଅନେକ ଲୋକ ଲାଇକ କରିଥିବାବେଳେ ଅନେକ ଭିନ୍ନ ମତ ଦେଇଛନ୍ତି।

https://twitter.com/PhysicsAndAstr1/status/1298696938431434753


Enter your email to get our daily news in your inbox.

All Right Reserved By Dharitri.Com

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌…

ଇପିଏଫ୍‌ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା

ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି…

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri