ସୁଇସାଇଡ୍‌ ନୋଟ୍‌ ଲେଖି ଦୁଇ ଛାତ୍ରୀ ନିଖୋଜ

ରାୟଗଡ଼ା ଅଫିସ,୬।୨: ରାୟଗଡ଼ା ସହରର ନିଉ କଲୋନୀସ୍ଥିତ ଏକ ସ୍କୁଲରେ ପଢୁଥିବା ଦୁଇ ଛାତ୍ରୀ ଗୁରୁବାର ଭୋର୍‌ରୁ କେଉଁଆଡ଼େ ନିଖୋଜ ହୋଇଯାଇଛନ୍ତି। ଅଭିଭାବକଙ୍କୁ ରୁମ୍‌ରେ ତାଲା ପକାଇ ଉଭୟ ଛାତ୍ରୀ ଏକ ସଙ୍ଗେ ନିଜ ନିଜ ଘରୁ ନିଖୋଜ ହୋଇଯାଇଛନ୍ତି। ଏହା ସହିତ ସୁଇସାଇଡ୍‌ ନୋଟ୍‌ ମଧ୍ୟ ଛାଡ଼ିି ଯାଇଥିବା ଜଣେ ଅଭିଭାବକ କହିଛନ୍ତି l ଏ ନେଇ ଅଭିଭାବକ ଦ୍ୱୟ ଆଜି ରାୟଗଡ଼ା ଟାଉନ୍‌ ପୋଲିସରେ ଏକ ମୌଖିକ ଅଭିଯୋଗ ଦେବା ପରେ ପୋଲିସ ଘଟଣାର ତଦନ୍ତ ଚଳାଇଛି। ତଦନ୍ତ ଚାଲିଥିବାରୁ ଅଧିକ ତଥ୍ୟ ଦେବାକୁ ପୋଲିସ ମନା କରିଛି। ତେବେ ତଦନ୍ତ ପରେ ସମସ୍ତ ଘଟଣା ଲୋକଲୋଚନକୁ ଆସିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟ ଦକ୍ଷତାରେ ଆସିକା ଥାନା ରାଜ୍ୟରେ ପ୍ରଥମ

ଆସିକା,୨୮।୧୨(ଡି.ଏନ.ଏ): କାର୍ଯ୍ୟଦକ୍ଷତା, କର୍ତ୍ତବ୍ୟନିଷ୍ଠତା ଓ ଥାନାକୁ ଆସୁଥିବା ଅଭିଯୋଗକାରୀଙ୍କୁ ଉତ୍ତମ ସେବା ଯୋଗାଇ ଆସିକା ଥାନା ରାଜ୍ୟରେ ପ୍ରଥମ ସ୍ଥାନ ହାସଲ କରିଛି ା ରାଜ୍ୟ...

କଟକରୁ ଆଉ ୭୬ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୮।୮-କଟକ ସହରରୁୁ ଶନିବାର ପୁଣି ୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪୬ ଜଣ ପୁଣି ମାଲଗୋଦାମ ବେହେରା ସାହି କଣ୍ଟେନମେଣ୍ଟ ଜୋନରୁ...

କୋଚିଂ ସେଣ୍ଟରରେ ପାଠ ପଢ଼ାଇ ୨ ଅଧ୍ୟାପକ ତଣ୍ଡ ଗଣିଲେ

ବୌଦ୍ଧ,୧୫ା୫(ସ୍ବ.ପ୍ର.)-କେରାନା ଭୁତାଣୁ ସଂକ୍ରମଣ ଆଶଙ୍କାରେ ସାରା ଦେଶରେ ସମସ୍ତ ଶିକ୍ଷା ଅନୁଷ୍ଠାନ ସହ କୋଚିଂ ସେଣ୍ଟର ବନ୍ଦ ରହିଛି। ଯେଉଁମାନେ ଏହାର ଅବମାନନା କରିବେ ସେମାନେ...

ଆଗୁଆ ନୂଆଁଖାଇ ପର୍ବ ପାଳନ: ଜୋରରେ ଚାଲିିଛି ପ୍ରସ୍ତୁତି ପର୍ବ

ଭବାନୀପାଟଣା,୨୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଅଧୀନ କେସିଙ୍ଗା ବ୍ଲକ ପଥର୍ଲା ପଞ୍ଚାୟତ ପଥର୍ଲା ଗାଁରେ ଆଗୁଆ ନୂଆଁଖାଇ ପର୍ବ ପାଳନ କରାଯାଇଥାଏ। ଏଣୁ ପଥର୍ଲା ନୂଅଁାଖାଇକୁ ଆଉ...

ନ୍ୟାୟ ଅପେକ୍ଷାରେ ୧୭,୨୨୫

ଯାଜପୁର ଅଫିସ,୫।୧: କଳାବଜାର, ଦୁର୍ନୀତି ଓ ବିଭାଗୀୟ ଅଧିକାରୀଙ୍କ ଲାଞ୍ଚଖୋର ମନୋବୃତ୍ତି ଯୋଗୁ ଯୋଗାଣ ବିଭାଗ ପକ୍ଷରୁ ବିଭିନ୍ନ ଜିଲାରେ ଚାଲିିଥିବା ସୁଷମ ବଣ୍ଟନ ବ୍ୟବସ୍ଥା...

ଅଧାରେ ଅଟକିଛି ମଣିଭଦ୍ରା ପତୁରିଆ ନଦୀବନ୍ଧ

ନୟାଗଡ଼ ଅଫିସ,୯।୧୦: ଜମି ଅଧିଗ୍ରହଣ ସମସ୍ୟା ଯୋଗୁ ନୟାଗଡ଼ ଜିଲା ଗଣିଆର ମଣିଭଦ୍ରା ପତୁରିଆ ନଦୀବନ୍ଧ ଅଧାରେ ଅଟକିଛି। ବନ୍ୟା ସମସ୍ୟାରୁ ମୁକୁଳିବା ପାଇଁ ଅଞ୍ଚଳବାସୀଙ୍କ...

ଅମଳ ବେଳରେ ଦାଉ ସାଧିଲା ପଶ୍ଚିମା ଝଡ଼

ଉମରକୋଟ, ୨୧।୩(ସ୍ବ.ପ୍ର.):ଅଦିନିଆ ବର୍ଷାର ପ୍ରଭାବରେ ମକାଚାଷୀଙ୍କ ବ୍ୟାପକ କ୍ଷୟକ୍ଷତି ହୋଇଛି। ପଶ୍ଚିମାଝଡ଼ ପ୍ରଭାବରେ ଚାଷୀଙ୍କ ଆର୍ଥିକ ସ୍ଥିତି ଦୋହଲିଯାଇଛି। ନବରଙ୍ଗପୁର ଜିଲା ଉମରକୋଟ ବ୍ଲକରେ ୨ଦିନରେ...

ସ୍କୁଲ ଯାତାୟାତରେ ଅସୁବିଧା : ଗେଟ୍‌ ସମ୍ମୁଖରେ ଧାରଣା ଦେଲେ ଛାତ୍ରୀଛାତ୍ର

କାଳିଆପାଣି,୧୫।୭(ଡି.ଏନ୍‌.ଏ.): ଯାଜପୁର ଜିଲା କାଳିଆପାଣି ଖଣି ଅଞ୍ଚଳରେ ସ୍କୁଲକୁ ଯାତାୟାତ କରିବାରେ ଅସୁବିଧା ଯୋଗୁ ଛାତ୍ରୀଛାତ୍ର ଇମ୍ଫା କମ୍ପାନୀ ଗେଟ୍‌ ସମ୍ମୁଖରେ ଧାରଣା ଦେଇଥିବା ଜଣାପଡ଼ିଛି।...

Advertisement
Archives

Model This Week