ସୁକତେଲ ବ୍ରିଜ୍‌ ଭୁଶୁଡ଼ିବା ଘଟଣା: କୋର୍ଟ ଚାଲାଣ ହେଲେ ପ୍ରୋଜେକ୍ଟ ଦାୟିତ୍ୱରେ ଥିବା କର୍ମଚାରୀ

ପାଟଣାଗଡ, ୬।୫(ଡି.ଏନ୍‌.ଏ.)- ବଲାଙ୍ଗିର ଜିଲା ପାଟଣାଗଡ ବ୍ଲକ ଅନ୍ତର୍ଗତ ତମିଆଁ ମୁନ୍ଦଲସର ସୁକତେଲ ନଦୀ ବ୍ରିଜ ଗତ ୨୯ ତାରିଖ ଦିନ ମରାମତି ବେଳେ ଭୁଶୁଡି ପଡିଥିଲା। ବ୍ରିଜ ସ୍ଲାବ ତଳେ ଦୁଇ ଜଣ ଶ୍ରମିକ ଚାପି ହୋଇ ମୃତ୍ୟୁବରଣ କରିଥିଲେ। ଏନେଇ ଲରମ୍ଭା ଥାନାରେ ମାମଲା(ନଂ.୪୮)ରେ ଏକ ମାମଲା ରୁଜୁ ହୋଇଥିଲା। ବ୍ରିଜ ଭୁଶୁଡିବା ଘଟଣା ପରେ ରାମକୁମାର ଇଞ୍ଜିନିୟର୍ସ ପ୍ରାଇଭେଟ୍‌ ଲିମିଟେଡର ଠିକାଦାର ଏବଂ ବିଭାଗୀୟ ଅଧିକାରୀମାନେ ଫେରାର ହୋଇଯାଇଥିବା ବେଳେ ଲରମ୍ଭା ପୋଲିସ ଠିକାସଂସ୍ଥାର ଜଣେ କର୍ମଚାରୀଙ୍କୁ ଅଟକ ରଖିଥିଲେ। ତେବେ ଏହି ଘଟଣାକୁ ୭ ଦିନରୁ ଊର୍ଦ୍ଧ୍ୱ ବିତି ଯାଇଥିଲେ ମଧ୍ୟ କାହାରିକୁ ଗିରଫ କରି ନ ଥିବା ବେଳେ ବୁଧବାର ଠିକାସଂସ୍ଥାର ଅଟକ ଥିବା କର୍ମଚାରୀ ଦିନେଶ ନାୟାର ଯିଏ କି ପ୍ରୋଜେକ୍ଟ ଦାୟିତ୍ୱରେ ଥିବା ନେଇ ବୋଲି ପୋଲିସ କହୁଥିବା ବେଳେ ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ତେବେ ଏପରି ଏକ ସମ୍ବେଦେନଶୀଳ ଘଟଣାରେ କେବଳ ଠିକା ସଂସ୍ଥାର ଜଣେ କର୍ମଚାରୀଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବାକୁ ଅଞ୍ଚଳବାସୀ ନାପସନ୍ଦ କରିଛନ୍ତି। ଠିକା ସଂସ୍ଥାର ମାଲିକ ଏବଂ ବିଭାଗୀୟ ଅଧିକାରୀମାନଙ୍କୁ ତୁରନ୍ତ ଗିରଫ କରାଯିବାକୁ ଅଞ୍ଚଳବାସୀ ଦାବି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ବୋଝେଇ ବୋଲେରୋ ଜବତ, ୩ ଗିରଫ

ଚନ୍ଦ୍ରଗିରି,୩।୮(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ପୋଲିସ ଶୁକ୍ରବାର ରାତିରେ ପେଟ୍ରୋଲିଂ ବେଳେ ରାଇସିଂ ଛକରୁ ୫୯.୫୦୦ କେଜି ଗଞ୍ଜେଇ ବୋଝେଇ ଏକ ବୋଲେରୋ(ଓଡି୦୭କ୍ୟୁ୪୪୫୦) ଜବତ କରିଛି।...

୨ ବର୍ଷ ପରେ ଏଥର ହେବ ମା’ ହିଙ୍ଗୁଳାଙ୍କ ଯାତ୍ରା, ପ୍ରସ୍ତୁତି ଜୋରଦାର

ତାଳଚେର,୩।୪(ଡି.ଏନ୍‌.ଏ.): ଦୀର୍ଘ ୨ ବର୍ଷ ପରେ ତାଳଚେରରେ ମା’ ହିଙ୍ଗୁଳାଙ୍କ ଯାତ୍ରା ହେବ। ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ପୀଠରେ ଏଥିପାଇଁ ପ୍ରସ୍ତୁତି ବୈଠକ...

୨୬ ପୂର୍ବତନ ବିଧାୟକଙ୍କୁ ବାଚସ୍ପତିଙ୍କ ନୋଟିସ:ତୁରନ୍ତ କ୍ୱାର୍ଟର୍ସ ଛାଡ଼, ନଚେତ୍‌ ବିଦ୍ୟୁତ୍‌, ପାଣି ବନ୍ଦ

ଭୁବନେଶ୍ୱର,୧୭-୯(ବ୍ୟୁରୋ):ସରକାରୀ କ୍ୱାର୍ଟର୍ସଗୁଡିକୁ ତୁରନ୍ତ ଛାଡିବା ପାଇଁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୋମବାର ୨୬ ଜଣ ପୂର୍ବତନ ବିଧାୟକଙ୍କୁ ନୋଟିସ ଜାରି କରିଛନ୍ତି। ଏଥିସହିତ ପାଣି...

ଦଶାଶ୍ୱମେଧ ଘାଟରେ ଲାଗିଲା ୧୪୪ ଧାରା

ଯାଜପୁର ଟାଉନ,୮ା୪: ଶୁକ୍ରବାର ହେବାକୁ ଥିବା ବାରୁଣୀ ସ୍ନାନ ପାଇଁ ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ୧୪୪ ଧାରା ଜାରି କରାଯାଇଛି। ପୂର୍ବରୁ ବାରୁଣୀ...

ମାନବିକତା ଦେଖାଇଲେ ଆମ୍ବୁଲାନ୍ସ କର୍ମଚାରୀ: ୬୧ ହଜାରୁ ଊର୍ଦ୍ଧ୍ୱ ଟଙ୍କା ଫେରାଇଦେଲେ

ରାୟଗଡା ଅଫିସ,୩୧।୩: ଜଣେ ଦୁର୍ଘଟଣା ଗ୍ରସ୍ତ ବାଇକ ଆରୋହୀଙ୍କୁ ୬୧ହଜାର ୧୬୦ ଫେରାଇ ନିଜର ମାନବିକତା ଦେଖାଇଛନ୍ତି ୧୦୮ ଆମ୍ବୁଲାନ୍ସ କର୍ମଚାରୀ। ଏଭଳି ଏକ ଘଟଣା...

ରାଜ୍ୟରେ ୩ କୋଟି ୮୮ ଲକ୍ଷ ୨୫ ହଜାର ୪୮୩ ଲୋକ ନେଲେଣି କରୋନା ଟିକା

ଭୁବନେଶ୍ୱର,୭ା୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲିଥିବା ଟିକାକରଣ ଅଭିଯାନରେ ଶନିବାର ୨୮ ଲକ୍ଷ ୩୧ ହଜାର ୪୩୭ ଜଣ ଟିକା ନେଇସାରିଲେଣି। ଏହାକୁ ମିଶାଇ ରାଜ୍ୟର...

ବଇଁଆ ବନାପୁର କ୍ୱାରାଣ୍ଟାଇନରେ କୋଲକାତା ଫେରନ୍ତାଙ୍କ ମୃତ୍ୟୁ

ଭଣ୍ଡାରିପୋଖରୀ,୧୯।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବଇଁଆ ବନାପୁର ପଞ୍ଚାୟତ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ସୋମବାର ଜଣେ କୋଲକାତା ଫେରନ୍ତା ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ...

ପେଟ୍ରୋଲପମ୍ପ ବିସ୍ଫୋରଣ ଘଟଣା: ଏସ୍‌ସିବିରେ ୨ ଚିକିତ୍ସାଧୀନଙ୍କ ଅବସ୍ଥା ସଙ୍କଟାପନ୍ନ

କଟକ ଅଫିସ, ୭।୧୦:ଭୁବନେଶ୍ୱର ରାଜଭବନ ନିକଟ ପେଟ୍ରୋଲପମ୍ପ ବିସ୍ଫୋରଣ ଘଟଣାରେ ଏସ୍‌ସିବିକୁ ସ୍ଥାନାନ୍ତରିତ ହୋଇଥିବା ୨ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସେମାନଙ୍କ ମଧ୍ୟରୁ ଜଣଙ୍କ ଶରୀରର...

Advertisement
Archives

Model This Week