ସୁକତେଲ ବ୍ରିଜ୍‌ ଭୁଶୁଡ଼ିବା ଘଟଣା: କୋର୍ଟ ଚାଲାଣ ହେଲେ ପ୍ରୋଜେକ୍ଟ ଦାୟିତ୍ୱରେ ଥିବା କର୍ମଚାରୀ

ପାଟଣାଗଡ, ୬।୫(ଡି.ଏନ୍‌.ଏ.)- ବଲାଙ୍ଗିର ଜିଲା ପାଟଣାଗଡ ବ୍ଲକ ଅନ୍ତର୍ଗତ ତମିଆଁ ମୁନ୍ଦଲସର ସୁକତେଲ ନଦୀ ବ୍ରିଜ ଗତ ୨୯ ତାରିଖ ଦିନ ମରାମତି ବେଳେ ଭୁଶୁଡି ପଡିଥିଲା। ବ୍ରିଜ ସ୍ଲାବ ତଳେ ଦୁଇ ଜଣ ଶ୍ରମିକ ଚାପି ହୋଇ ମୃତ୍ୟୁବରଣ କରିଥିଲେ। ଏନେଇ ଲରମ୍ଭା ଥାନାରେ ମାମଲା(ନଂ.୪୮)ରେ ଏକ ମାମଲା ରୁଜୁ ହୋଇଥିଲା। ବ୍ରିଜ ଭୁଶୁଡିବା ଘଟଣା ପରେ ରାମକୁମାର ଇଞ୍ଜିନିୟର୍ସ ପ୍ରାଇଭେଟ୍‌ ଲିମିଟେଡର ଠିକାଦାର ଏବଂ ବିଭାଗୀୟ ଅଧିକାରୀମାନେ ଫେରାର ହୋଇଯାଇଥିବା ବେଳେ ଲରମ୍ଭା ପୋଲିସ ଠିକାସଂସ୍ଥାର ଜଣେ କର୍ମଚାରୀଙ୍କୁ ଅଟକ ରଖିଥିଲେ। ତେବେ ଏହି ଘଟଣାକୁ ୭ ଦିନରୁ ଊର୍ଦ୍ଧ୍ୱ ବିତି ଯାଇଥିଲେ ମଧ୍ୟ କାହାରିକୁ ଗିରଫ କରି ନ ଥିବା ବେଳେ ବୁଧବାର ଠିକାସଂସ୍ଥାର ଅଟକ ଥିବା କର୍ମଚାରୀ ଦିନେଶ ନାୟାର ଯିଏ କି ପ୍ରୋଜେକ୍ଟ ଦାୟିତ୍ୱରେ ଥିବା ନେଇ ବୋଲି ପୋଲିସ କହୁଥିବା ବେଳେ ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ତେବେ ଏପରି ଏକ ସମ୍ବେଦେନଶୀଳ ଘଟଣାରେ କେବଳ ଠିକା ସଂସ୍ଥାର ଜଣେ କର୍ମଚାରୀଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବାକୁ ଅଞ୍ଚଳବାସୀ ନାପସନ୍ଦ କରିଛନ୍ତି। ଠିକା ସଂସ୍ଥାର ମାଲିକ ଏବଂ ବିଭାଗୀୟ ଅଧିକାରୀମାନଙ୍କୁ ତୁରନ୍ତ ଗିରଫ କରାଯିବାକୁ ଅଞ୍ଚଳବାସୀ ଦାବି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri