Posted inରାଜ୍ୟ

ସୁକନ୍ୟା ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ

ଧର୍ମଶାଳା,୬ା୬(ଡି.ଏନ୍‌.ଏ.): ନେହେରୁ ଯୁବକେନ୍ଦ୍ର ଯାଜପୁର ପକ୍ଷରୁ ଧର୍ମଶାଳା ବ୍ଲକ ପଣ୍ଡୁଆସ୍ଥିତ ସୁକନ୍ୟା ସ୍ବେଚ୍ଛାସେବୀ ଅନୁଷ୍ଠାନ ଆନୁକୂଲ୍ୟରେ ବୁଧବାର ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଯାଜପୁର ଜିଲା ଶିଶୁମଙ୍ଗଳ କମିଟି ସଦସ୍ୟ ଡ. ରୁଦ୍ରନାରାୟଣ ପୃଷ୍ଟି ଅତିଥିଭାବେ ଯୋଗଦେଇ ଚାରା (ବୃକ୍ଷ)ରୋପଣ କରିବା ସହିତ ବିଭିନ୍ନ ବ୍ୟକ୍ତି ବିଶେଷଙ୍କୁ ଅନୁଷ୍ଠାନ ପକ୍ଷରୁ ଚାରା ବଣ୍ଟନ କରିଥିଲେ। ଅନୁଷ୍ଠାନର ସଭାପତି ଅଜୟ ବାରିକଙ୍କ ଅଧ୍ୟକ୍ଷତାରେ ସମ୍ପାଦିକା ରଞ୍ଜିତା ବାରିକ ବିଶ୍ୱ ପରିବେଶ ଦିବସ ସମ୍ପର୍କରେ ସୂଚନା ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଶ୍ରୀପ୍ରସାଦ ନାୟକ, ନାରାୟଣ ବେହେରା, ବିକାଶ ବାରିକ, ଦୁର୍ଗାଦତ୍ତ ଦାଶ, କିରଣ ପରିଡା, ଜିନେଶ ବାରିକ ପ୍ରମୁଖ ଚାରାରୋପଣ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଓବାଦୀଙ୍କ ଶହୀଦ ସପ୍ତାହ : କୋରାପୁଟ ଜିଲାରେ ହାଇଆର୍ଲଟ, ଗାଡ଼ି ଚଳାଚଳ ବନ୍ଦ

କୋରାପୁଟ,୨୮।୭(ସ୍ବ.ପ୍ର.): ଅବିଭକ୍ତ କୋରାପୁଟ ଜିଲାରେ ମାଓବାଦୀଙ୍କ ପକ୍ଷରୁ ଶହୀଦ ସପ୍ତାହ ଆରମ୍ଭ ହୋଇଥିବାବେଳେ କୋରାପୁଟରେ ଆଂଶିକ ପ୍ରଭାବ ଦେଖାଯାଇଛି। ବିଶେଷକରି ଜିଲାର ପଟ୍ଟାଙ୍ଗି ବ୍ଲକର ଆବଲି,...

ଆଜି ଜନ୍ମବେଦୀକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୨।୭: ଦୁଇ ବର୍ଷ ପରେ ଭକ୍ତଙ୍କ ମେଳରେ ବାହାରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶୁକ୍ରବାର ତିନି ରଥ ଶରଧାବାଲିରେ ପହଞ୍ଚିଛି। ଶନିବାର ମହାପ୍ରଭୁଙ୍କ ନୀତିକାନ୍ତି ପରେ ପହଣ୍ଡିରେ...

କରୋନା ସହାୟତା: ଗୋଟିଏ ଦିନର ଦରମା ଦେଲେ ଏନ୍‌ଏଲ୍‌ୟୁ କର୍ମଚାରୀ

କଟକ ଅଫିସ, ୧।୪: ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ସ୍ବତନ୍ତ୍ର ପାଣ୍ଠି ସଂଗ୍ରହ କରୁଛନ୍ତି। ବିଭିନ୍ନ ସୂତ୍ରରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସିଧାସଳଖ ସହାୟତା...

କରୋନା ସଚେତନତା ନେଇ ଭିଡିଓ ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୩ (ବ୍ୟୁରୋ): କରୋନା ଭାଇରସ ପାଇଁ ସମଗ୍ର ବିଶ୍ୱ ଥରଥର। ଏହି ମାରାତ୍ମକ ରୋଗ ପାଇଁ କୌଣସି ଔଷଧ ନାହିଁ। ସଚେତନତା ହିଁ ଏକମାତ୍ର ପନ୍ଥା।...

ଲୋକ ହେଉଛନ୍ତି ମାଲିକ

ଭୁବନେଶ୍ୱର, ୬ା୩(ବ୍ୟୁରୋ): ଗଣତନ୍ତ୍ରରେ ଲୋକ ହେଉଛନ୍ତି ମାଲିକ। ଲୋକଙ୍କୁ ସଶକ୍ତ କରିବା ଏବଂ ବ୍ୟବସ୍ଥାରେ ପରିବର୍ତ୍ତନ ଆଣି ସେମାନଙ୍କୁ ସମ୍ମାନର ସହ ସେବା ଯୋଗାଇଦେବା ରାଜ୍ୟ...

୧୫ରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର,୧ା୬(ବ୍ୟୁରୋ): ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ନାହିଁ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପାଇଁ ଅନୁକୂଳ ପରିବେଶ ମଧ୍ୟ ସୃଷ୍ଟି ହୋଇ ନାହିଁ। ରାଜ୍ୟକୁ ମୌସୁମୀ...

ଦେଶର ବୃହତ ବନ୍ଦର କ୍ଷେତ୍ରରେ ପାରାଦୀପ ୧ ନମ୍ବର

ପାରାଦୀପ,୧୩ା୫(ସ୍ବ.ପ୍ର.): ପାରାଦୀପ ବନ୍ଦର ପ୍ରାଧିକରଣ (ପିପିଏ)କୁ କେନ୍ଦ୍ର ବନ୍ଦର ଜାହାଜ ଓ ଜଳମାର୍ଗ ମନ୍ତ୍ରଣାଳୟ ପକ୍ଷରୁ ସାଗରଶ୍ରେଷ୍ଠ ସମ୍ମାନ ଆଓ୍ବାର୍ଡ ୩ ଟି କ୍ଷେତ୍ରରେ ମିଳିଛି।...

ଏମ୍ସରେ ମିଳିବ ଡାଏଲିସିସ୍‌ ସୁବିଧା

ଭୁବନେଶ୍ୱର, ୧୪।୭(ବ୍ୟୁରୋ)/ପାତ୍ରପଡ଼ା(ଡି.ଏନ୍‌.ଏ.): ଭୁବନେଶ୍ବର ଏମ୍ସ ହସ୍ପିଟାଲରେ କିଡ଼ନୀ ରୋଗୀ ଏବେ ଡାଇଲିସିସ୍‌ ସୁବିଧା ପାଇପାରିବେ। ଆସନ୍ତା ୧୫ ତାରିଖରେ ଏମ୍ସର ସପ୍ତମ ଭିତ୍ତିପ୍ରସ୍ତର ସ୍ଥାପନ ଦିବସ...

Advertisement
Archives

Model This Week