Posted inଜାତୀୟ

ସୁକମାରେ ଆଇଇଡ଼ି ବିସ୍ଫୋରଣ: ଜଣେ ଯବାନ ଶହୀଦ୍‌, ୧୦ କମାଣ୍ଡୋ ଆହତ

ସୁକମା,୨୯।୧୧: ଛତିଶଗଡ଼ ସୁକମାରେ ମାଓବାଦୀଙ୍କ ଆଇଇଡ଼ି ବିସ୍ଫୋରଣରେ ଜଣେ ସିଆର୍‌ପିଏଫ୍‌ ଯବାନ ଶହୀଦ୍‌ ହୋଇଛନ୍ତି। ଏହି ଘଟଣାରେ ୧୦ କମାଣ୍ଡୋ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୁକମାର ତାଡ଼ମେଟଳା ଅଞ୍ଚଳରେ ୨୦୬ ବାଟାଲିଅନ୍‌ କୋବ୍ରା କମାଣ୍ଡୋ ସର୍ଚ୍ଚ ଅପରେଶନ୍‌ ଟିମ୍‌ଙ୍କୁ ଲକ୍ଷ୍ୟ କରି ଆଇଇଡ଼ି ବିସ୍ଫୋରଣ ଷଡ଼ଯନ୍ତ୍ର ରଚାଯାଇଥିଲା। ୮ ଜଣ କମାଣ୍ଡୋଙ୍କୁ ଚିକିତ୍ସା ପାଇଁ ହେଲିକପ୍ଟରରେ ରାୟପୁର ପଠାଯାଇଛି। ଅପରପକ୍ଷରେ ଅନ୍ୟ ୨ କମାଣ୍ଡୋ ସ୍ଥାନୀୟ ଚିନ୍ତାଲନାର ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟ ଉପକୂଳରେ ପାକିସ୍ତାନୀ ଡଙ୍ଗା: ସର୍ଚ୍ଚ ଅପରେଶନ ଜାରି

ଗାନ୍ଧିନଗର,୫।୧୦: ଗୁଜରାଟ କଚ୍ଛ ଅଞ୍ଚଳରେ ପାକିସ୍ତାନ ଅନୁପ୍ରବେଶ ଉଦ୍ୟମ ଜାରି ରଖିଥିବା ବେଳେ ଏବେ ପାକିସ୍ତାନ ମତ୍ସଜୀବୀଙ୍କ ଦୁଇଟି ଡଙ୍ଗା ମିଳିବା ପରେ ସର୍ଚ୍ଚ ଅପରେଶନ...

ରାଜନୈତିକ ଡ୍ରାମା: ସଞ୍ଜୟ ଜୈନ ଗିରଫ

ଜୟପୁର,୧୭।୭: ରାଜସ୍ଥାନରେ ଚାଲିଥିବା ରାଜନୈତିକ ଡ୍ରାମା ମଧ୍ୟରେ ଅଶୋକ ଗେହଲୋଟ ସରକାରଙ୍କୁ ଭାଙ୍ଗିବାକୁ ନେଇ ଏବେ ଏକ ଅଡ଼ିଓ ଟେପ୍‌ ଭାଇରାଲ ହେବାରେ ଲାଗିଛି। ଯାହାକୁ...

ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୧୨: ଲୌହ ପୁରୁଷ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଆଜି ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ...

ପୁଣି ୟୁନେସ୍କୋକୁ ନିର୍ବାଚିତ ହେଲା ଭାରତ

ନୂଆଦିଲ୍ଲୀ,୧୮।୧୧: ମିଳିତ ଜାତିସଂଘର ଶିକ୍ଷା ଓ ସାଂସ୍କୃତିକ ସଂଗଠନର କାର୍ଯ୍ୟନିର୍ବାହୀ ବୋର୍ଡକୁ ଭାରତ ପୁନଃ ନିର୍ବାଚିତ ହୋଇଛି। ୟୁନେସ୍କୋ କାର୍ଯ୍ୟ ନିର୍ବାହୀ ବୋର୍ଡରେ ଭାରତ ୨୦୨୧-୨୫...

ନିୟନ୍ତ୍ରଣ ରେଖା ଲଞ୍ଚପ୍ୟାଡ୍‌ରେ ୪୦ରୁ ଅଧିକ ଜୈଶ୍‌ ଆତଙ୍କବାଦୀ: ଭାରତରେ ଅନୁପ୍ରବେଶ ପାଇଁ ଷଡ଼ଯନ୍ତ୍ର

ଶ୍ରୀନଗର,୨୭।୮: ଜମ୍ମୁ-କଶ୍ମୀର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ୪୦ରୁ ଅଧିକ ଜୈଶ୍‌-ଇ-ମହମ୍ମଦ୍‌ ଆତଙ୍କବାଦୀ ଏକାଠି ହୋଇଛନ୍ତି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି...

ନୌସେନାର ଶକ୍ତିରେ ବୃଦ୍ଧି, ସର୍ବେକ୍ଷଣ ଜାହାଜ ଇକ୍ଷକ ସାମିଲ…

ଚେନ୍ନାଇ,୨୬।୧୧ : ଭାରତୀୟ ନୌସେନାର ଶକ୍ତି ଆହୁରି ବୃଦ୍ଧି ପାଇଛି। ବାସ୍ତବରେ, ଚେନ୍ନାଇର କଟ୍ଟୁପାଲ୍ଲୀରେ ସର୍ବେକ୍ଷଣ ଜାହାଜ ଇକ୍ଷକକୁ ଶନିବାର ଫ୍ଲାଇଟ ଅଫିସର କମାଣ୍ଡିଂ-ଇନ-ଚିଫ, ସାଉଥ...

ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ ହସ୍ପିଟାଲରେ ଭର୍ତ୍ତି

କୋଲକାତା,୯।୧୨-ନିଃଶ୍ୱାସ ପ୍ରଶ୍ୱାସରେ ଅସୁବିଧା ଅନୁଭବ ହେବାରୁ ବୁଧବାର ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କୁ କୋଲକାତାର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ୨୦୦୦ ରୁ ୨୦୧୧...

କୃଷକଙ୍କୁ ନେଇ ଖଟ୍ଟାର-ଅମରିନ୍ଦର ମୁହାଁମୁହିଁ

ନୂଆଦିଲ୍ଲୀ, ୨୯।୧୧: କେନ୍ଦ୍ରର ନୂଆ କୃଷି ଆଇନ ବିରୋଧରେ କୃଷକମାନଙ୍କ ‘ଦିଲ୍ଲୀ ଚଲୋ’ ଆନ୍ଦୋଳନ ତୃତୀୟ ଦିନରେ ପହଞ୍ଚତ୍ଛି। ଆନ୍ଦୋଳନକୁ ନେଇ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ୍‌...

Advertisement
Archives

Model This Week