Posted inଜାତୀୟ

ସୁକମା ଜିଲାରେ ମାଓବାଦୀଙ୍କ ଆକ୍ରମଣରେ ୧୭ ଯବାନ ଶହୀଦ

ସୁକମା,୨୨।୩: ଛିତଶଗଡ଼ ସୁକମା ଜିଲାରେ ମାଓବାଦୀଙ୍କ ଆକ୍ରମଣରେ ୧୭ ଯବାନ ଶହୀଦ ହୋଇଛନ୍ତି। ଏହି ଘଟଣାରେ ୧୪ରୁ ଅଧିକ ଯବାନ ଆହତ ହୋଇଛନ୍ତି। ଚିକିତ୍ସା ଲାଗି ଆହତଙ୍କୁ ହେଲିକପ୍ଟରରେ ଅଣାଯାଇ ରାୟପୁରର ରାମକୃଷ୍ଣ କେୟାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ମିନପା ଅଞ୍ଚଳର ଜଙ୍ଗଲ ମାଓବାଦୀମାନେ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେଶନ୍‌ ଆରମ୍ଭ କରିଥିଲେ। ମାଓବାଦୀଙ୍କୁ ଆତ୍ମସମର୍ପଣ ଲାଗି ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳିମାଡ଼ କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀମାନେ ପାଲଟା ଆକ୍ରମଣ କରିଥିଲେ। ଏଥିରେ ୫ ଜଣ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ଅଧିବେଶନରେ ଆସିବ ୧୬ ବିଲ୍‌

ନୂଆଦିଲ୍ଲୀ,୨ା୧୨: ଆସନ୍ତା ୭ରେ ଆରମ୍ଭ ହେବାକୁ ଥିବା ପାର୍ଲାମେଣ୍ଟର ଶୀତ ଅଧିବେଶନରେ କେନ୍ଦ୍ର ସରକାର ୧୬ଟି ନୂଆ ବିଲ୍‌ ଆଣିବାକୁ ପ୍ରସ୍ତୁତି ଚଳାଇଛନ୍ତି। ଲୋକ ସଭା...

ଗୁରୁ ନାନକଙ୍କ ଜନ୍ମଦିବସ ପୂର୍ବରୁ ଖୋଲିବ କର୍ତାରପୁର କରିଡର

ନୂଆଦିଲ୍ଲୀ,୧୬।୧୧: ଆସନ୍ତା ୧୯ ତାରିଖରେ ପାଳିତ ହେବାକୁ ଯାଉଛି ଗୁରୁ ନାନକଙ୍କ ଜନ୍ମଦିବସ। ଏହି ଉପଲକ୍ଷେ ପାକିସ୍ତାନ ସଂଲଗ୍ନ କର୍ତାରପୁର କରିଡର ଖୋଲିବା ପାଇଁ ଶିଖ୍‌...

ଦାଦନଙ୍କୁ ୨ ମାସ ମାଗଣା ଖାଦ୍ୟଶସ୍ୟ

ନୂଆଦିଲ୍ଲୀ,୨୧ା୫(ଆଇଏଏନ୍‌ଏସ୍‌): କରୋନା ମହାମାରୀର ମୁକାବିଲା ପାଇଁ ସାରା ଦେଶ ଲକ୍‌ଡାଉନରେ ରହିଥିବାରୁ କାମଧନ୍ଦା ହରାଇ ପ୍ରବାସୀ ଶ୍ରମିକମାନେ ନାହିଁ ନ ଥିବା ଅସୁବିଧା ଓ ଆର୍ଥତ୍କ...

ଟମାଟର ଜଗୁଛନ୍ତି ସୁରକ୍ଷାକର୍ମୀ

ଲକ୍ଷ୍ନୌ,୯।୭: ଆଜିକାଲି ଟମାଟର ମୂଲ୍ୟ ଆକାଶଛୁଆଁ ରହିଛି। ବାରାଣସୀ ସମେତ ଦେଶର ଅନେକ ସହରରେ ଟମାଟର ମୂଲ୍ୟ ପେଟ୍ରୋଲ ତୁଳନାରେ ଅଧିକ ହୋଇଛି। ବାରାଣସୀରେ କିଲୋଗ୍ରାମ...

ଭିଡ଼ିଓ କଲିଂରେ ବିବାହ: ବେଦୀରେ ବରକନ୍ୟା କିନ୍ତୁ ନ ଥିଲେ ପଣ୍ଡିତ…

ଅଜମେର,୨୭।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ଏବେ ବିବାହ ଅନ୍‌ଲାଇନ୍‌ରେ ହେଉଥିବା ଘଟଣା ଦେଖିବାକୁ...

ଦିଲ୍ଲୀରୁ ଖୁସି ଖବର: କରୋନା ଗ୍ରାଫ୍‌ ତଳ ମୁହାଁ,ଡେଲ୍ଟା ଭାରିଆଣ୍ଟ୍‌କୁ ପ୍ରଭାବହୀନ କରିବ ଭାକ୍ସିନ୍‌…

ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିଲ୍ଲୀରୁ ପୁଣି ଖୁସି ଖବର...

ମୋଦିଙ୍କ ବିମାନ ପାକିସ୍ତାନ ଆକାଶରେ ଉଡିବାକୁ ମିଳିବ ଅନୁମତି

ନୂଆଦିଲ୍ଲୀ,୧୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବତନ୍ତ୍ର ବିମାନ କିରଗିଜସ୍ତାନ ଯାତ୍ରା କରିବା ସମୟରେ ପାକିସ୍ତାନ ଆକାଶ ପତକୁ ବ୍ୟବହାର କରିପାରିବ ବୋଲି ସୂଚନା ମିଳିଛି। ଏ...

ପାସ୍‌ପୋର୍ଟ ଫେରିପାଇଲେ ଲାଲୁ

ପାଟନା,୧୫ା୬: ପାଟନାର ସିବିଆଇ କୋର୍ଟ ମଙ୍ଗଳବାର ଆର୍‌ଜେଡି ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବଙ୍କ ପାସ୍‌ପୋର୍ଟ ଫେରାଇ ଦେଇଛି। ଗୋଖାଦ୍ୟ ଦୁର୍ନୀତି ମାମଲାରେ ସିବିଆଇ ତାଙ୍କ ପାସ୍‌ପୋର୍ଟ...

Advertisement
Archives

Model This Week