ସୁଗାର ଫ୍ରି ଖାଦ୍ୟ ଓ ଦାନ୍ତ

ଡାଇବେଟିସ ରୋଗୀ ବିଶେଷ ଭାବରେ ଖାଦ୍ୟପେୟ ପ୍ରତି ସଚେତନ ରହିଥାଆନ୍ତି।  ସେମାନଙ୍କୁ ମିଠାଜାତୀୟ ଏବଂ କେତେକ ଖାଦ୍ୟଠାରୁ ଦୂରତା ଅବଲମ୍ବନ କରିବାକୁ ପଡ଼ିଥାଏ। ହେଲେ ଆଜିକାଲି ବଜାରରେ ବିଭିନ୍ନ ପ୍ରକାର ସୁଗାର ଫ୍ରି ଖାଦ୍ୟ ଉପଲବ୍ଧ, ଯାହାର ମଧ୍ୟ ଢେର୍‌ ଚାହିଦା ରହିଛି। ହେଲେ ଏପରି ଖାଦ୍ୟ ଡାଇବେଟିସ ରୋଗୀଙ୍କ ପାଇଁ ଦାନ୍ତଜନିତ ସମସ୍ୟା ସୃଷ୍ଟି କରିପାରେ ବୋଲି ସଦ୍ୟତମ ଗବେଷଣାରୁ ଜଣାପଡ଼ିଛି। ଏପରି ବିଷୟବସ୍ତୁ ଉପରେ ଅଷ୍ଟ୍ରେଲିଆସ୍ଥିତ ସିଡ୍‌ନୀ ୟୁନିଭର୍ସିଟିର ବିଶେଷଜ୍ଞମାନେ ଏକ ଗବେଷଣା କରିଥିଲେ। ଏଥିରୁ ଜଣାପଡ଼ିଥିଲା ଯେ, ସୁଗାର ଫ୍ରି ମିଠା ହେଉ କି ପାନୀୟ ଡାଇବେଟିସ ରୋଗୀଙ୍କର ଦାନ୍ତ ପାଇଁ ୩୦-୫୦ ପ୍ରତିଶତ କ୍ଷତିକାରକ। ପାଖାପାଖି ୨୩ ପ୍ରକାର ସୁଗାର ଫ୍ରି ଖାଦ୍ୟ ଏବଂ ପାନୀୟ ଉପରେ ସେମାନେ ଗବେଷଣା କରି ଏକଥା ଜାଣିପାରିଥିଲେ। ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ଏପରି ଖାଦ୍ୟରେ ଥିବା ଏସିଡିକ୍‌ କଲର ଦାନ୍ତ ପାଇଁ କ୍ଷତିକାରକ।


Enter your email to get our daily news in your inbox.

All Right Reserved By Dharitri.Com

ରିଫି୍ରିଜିଂ ଖାଦ୍ୟ ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ

ଆଜିକାଲି ଖାଦ୍ୟକୁ ସଂରକ୍ଷିତ କରି ରଖିବାର ଅନେକ ପ୍ରକାର ଉପାୟ ରହିଛି। ଆମେ ରାନ୍ଧିଥିବା ଖାଦ୍ୟ ବଳି ପଡ଼ିଲେ ତାହାକୁ ରେଫ୍ରିଜରେଟରରେ ରଖିଦେଇଥାଉ। ପରବର୍ତ୍ତୀ ସମୟରେ...

୯ ଦିନ ପରେ କରୋନା ଆକ୍ରାନ୍ତଙ୍କଠାରୁ ହୁଏନା ସଂକ୍ରମଣ

ଲଣ୍ଡନ, ୩୦।୭: କରୋନା ମହାମାରୀ ସଂକ୍ରମଣ ନେଇ ପୃଥିବୀରେ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ ଆକ୍ରାନ୍ତଙ୍କଠାରୁ ସଂକ୍ରମଣ କେତେ ଦିନ ପର୍ଯ୍ୟନ୍ତ ହୋଇଥାଏ ସେ ସମ୍ପର୍କରେ ନୂଆ...

ସୁଖ, ସମୃଦ୍ଧି ପାଇଁ ଘରେ ରଖନ୍ତୁ ଏହି ମାଛ

ଘରେ ସୁଖ-ସମୃଦ୍ଧି ଓ ଶାନ୍ତି ଆଣିବା ପାଇଁ ଲୋକମାନେ ବିଭିନ୍ନ ପ୍ରକାର ଉପାୟ ଆପଣାଇଥାନ୍ତି। ଗୋଲ୍ଡ ଫିସ୍‌ ସହ ଏରୋଓ୍ବାନା ମାଛକୁ ବାସ୍ତୁଶାସ୍ତ୍ରରେ ଶୁଭ ବୋଲି...

ଡାଇବେଟିସ୍‌କୁ ନିୟନ୍ତ୍ରଣରେ ରଖେ ଛତୁ

ବ୍ଲଡ ସୁଗାର ସମସ୍ୟା ଏବେ ବୃଦ୍ଧି ପାଇବାରେ ଲାଗିଛି। ଫଳରେ ମଧୁମେହ ବା ଡାଇବେଟିସ୍‌ ରୋଗୀଙ୍କ ସଂଖ୍ୟା ମଧ୍ୟ ଦ୍ରୁତଗତିରେ ବଢି ଚାଲିଛି। ହେଲେ ଛତୁ...

ସ୍ବାସ୍ଥ୍ୟୋପକାରୀ ଭିଟାମିନ୍‌ ‘ସି’

ଭିଟାମିନ୍‌ ‘ସି’ରେ ଅନେକ ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। କେତେକ ବ୍ୟାୟାମ କରିବା ସମୟରେ ଶ୍ୱାସକ୍ରିୟାଜନିତ ସମସ୍ୟାର ସମ୍ମୁଖୀନ ହୋଇଥାଆନ୍ତି। ହେଲେ ଯଦି ଜଣେ ବ୍ୟକ୍ତି...

କରୋନା ୩ୟ ଲହର ଓ ଶିଶୁ

ବିଶ୍ୱ ସ୍ବାସ୍ଥ୍ୟସଂସ୍ଥା ଆକଳନ ଅନୁଯାୟୀ କରୋନା ତୃତୀୟ ଲହରରେ ଶିଶୁଙ୍କ ସଂକ୍ରମଣ ହାର ଅଧିକ ରହିବ। ଏଣେ ଏଯାଏ ସେମାନଙ୍କ ପାଇଁ ଭ୍ୟାକ୍ସିନ୍‌ ଉପଲବ୍ଧ ନ...

ଦୂରହେବ ଅସରପା ସମସ୍ୟା

ଘରେ ଅସରପା ଏକ ସାଧାରଣ ସମସ୍ୟା ପାଲଟିଗଲାଣି। ତେବେ ଏହାକୁ ନେଇ ବ୍ୟସ୍ତ ହେବା ପରିବର୍ତ୍ତେ କେତୋଟି ଛୋଟ ଉପାୟରେ ଆପଣଙ୍କ ଘରୁ ଏହାକୁ ଦୂରେଇ...

ଏହିସବୁ ଖାଦ୍ୟ ଖାଇବା ପରେ କ୍ଷୀର ପିଇବା ଅନୁଚିତ

ପ୍ରତିଦିନ କ୍ଷୀର ପିଇବା ଶରୀର ପାଇଁ ଖୁବ୍‌ ଲାଭଦାୟକ। ଏହା ଶରୀରକୁ ଶକ୍ତି ଯୋଗାଇବା ସହିତ ଅନେକ ରୋଗ ସହ ଲଢ଼ିଥାଏ। ମାତ୍ର ଏପରି କିଛି...

Advertisement
Archives

Model This Week