ସୁଣ୍ଢିରା, ପୂର୍ବପଡା ଗ୍ରାମରେ ମାସ୍କ ବଣ୍ଟନ

ଖଇରା, ୨୦।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ସୁଣ୍ଢିରା ପଞ୍ଚାୟତ ବାରପଡାସ୍ଥିତ ବାବା ଆଳଣ୍ଡଳେଶ୍ୱର ବୋଲବମ କମିଟି ପକ୍ଷରୁ ରବିବାର ସଚେତନତା କାର୍ଯ୍ୟକ୍ରମ ସହିତ ମାସ୍କ ଓ ସାବୁନ ବଣ୍ଟନ କରାଯାଇଛି। ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ଓ ସରପଞ୍ଚ ସଞ୍ଜୟ କୁମାର ସେଠୀ ଏହାକୁ ଉଦ୍‌ଘାଟନ କରିଥିଲେ। ସୁଣ୍ଢିରା ଓ ପୂର୍ବପଡା ଗ୍ରାମରେ କରୋନା ମୁକାବିଲା ଉପରେ ବିଭିନ୍ନ ପଦକ୍ଷେପ ସମ୍ପର୍କରେ ବିଡିଓ ବଳ ବୁଝାଇଥିଲେ ା ପରେ ମାସ୍କ ଓ ସାବୁନ ବଣ୍ଟନ କରାଯାଇଥିଲା ା କମିଟି ପକ୍ଷରୁ ମନ୍ଦିର ନିକଟରୁ ଗ୍ରାମ ଶେଷମୁଣ୍ଡ ପର୍ଯ୍ୟନ୍ତ ନାଳ ନର୍ଦ୍ଦମାକୁ ସାନିଟାଇଜ କରାଯାଇଥିଲା ା ସଭାପତି ତ୍ରିଲୋଚନ ନାୟକ, ସମ୍ପାଦକ ଦେବେନ୍ଦ୍ର ନାୟକ, ନିର୍ଦ୍ଦେଶକ ସନ୍ତୋଷ କୁମାର ପଣ୍ଡା, କୋଷାଧ୍ୟକ୍ଷ ଶତ୍ରୁଘ୍ନ ଲେଙ୍କା, ସଭ୍ୟ ଯାମନୀକାନ୍ତ ଖଟୁଆ, ଡମ୍ବରୁ ଜେନା, କରୁଣାକର ଜେନା, ରବୀନ୍ଦ୍ର ରଣା, ଭଗବାନ ଦାସ, ଧର୍ମେନ୍ଦ୍ର ମହାନ୍ତି, ଅକ୍ଷୟ ବେହେରା, ଧର୍ମେନ୍ଦ୍ର ତଥା ବାରପଡା ବୋଲବମ କମିଟିର ସମସ୍ତ ସଭ୍ୟ ସହଯୋଗ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଆବାସ ଯୋଜନାରେ ଗଫଲତି: ବିଡିଓକୁଁ ଗୁହାରି କଲେ ହକ୍‌ଦାର ହିତାଧିକାରୀ

ଜାମଟିକ୍ରା, ୧୯।୨ (ଡି.ଏନ୍‌.ଏ.)- ସରକାରୀ ଯୋଜନାର ଲାଭ୍‌ କେନ୍‌ଥେଇ ହକ୍‌ଦାର ହିତାଧିକାରୀ ପାଇପାରବେ ସେଥିରଲାଗି ରାଏଜ୍‌ ସରକାର ଅନେକ ବିଭାଗ, ଯୋଜନାକେ ୫ଟି, ମୋ ସରକାରରେ...

ଘର ଉପରକୁ ମାଡ଼ିଗଲା ଟ୍ରକ

ମାଥିଲି/ମାଲକାନଗିରି,୨୮ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲିରେ ରବିବାର ରାସ୍ତା ପାଶର୍‌ବରେ ଥିବା ସହଦେବ ନାୟକଙ୍କ ଘର ଉପରକୁ ଏକ ଟ୍ରକ ମାଡି ଯାଇଥିଲା। ପରିବାର ଲୋକେ ଏଥିରୁ...

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୭ ଗୁରୁତର

ଦେବଗଡ଼, ୨୨।୮(ଡି.ଏନ୍‌.ଏ.): ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୭ ଜଣ ଗୁରୁତର ହୋଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଦେବଗଡ଼ ଜିଲା ତିଳେଇବଣି...

ପାଟଣା ମୁଖ୍ୟାଳୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଯୋଗ ଦେଲେ ଯୁବ ଡାକ୍ତର

ପାଟଣା,୮।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସମସ୍ତ ବିଶେଷଜ୍ଞ ଡାକ୍ତର ପଦବୀ ଖାଲିପଡିଥିବା ବେଳେ ମଙ୍ଗଳବାର ଜଣେ ଯୁବ ଏମ୍‌ବିବିଏସ୍‌ ଡାକ୍ତର କାର୍ଯ୍ୟରେ...

ଜେଲ ଗଲେ ଆସିଷ୍ଟାଣ୍ଡ କଲେକ୍ଟର

ରାଉରକେଲା ଅଫିସ,୯।୨: ରାଉରକେଲା ଆସିଷ୍ଟାଣ୍ଡ କଲେକ୍ଟର ମନୋରଞ୍ଜନ ନାଏକଙ୍କୁ ଭିଜିଲାନ୍ସ ଗିରଫ କରିଛି। ୨ କୋଟିରୁ ଅଧିକ ଆୟ ବହିର୍ଭୂତ ସମ୍ପତ୍ତି ଠୁଗଳ ଅଭିଯୋଗରେ ତାଙ୍କୁ...

ବୀମା ଅର୍ଥ ଦେଉନି ଏଜେନ୍ସି

ଅନୁଗୋଳ ଅଫିସ,୨୭ା୫:ଗ୍ୟାସ୍‌ ଦୁର୍ଘଟଣାରେ ମା’ ବାପା ଚାଲିଗଲା ପରେ ଅସହାୟ ହୋଇପଡ଼ିଛନ୍ତି ୨ ପିଲା। ପ୍ରଶାସନ ପକ୍ଷରୁ କିଛି ସହାୟତା ମିଳୁଥିଲେ ମଧ୍ୟ ଗ୍ୟାସ୍‌ ଏଜେନ୍ସି...

ସେଞ୍ଚୁରିୟନ୍‌ ବିଶ୍ୱବିଦ୍ୟାଳୟର ସପ୍ତମ ସମାବର୍ତ୍ତନ ଉତ୍ସବ: ପ୍ରକୃତ ଶିକ୍ଷାର ଉଦ୍ଦେଶ୍ୟ ମନୁଷ୍ୟର ପୁନରୁତ୍ଥାନ

ଜଟଣୀ,୭।୧୨(ଡି.ଏନ୍‌.ଏ.): ଜୀବନର ମାନ ନାଟକୀୟ ଢଙ୍ଗରେ ପରିବର୍ତ୍ତନ ହେଉଛି। ଆଧ୍ୟାତ୍ମିକ ଚେତନା ହିଁ ଆମକୁ ଏକ ସମ୍ପୂର୍ଣ୍ଣ ଓ ସଫଳ ଜୀବନ ଗଠନ କରିବାରେ ସହାୟକ...

ମହାକାଶ ଯିବ ଓଡ଼ିଆ ଛାତ୍ରଙ୍କ ପ୍ରକଳ୍ପ

ସୁନାବେଡ଼ା ,୨୦ା୬(ସ୍ବ.ପ୍ର.): ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ ଆସନ୍ତା ୨୪ ତାରିଖରେ ଏସ୍‌ଆର୍‌-୭ ରକେଟ୍‌ ଉତ୍‌କ୍ଷେପଣ କରାଯିବ। ଉକ୍ତ ମିଶନରେ ବ୍ୟବହୃତ ବିଭିନ୍ନ...

Advertisement
Archives

Model This Week