ସୁଦୀପ ନାଗ ଏନ୍‌ଟିପିସି ନୂଆ ସିଜିଏମ୍‌

ତାଳଚେର,୨୩ା୧୦(ନି.ପ୍ର.) – ଅନୁଗୋଳ ଜିଲା କଣିହାଁସ୍ଥିତ ଏନ୍‌ଟିପିସି ପ୍ରକଳ୍ପର ନୂତନ ଚିଫ୍‌ ଜେନେରାଲ ମ୍ୟାନେଜର (ସିଜିଏମ୍‌) ଭାବେ ସୁଦୀପ ନାଗ ମଙ୍ଗଳବାରଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏକଜିକ୍ୟୁଟିଭ ଡାଇରେକ୍ଟର ରମେଶ ବାବୁ ଭି. ସିଏମ୍‌ଡି ଏବଂ ଡେଜିକନେଟେଡ ଡାଇରେକ୍ଟର(ଅପରେଶନ୍ସ) ପଦବୀକୁ ଉନ୍ନୀତ ହେବାପରେ ଏହି ପଦବୀ ଖାଲି ପଡିଥିଲା। ନୂଆ ସିଜିଏମ୍‌ ସୁଦୀପ ଏନ୍‌ଟିପିସିର ଅପରେଶନ, ମେକାନିକାଲ ମେଣ୍ଟେନାନ୍ସ, ଇଇଏମଜି, ଅପରେଶନ ସର୍ଭିସ ଏବଂ ବିଜିନେସ ଡେଭେଲପମେଣ୍ଟ ଆଦି ବିଭାଗରେ ଦୀର୍ଘ ୩୨ ବର୍ଷ ଧରି କାର୍ଯ୍ୟ ସମ୍ପାଦନା କରିଛନ୍ତି। ସେ ଏନ୍‌ଆଇଟି ଦୁର୍ଗାପୁରରୁ ମେକାନିକାଲ ଇଞ୍ଜିନିୟରିଂରେ ଗ୍ରାଜୁଏଟ୍‌ ଭାବେ ଉତ୍ତୀର୍ଣ୍ଣ ହେବାପରେ ୧୯୮୭ରେ ଏନ୍‌ଟିପିସିରେ ଯୋଗ ଦେଇଥିଲେ। ଏମ୍‌ଡିଆଇ ଗୁରଗାଓଁରୁ ବିଜିନେସ ମ୍ୟାନେଜମେଣ୍ଟରେ ସେ ପିଜି ମଧ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ନାହିଁ ରାସ୍ତା: ଷ୍ଟ୍ରେଚରରେ ବୁହାହେଲା ମୃତଦେହ

ଭବାନୀପାଟଣା,୧୯।୮(ସ୍ବ.ପ୍ର.): ଦାନ ମାଝୀ ଘଟଣା ଭଳି ପୁଣି ଥରେ ଦୁର୍ଗମ ଅଞ୍ଚଳରେ ଆଉ ଏକ ମୃତଦେହକୁ ସମ୍ମାନ ମିଳିନାହିଁ। ଗାଁକୁ ରାସ୍ତା ନ ଥିବାରୁ ୭...

ନୂଆପଡ଼ା କୋଭିଡ୍‌ ହସ୍ପିଟାଲ ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ  

ନୂଆପଡା ଅଫିସ/ଖଡିଆଳ,୮ା୫-ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଶୁକ୍ରବାର ଦିନିକିଆ ନୂଆପଡ଼ା ଜିଲା ଗସ୍ତରେ ଆସି ଫେରିଛନ୍ତି। ନୂଆପଡ଼ା ଜିଲା ସଦର...

ମନୋରମ ବେଳାଭୂମି ଯମୁନାଶୂଳ

ଲଙ୍ଗଳେଶ୍ୱର, ୭।୧୨: ଶୀତର ଆଗମନ ସାଙ୍ଗକୁ ଆରମ୍ଭ ହୋଇଯାଇଛି ପର୍ଯ୍ୟଟନ ଋତୁ। କୋଭିଡ କଟକଣା ପାଇଁ ଗତ ଦୁଇବର୍ଷ ଧରି ରାଜ୍ୟର ସମସ୍ତ ପର୍ଯ୍ୟଟନସ୍ଥଳୀ ବନ୍ଦ...

ଶ୍ରୀଜଗନ୍ନାଥ ଷ୍ଟାଡିୟମ୍‌ କାର୍ଯ୍ୟ ଦେଖିଲେ ୫-ଟି ସଚିବ

ପୁରୀ ଅଫିସ,୧୪।୧୦: ପୁରୀ ପେଣ୍ଠକଟାସ୍ଥିତ ଶ୍ରୀଜଗନ୍ନାଥ କ୍ରିକେଟ୍‌ ଷ୍ଟାଡିୟମ୍‌ ନିର୍ମାଣ କାର୍ଯ୍ୟର ସ୍ଥିତି ସମୀକ୍ଷା କରିଛନ୍ତି ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌। ବୁଧବାର ୫-ଟି ସଚିବ...

ମା’ଙ୍କ ମୃତ୍ୟୁ ପରେ କବରସ୍ଥଳରେ ଧୂପ ଦେଇ ବସି ରହୁଥିଲେ, ମାସକ ପରେ ଜୀବନ ହାରିଲେ ପୁଅ

ସଇଁତଲା, ୭ା୨(ଡି.ଏନ.ଏ.): ମାସକ ତଳେ ରୋଗଗ୍ରସ୍ତ ହୋଇ ଆରପାରିକୁ ଚାଲି ଯାଇଥିଲେ ମା’। ମା’ଙ୍କ ମୃତ୍ୟୁରେ ଭାଙ୍ଗି ପଡିଥିବା ପୁଅ ଶନିବାର ବେକରେ ଶାଢ଼ି ଲଗାଇ...

ଦୈତାରୀରୁ ୫୦% ଖଣି ଉତ୍ତୋଳନ ପ୍ରତ୍ୟାହାର

ଯାଜପୁର ଅଫିସ,୧୯।୩ : ଯାଜପୁର ଜିଲା ସୁକିନ୍ଦା ବ୍ଲକ ଏବଂ ମହାଗିରୀ ପର୍ବତମାଳା ଚତୁଃପାର୍ଶ୍ୱରେ ପ୍ରଚୂର ପରିମାଣର ଖଣିଜ ସମ୍ପଦ ଭରି ରହିଥିବାରୁ ଏହାକୁ ଓଡ଼ିଶାର...

୬ ମୌଜାର ଚାଷୀ ଖୁସି

ବାଲିଚନ୍ଦ୍ରପୁର,୯ା୮(ସ୍ବ.ପ୍ର.):ସ୍ବାଧୀନତାର ୭୫ ବର୍ଷ ପରେ ଯାଜପୁର ଜିଲା ବଡ଼ଚଣା ବ୍ଲକ ଦର୍ପଣ ତହସିଲ ଅନ୍ତର୍ଗତ ୬ ରାଜସ୍ବ ମୌଜାର ଜମିଜମା ବନ୍ଦୋବସ୍ତ ସଂକ୍ରାନ୍ତିୟ ସଂଶୋଧନ ନିମନ୍ତେ...

ମେଡିକାଲ, ଇଞ୍ଜିନିୟରିଂରେ ନାମ ଲେଖାଇବା ନାଁରେ ୩ କୋଟିରୁ ଊର୍ଦ୍ଧ୍ୱ ଠକେଇ

ବାଲେଶ୍ୱର ଅଫିସ,୧୭ା୪: ମେଡିକାଲ, ଇଞ୍ଜିନିୟରିଂ ସିଟ୍‌ରେ ସହଜରେ ନାମ ଲେଖାଇଦେବାର ସ୍ବପ୍ନ ଦେଖାଇ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ କରି ଧରାପଡିଛନ୍ତି ୨ଜଣ ଆନ୍ତଃ...

Advertisement
Archives

Model This Week