ସୁଧାର ଗୃହରୁ ୭ ଅନ୍ତେବାସୀ ଫେରାର

ବ୍ରହ୍ମପୁର ଅଫିସ,୨୦ା୫-ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ସ୍ବତନ୍ତ୍ର ସୁଧାର ଗୃହରୁ ମଙ୍ଗଳବାର ପୂର୍ବାହ୍ନ ୧୦ଟା ବେଳେ ସେଠାରେ ଥିବା ୭ ଜଣ ଅନ୍ତେବାସୀ ଫେରାର ହୋଇଯାଇଛନ୍ତି। ଏପରିକି ଅନ୍ତେବାସୀମାନେ ସୁରକ୍ଷା କର୍ମୀଙ୍କୁ ମାରଣାସ୍ତ୍ର ଦେଖାଇବା ସହ ଆକ୍ରମଣ କରିଥିବା ନେଇ ଡି.ରାମଣା ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ନଂ.୧୧୩/୨୦ରେ ଏକ ମାମଲା ରୁଜୁ କରି ଫେରାର ଅନ୍ତେବାସୀଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି ବୋଲି ଥାନାଧିକାରୀ ସାରଦା ପ୍ରସନ୍ନ ଦାଶ ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ବିଭିନ୍ନ ଅପରାଧରେ ସମ୍ପୃକ୍ତ ଥାଇ ସୁଧାର ଗୃହରେ ଥିବା ଫୁଲବାଣୀ, କଳାହାଣ୍ଡି, ନୟାଗଡ଼ ଓ ଗଞ୍ଜାମ ଜିଲାର ନାବାଳକମାନେ ଯୋଜନାବଦ୍ଧ ଭାବେ ମଙ୍ଗଳବାର ସକାଳେ ସୁରକ୍ଷା କର୍ମୀଙ୍କୁ ଆକ୍ରମଣ କରିଥିଲେ। ଏପରିକି ତାଙ୍କ ପକେଟରୁ ଚାବି ବାହାର କରି ଗେଟ୍‌ ଖୋଲି ଫେରାର ହୋଇଯାଇଥିଲେ। ସୁଧାର ଗୃହ ନିକଟରେ ଥିବା ରେଳ ଧାରଣା କଡ଼ରେ ସେମାନେ ଦୌଡ଼ୁଥିବା ବେଳେ ସୁରକ୍ଷା କର୍ମୀ ରାମଣା ପିଛା କରିଥିଲେ ମଧ୍ୟ ଧରିପାରି ନ ଥିଲେ। ଅନ୍ତେବାସୀମାନେ କ’ଣ ପାଇଁ ଫେରାର ହୋଇଯାଇଛନ୍ତିି ତାର କାରଣ ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

୧୩ ସରକାରୀ ଯୋଜନା ବିଷୟରେ ଜାଣିବେ ଯୋଗ୍ୟ ହିତାଧିକାରୀ, ଓ୍ବାର୍ଡକୁ ଓ୍ବାର୍ଡ ବୁଲି…

କୋରାପୁଟ,୧ା୧(ଅମିତାଭ ବେହେରା): ଗୁରୁବାର କୋରାପୁଟ ପୌର ପରିଷଦ କାର୍ଯ୍ୟାଳୟ ପରିସରରେ ସହଯୋଗ ଭ୍ରାମ୍ୟମାଣ ସହାୟତା କେନ୍ଦ୍ର ବା ସଚେତନତା ରଥ ଉଦ୍‌ଘାଟିତ ହୋଇଯାଇଛି। କୋରାପୁଟ ବିଧାୟକ...

ଗ୍ରାମବାସୀଙ୍କୁ ଜଙ୍ଗଲ ମନା, ରାତି ଉଜାଗର ରହି ହାତୀ ଜଗିଲେ ବନକର୍ମଚାରୀ

ଭଞ୍ଜନଗର,୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୭୦ ହାତୀ ଅଛନ୍ତି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି...

ମା’ ରାମଚଣ୍ଡୀଙ୍କୁ ଦର୍ଶନ କଲେ ରାଜ୍ୟସଭା ସାଂସଦ, ୪ ଲକ୍ଷ ଅନୁଦାନ ଦେଲେ

ଗଞ୍ଜାମ,୧।୧(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଳକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଋଷିକୂଲ୍ୟା ତଟର ନୀଳାଦ୍ରିପୁର ଶିଖରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ମନ୍ଦିର ।...

ଚିଲିକାରେ ଅଘଟଣ: ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କ ଜୀବନ ଗଲା…

କୃଷ୍ଣପ୍ରସାଦ,୧।୧ (କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସାତପଡା ଚିଲିକାରେ ନୂଆ ବର୍ଷରେ ଏକ ଅଘଟଣ ଘଟିଛି। ସାତପଡା ଠାରୁ ଜହ୍ନିକୁଦା...

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri