Posted inଜାତୀୟ

ସୁଧୁରୁଛି ଦେଶର ଅର୍ଥବ୍ୟବସ୍ଥା: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୪।୯: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀଥାରମଣ ଶନିବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀ ଜରିଆରେ ଦେଶର ଅର୍ଥ ବ୍ୟବସ୍ଥା ସୁଧୁରୁଥିବା କହିଛନ୍ତି। ସେ ରିଅଲ୍‌ ଇଷ୍ଟେଟକୁ ଆଶ୍ୱସ୍ତି ଦେଇଛନ୍ତି। ତେବେ ମୁଦ୍ରାସ୍ଫିତି ନିୟନ୍ତ୍ରଣରେ ରହିଥିବା ଓ ଔଦ୍ୟୋଗିକ କ୍ଷେତ୍ରରେ ସୁଧାର ଆସୁଥିବା ସଙ୍କେତ ଦେଖିବାକୁ ମିଳୁଛି ବୋଲି ସେ ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ଗତ କିଛିମାସ ହେବ ଦେଶର ଆର୍ଥିକ ସ୍ଥିତି ବିଗିଡି ଯାଇଥିବା ଆଲୋଚନା ହେଉଥିବା ବେଳେ ବେରୋଜଗାରୀ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟିଛି। ଏମିତିକି ଅଟୋମୋବାଇଲ ଶିଳ୍ପରେ ଅଧିକ ପରିମାଣରେ ଛଟେଇ ହେଉଥିବାରୁ ବେରୋଜଗାରୀ ସମସ୍ୟା ଧୀରେଧୀରେ ବୃଦ୍ଧି ପାଉଥିବା ଏକ ବଡ ସମସ୍ୟା ହୋଇ ମୁଣ୍ଡ ଟେକିଛି। ସେପଟେ ଦେଶର ଅର୍ଥ ବ୍ୟବସ୍ଥା ଏବେ କୋମାକୁ ଚାଲିଯାଇଥିବା କହି ଶାସକ ଭାଜପାକୁ ମଧ୍ୟ କଂଗ୍ରେସ ଘେରିଥିବା ଦେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ମନୋନୀତ ୧୭ ଜଣ ପୋଲିସ ଅଧିକାରୀ,କର୍ମଚାରୀଙ୍କୁ …

ଭୁବନେଶ୍ୱର,୧୫।୮ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମନୋନୀତ ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପଦକ…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri