ସୁନାମୀରେ ନଷ୍ଟ ହୋଇଥିବା ଜଙ୍ଗଲ କାଠରେ ନିର୍ମିତ ହେଲା ୨୦୨୦ ଟୋକିଓ ଅଲମ୍ପିକ୍‌ ମୁଖ୍ୟ ଷ୍ଟାଡ଼ିୟମ୍‌: ଏକକାଳୀନ ବସି ପାରିବେ ୬୦ ହଜାର ଦର୍ଶକ

ଟୋକିଓ,୧।୧୨: ଜାପାନରେ ୨୦୨୦ ଟୋକିଓ ଅଲମ୍ପିକ୍‌ ହେବ। ଏଥିପାଇଁ ମୁଖ୍ୟ ଷ୍ଟାଡ଼ିୟମ୍‌ ନିର୍ମାଣ କାର୍ଯ୍ୟ ଏବେ ଶେଷ ହୋଇଛି। ଷ୍ଟାଡ଼ିୟମ୍‌ ନିର୍ମାଣରେ ୮୭ ପ୍ରତିଶତ କାଠର ବ୍ୟବହାର ହୋଇଛି। ଏସବୁ ୨୦୧୧ ସୁନାମୀରେ ନଷ୍ଟ ହୋଇଥିବା ଜାପାନର ୪୭ ପ୍ରତିଶତ ଜଙ୍ଗଲରୁ ସଂଗୃହୀତ ହୋଇଛି। ମୋଟ ୨ ହଜାର ଘନ ମିଟର ଦେବଦାରୁ କାଠର ବ୍ୟବହାର କରାଯାଇଥିବା କୁହାଯାଉଛି। ୫ ମହଲା ବିଶିଷ୍ଟ ମୁଖ୍ୟ ଷ୍ଟାଡ଼ିୟମ୍‌ ନିର୍ମାଣରେ ୧୦ ହଜାର କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଏଥିରେ ୬୦ ହଜାର ଦର୍ଶକ ବସି ଖେଳ ଦେଖିପାରିବେ। ଷ୍ଟାଡ଼ିୟମ୍‌ରେ ୧୮୫ଟି ବଡ଼ ଫ୍ୟାନ୍‌ ଏବଂ ୮ଟି କୁଲିଂ ନୋଜଲ୍‌ ଲଗାଯାଇଛି। ଏଠାରେ ୨୦୨୦ ଜାନୁୟାରୀ ୧ରେ ଏମ୍ପରର୍‌ ଫୁଟବଲ ମ୍ୟାଚ୍‌ ଖେଳାଯିବ। ଆସନ୍ତା ବର୍ଷ ଜୁଲାଇ ୨୪ରୁ ଅଗଷ୍ଟ ୯ ପର୍ଯ୍ୟନ୍ତ ଏଠାରେ ଅଲମ୍ପିକ୍‌ ହେବ। ଏହାପରେ ୨୫ ଅଗଷ୍ଟରୁ ୬ ସେପ୍ଟେମ୍ବର ପର୍ଯ୍ୟନ୍ତ ପାରା ଅଲମ୍ପିକ୍‌ ଖେଳ ଆୟୋଜିତ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଡୁଗାଁ କେନାଲ ରାସ୍ତାରେ ଭୟାବହ ଦୁର୍ଘଟଣା: ଦୁଇ ବାଇକ୍‌ ମୁହାଁମୁହିଁ; ଜଣେ ମୃତ, ୩ ଗୁରୁତର

କୋକସରା, ୨୩।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ-ଉଛୁଲା କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି…

ଇଥାନଲ ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ଘୋଷଣା; E20ରେ ମିଶୁଛି…

ନୂଆଦିଲ୍ଲୀ,୨୩।୬: ସୋସିଆଲ ମିଡିଆରେ ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ E20 କୁ ନେଇ ଅନେକ ପ୍ରକାରର ଦାବି ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ବିବାଦକୁ…

ବାହା ହେବାକୁ ମନା କଲେ ଶାଶୁ, ବୋହୂ ଭାଇରାଲ କରିଦେଲେ ଶାଶୁଙ୍କ ଅଶ୍ଲୀଳ ଫଟୋ, ଶ୍ୱଶୁର କହିଲେ…

ମୁମ୍ଵାଇ ୨୩।୦୬: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ମୁମ୍ବାଇ ପୋଲିସ ଜଣେ ମହିଳାଙ୍କ ବିରୋଧରେ ତାଙ୍କ ପୂର୍ବତନ ପ୍ରେମିକଙ୍କ ମାଆଙ୍କ…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି: ଭୁବନେଶ୍ୱରରେ ପହଞ୍ଚିଲା ୫ ମୃତଦେହ, ପରିବାରକୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୬: ତାମିଲନାଡୁରେ ଘଟିଥିବା ଦୁଃଖଦ ଗ୍ୟାସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ଶ୍ରମିକଙ୍କ ମଧ୍ୟରୁ ୫ ଜଣଙ୍କ ମୃତଦେହ ମଙ୍ଗଳବାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରକୁ ଅଣାଯାଇଛି।…

କେନ୍ଦ୍ର କ୍ୟାବିନେଟ ଅଦଳବଦଳ: ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି; ଆସିବ ମନ୍ତ୍ରୀମଣ୍ଡଳ ଲିଷ୍ଟ!

ନୂଆଦିଲ୍ଲୀ,୨୩।୬: କେନ୍ଦ୍ରୀୟ ମନ୍ତ୍ରୀମଣ୍ଡଳରେ ଅଦଳବଦଳ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ପିଏମ ମୋଦୀଙ୍କ…

ବଡ଼ ଧରଣର ଚଢ଼ାଉ: ୧୯ ଦୋକାନୀ ନାଁରେ ମାମଲା ରୁଜୁ, ଜରିମାନା ଆଦାୟ

ରିଷିଡ଼ା ୨୩।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜିଲାରେ ତମାଖୁ ନିୟନ୍ତ୍ରଣ ଆଇନକୁ କଡ଼ାକଡ଼ି କରିବା ପାଇଁ ଏକ ସ୍ପେଶାଲ…

୩ ଓଡ଼ିଆଙ୍କୁ ପଦ୍ମଶ୍ରୀ: ସାହିତ୍ୟ ଓ କଳା କ୍ଷେତ୍ରରେ ଅବଦାନ ପାଇଁ ସମ୍ମାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୬: ଚଳିତ ବର୍ଷର ପଦ୍ମ ପୁରସ୍କାର ପ୍ରଦାନ ସମାରୋହରେ ରାଜ୍ୟର ତିନିଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ ସମ୍ମାନରେ ଭୂଷିତ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ…

Padma Awards: ଶିବୁ ସୋରେନ, ଆର୍. ମାଧବନ ଓ ରୋହିତ ଶର୍ମାଙ୍କ ସମେତ ଦେଶର ୬୫ ବିଶିଷ୍ଟ ବ୍ୟକ୍ତିତ୍ୱ ସମ୍ମାନିତ

ନୂଆଦିଲ୍ଲୀ,୨୩।୬: ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନରେ ଆୟୋଜିତ ‘ସିଭିଲ ଇନଭେଷ୍ଟିଚର ସେରେମୋନି-୨’ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ୨୦୨୬ ବର୍ଷ ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri