ସୁନାରେ ଖାଦ ମିଶୁଥିବା କଥାକୁ ଖଣ୍ଡନ କଲା ରାଜ୍ୟ ଜୁଏଲେରୀ ସଂଘ

କଟକ ଅଫିସ,୪।୧୨: ରାଜ୍ୟର ଛୋଟରୁ ବଡ଼ ସୁନା ଦୋକାନୀମାନେ ଗ୍ରାହକଙ୍କୁ ଠକୁଥିବା ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯିବା ପରେ ଏହାକୁ ଖଣ୍ଡନ କରିଛି ରାଜ୍ୟ ଜୁଏଲେରୀ ସଂଘ। ବୁଧବାର କଟକରେ ଏକ ଖବରଦାତା ସମ୍ମିଳନୀରେ ବ୍ୟବସାୟୀମାନେ ଏହାକୁ ଖଣ୍ଡନ କରିବା ସହ ଏପରି ହେବା ଦ୍ୱାରା ଗ୍ରାହକଙ୍କ ପ୍ରଶ୍ନର ସମ୍ମୁଖୀନ ହେବାକୁ ପଡ଼ୁଛି ବୋଲି କହିଛନ୍ତି। ତେଣୁ ଏପରି ବିବୃତି ଦେବା ପୂର୍ବରୁ ମନ୍ତ୍ରୀ ଯତ୍ନବାନ ହେବେ ବୋଲି ସଂଘ ଆଶା ରଖିଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ପ୍ରସ୍ତାବିତ ନଦୀ ଭିତ୍ତିକ ବନ୍ଦର

ମହାକାଳପଡ଼ା,୧୨।୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲାର ଉପକୂଳ ମହାକାଳପଡ଼ା ବ୍ଲକ ସ୍ଥାନୀୟ ରାମନଗର ଓ ବରକନ୍ଧା ପଞ୍ଚାୟତର ଆଖଡ଼ାଶାଳୀ ନିକଟରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ...

ସାତ ପାହାଚରେ ଗୋଡ଼ ଖସିଲା: ଶ୍ରୀମନ୍ଦିର ବୋଝିଆ ଗୁରୁତର

ପୁରୀ ଅଫିସ, ୬ା୧୧୧: ଶ୍ରୀମନ୍ଦିରରେ ବୁଧବାର ଜଣେ ବୋଝିଆ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କ ନାମ ଦୁଃଶାସନ ଜେନା (୪୫)। ସାତପାହାଚରେ ଗୋଡ଼ ଖସିଯିବାରୁ...

ଓ୍ବାଟର୍‌ ସ୍ପୋର୍ଟସର ବିକାଶ ପାଇଁ ପ୍ରୟାସ

ଭୁବନେଶ୍ୱର,୧୧।୭(ବ୍ୟୁରୋ) : ରାଜ୍ୟରେ ଓ୍ବାଟର୍‌ ସ୍ପୋର୍ଟସ ତଥା ଲିଜର୍‌ ଓ ରିକ୍ରିଏଶନ୍‌ ଟୁରିଜିମ୍‌ର ବ୍ୟାପକତା ପାଇଁ ପଦକ୍ଷେପ ନେଇଛି ରାଜ୍ୟ ପର୍ଯ୍ୟଟନ ବିଭାଗ। ସ୍ପୋର୍ଟସ ଟୁରିଜିମ୍‌...

ଘରୋଇ କଳି: ମଝିଆ ଭାଇଙ୍କୁ ହତ୍ୟା କଲେ ସାନ

ନାଉଗାଁ,୧୯ା୧(ସ୍ବ.ପ୍ର.): ଘରୋଇ କଳହକୁ ନେଇ ଶନିବାର ଜଗତ୍‌ସିଂହପୁର ଜିଲା ନାଉଗାଁ ଥାନା ଅନ୍ତର୍ଗତ ହରିଶପୁର ଗ୍ରାମରେ ସାନ ଭାଇ ମଝିଆ ଭାଇଙ୍କୁ ଶିଳପୁଆରେ ଛେଚି ହତ୍ୟା...

ଏମ୍‌ଏସ୍‌ଏମ୍‌ଇ: ସ୍ବାସ୍ଥ୍ୟ ସାମଗ୍ରୀ ଉତ୍ପାଦନ ଉପରେ ଗୁରୁତ୍ୱ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣ ବିଶ୍ୱ ଅର୍ଥନୀତି ଉପରେ ଗଭୀର ପ୍ରଭାବ ପକାଇଛି। ବୃହତ୍‌ ଶିଳ୍ପ ଉତ୍ପାଦନ ବନ୍ଦ ରହିଛି। ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସାମଗ୍ରୀକୁ ବାଦ୍‌...

‘ଫନି’କୁ ପୂରିଲା ୨ ବର୍ଷ: ଏବେବି ବାତ୍ୟା ନାଁ ଶୁଣିଲେ ଥରି ଉଠୁଛି ଛାତି

ଭୁବନେଶ୍ୱର,୩।୫(ବ୍ୟୁରୋ): ଆଜିର ଠିକ୍‌ ଏହି ଦିନରେ ଅର୍ଥାତ୍‌ ମେ’ ୩ରେ ଓଡ଼ିଶାରେ ତାଣ୍ଡବ ରଚିଥିଲା ‘ଫନି’। ୨୦୧୯ ମେ’ ୩ରେ ଓଡ଼ିଶାରେ ଫନି ତା’ର କରାଳ...

ଦିଲ୍ଲୀର ୧୦ ସଂଖ୍ୟାଲଘୁଙ୍କୁ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରଖାଗଲା

ସୋନପୁର,୪।୪(ନି.ପ୍ର.)-ସୁବର୍ଣ୍ଣପୁର ଜିଲା ବୀରମହରାଜପୁର ସହର ଉପକଣ୍ଠରେ ଥିବା ସଂଖ୍ୟାଲଘୁ ସମ୍ପ୍ରଦାୟର ଜଣେ ବ୍ୟକ୍ତିଙ୍କ ଘରେ ୧୦ଜଣ ଅପରିଚିତ ଲୋକ ଗତ କିଛିଦିନ ହେଲା ରହି ଆସୁଥିଲେ...

ବେଆଇନ ଗୋଚାଲାଣକୁ କେନ୍ଦ୍ରକରି ୨ ଗୋଷ୍ଠୀ ମୁହାଁମୁହିଁ, ୨ କଣ୍ଟେନର ଜବତ

ଭଦ୍ରକ ଅଫିସ, ୨୪।୩: ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ-ରାଣୀତାଲ ନିକଟରେ ବୁଧବାର ବେଆଇନ ଗୋଚାଳଣକୁ କେନ୍ଦ୍ରକରି ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ...

Advertisement


Archives

Model This Week