Posted inଫୁରସତ

ସୁନାର ସାଫା

ରାଜସ୍ଥାନୀ ପୋଷାକରେ ସାଫା ବା ପଗଡ଼ିର ସ୍ଥାନ ସ୍ବତନ୍ତ୍ର। ଏହା ଏକ ପାରମ୍ପରିକ ପରିଧାନ । ପ୍ରାୟ ୭୦-୮୦ ବର୍ଷ ପୂର୍ବେ ରାଜପୁତମାନେ ସୁନାର ସାଫା ପିନ୍ଧୁଥିଲେ। ତେବେ ଆମେ ଏଠି ଯେଉଁ ସାଫା କଥା କହୁଛୁ, ସେ ଟିକେ ଖାସ୍‌। କାରଣ ଏହି ସାଫା ୨୪ କ୍ୟାରେଟ୍‌ ସୁନାରେ ତିଆରି। ଉକ୍ତ ସାଫାର ଓଜନ ୫୮୦ ଗ୍ରାମ୍‌ ଏବଂ ଲମ୍ବ ୯ ମିଟର। ଏହାକୁ ତିଆରି କରିଛନ୍ତି ଜୟପୁରର ଡିଜାଇନର୍‌ ଭୂପେନ୍ଦ୍ର ସିଂ ଶେଖାଓ୍ବତ। ଭୂପେନ୍ଦ୍ର କୁହନ୍ତି, ‘ଏହାକୁ ତିଆରି କରିବା ପାଇଁ ବହୁତ ସମୟ ଲାଗିଥିଲା। ଆଉ ୪୮ ଜଣ କାରିଗର ମତେ ଏଥିରେ ସାହାଯ୍ୟ କରିଥିଲେ। ସାଧାରଣ ସାଫାର ମୂଲ୍ୟ ୧ ହଜାର ଟଙ୍କାରୁ ଆରମ୍ଭ ହେଉଥିବାବେଳେ ଏହି ସାଫାର ମୂଲ୍ୟ ୨୨ ଲକ୍ଷ।’


Enter your email to get our daily news in your inbox.

All Right Reserved By Dharitri.Com

ଡିଏନ୍‌ଏ କହିବ କଲମ୍ବସ୍‌ କାହାଣୀ

ମାଦ୍ରିଦ୍‌, ୨୦ା୫: ସମୁଦ୍ର ପଥରେ ଆମେରିକାକୁ ବାଟ ଖୋଜିଥିବା ଖ୍ରୀଷ୍ଟୋଫର କଲମ୍ବସ୍‌ ୟୁରୋପର ଉପନିବେଶକୁ ସେଠାରେ ପହଞ୍ଚାଇବାରେ ସକ୍ଷମ ହୋଇଥିଲେ। ହେଲେ ବାସ୍ତବରେ ସେ କେଉଁ...

ପକ୍ଷୀଙ୍କୁ ମାରି ଏଭଳି ଖାଇଲା କଇଁଛ; ଲୋମ ଟାଙ୍କୁରା ଭିଡିଓ ଦେଖିଲେ…

ଠେକୁଆ-କଇଁଛ କାହାଣୀ ବିଷୟରେ ସମସ୍ତେ ଜାଣିଥିବେ। କାହାଣୀ ହେଉ ଅବା ବାସ୍ତବତା, ଲୋକେ କଇଁଛକୁ ବହୁତ ନିରୀହ ଜୀବ ବୋଲି କହିଥାନ୍ତି। କିଛି ଲୋକ ପୋଷା...

ଏହିସବୁ କଥା ପ୍ରତି ଧ୍ୟାନ ଦେଲେ ଦାମ୍ପତ୍ୟ ଜୀବନ ହେବ ସୁଖମୟ

ସମସ୍ତେ ଚାହିଁଥାନ୍ତି ଦାମ୍ପତ୍ୟ ଜୀବନ କେମିତି ହସଖୁସିରେ କଟୁ। କିନ୍ତୁ ବେଳେ କିଛି କଥାକୁ ନେଇ ପରିବାରରେ ଝଡ଼ ସୃଷ୍ଟି ହୋଇଥାଏ। ଫଳରେ ବିଚ୍ଛେଦ ପର୍ଯ୍ୟନ୍ତ...

କରୋନା ସମୟରେ ବିଶ୍ୱ ରେକର୍ଡ: ଏକ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ପାଠ କଲେ ହନୁମାନ ଚାଳିସା

ପ୍ରୟାଗରାଜ, ୧୭।୮: କରୋନା ମହାମାରୀକୁ ସମାପ୍ତ କରିବା ପାଇଁ ଏବଂ ଏଥିରେ ଆକ୍ରାନ୍ତଙ୍କୁ ମାନସିକସ୍ତରରେ ଦୃଢ଼ କରିବା ଲାଗି ହନୁମାନ ଚାଳିସାକୁ ସାମୁହିକ ଭାବେ ଏକ...

‘ଭୋଗ୍‌’ ପ୍ରଚ୍ଛଦରେ ଜେଲେନସ୍କି ଦମ୍ପତି

କିଭ୍‌: ବହୁଚର୍ଚ୍ଚିତ ଭୋଗ୍‌ ମାଗାଜିନ୍‌ ପ୍ରଚ୍ଛଦରେ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏବଂ ସ୍ତ୍ରୀ ଓଲେନା ଜେଲେନସ୍କାଙ୍କ ଫଟୋ ସ୍ଥାନ ପାଇଛି। ଏହି ଫଟୋରେ ‘ପୋଟ୍ରେଟ୍‌...

ଦୁର୍ଦ୍ଦିନରେ ସୁନ୍ଦରବନର ‘ବାଘ ବିଧବା’

ଗୋସାବା(ପଶ୍ଚିମବଙ୍ଗ): ସୁନ୍ଦରବନର ‘ବାଘ ବିଧବା’ଙ୍କ ଦୁଃଖ କହିଲେ ନ ସରେ। ସ୍ବାମୀଙ୍କୁ ବାଘ ମାରିବା ପରେ ‘ଅମ୍ଫନ୍‌’ ବାତ୍ୟା ସେମାନଙ୍କୁ ସର୍ବସ୍ବାନ୍ତ କରିପକାଇଛି। ମଞ୍ଜୁଲା ସର୍ଦ୍ଦାର...

ଏମିତି ସ୍କୁଲ, ଯେଉଁଠି ଲୋକେ ନେଉଛନ୍ତି ଝଡ଼ାଫୁଙ୍କା ତାଲିମ

ଗୋଟିଏ ପଟେ ବିଜ୍ଞାନର ଅଗ୍ରଗତି ହେଉଥିବା ବେଳେ ଆଉକିଛି ଲୋକ ଅନ୍ଧବିଶ୍ୱାସକୁ ଜାବୁଡ଼ି ଧରିଛନ୍ତି। ଏପରିକି ଅନ୍ଧବିଶ୍ୱାସ ପାଇଁ ସ୍ବତନ୍ତ୍ର ଏକ ପାଠଶାଳା ମଧ୍ୟ ଖୋଲିଛନ୍ତି।...

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପ୍ରତିଦିନ ୪୦ ରୁଟି, ୨୫ଟି ଇଡ୍‌ଲୀ ଖାଉଛନ୍ତି ଏହି ଯୁବକ

ବିହାରର ଏକ କ୍ୱାରାଣ୍ଟାଇନ୍‌‌ ସେଣ୍ଟରରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଏଠାରେ ରହୁଥିବା ଜଣେ ଯୁବକଙ୍କ ଖାଦ୍ୟ ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ସେ ଜଳଖିଆରେ...

Advertisement
Archives

Model This Week