Posted inଫୁରସତ

ସୁନା ଘୋଡ଼ା

ଖାଲି ଅଳଙ୍କାର ନୁହେଁ ସୁନାରେ ତିଆରି ସବୁ ଜିନିଷ ଲାଗେ ବେଶ୍‌ ଆକର୍ଷକ। ଠିକ୍‌ ଯେମିତି ଜାପାନରେ ତିଆରି ହୋଇଥିବା ଏକ ସୁନାର ଘୋଡା। ଉକ୍ତ ଘୋଡାଟି ସମ୍ପୂର୍ଣ୍ଣ ସତସତିକା ଘୋଡା ପରି ଲାଗେ। ଏହା ଏକ ଲାଇଫ୍‌ ସାଇଜ୍‌ ପ୍ରତିମୂର୍ତ୍ତି । ଜାପାନର ଗହଣା ବ୍ୟବସାୟୀ ତନାକା କିକିନଜୋକୁ ଏହାକୁ ତିଆରି କରିଛନ୍ତି। ବ୍ରୋଞ୍ଜ ଉପରେ ସୁନାର କୋଟ୍‌ ଦେଇ ନିର୍ମାଣ କରାଯାଇଥିବା ଏହି ଘୋଡାର ପ୍ରତିମୂର୍ତ୍ତିକୁ ୨୦୧୩ ଡିସେମ୍ବର ୨୬ରେ ମଧ୍ୟ ଜାପାନର ନଗୋୟାରେ ଥିବା ତନାକା କିକିନଜୋକୁଙ୍କ ଗହଣା ଦୋକାନରେ ପ୍ରଦର୍ଶିତ କରାଯାଇଥିଲା। ପରେ ଏହାକୁ ବିକ୍ରି ପାଇଁ ରଖାଗଲା। ଯାହାର ମୂଲ୍ୟ ୧୫୦,୦୦୦ ଆମେରିକୀୟ ଡଲାର ଧାର୍ଯ୍ୟ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ନିଷ୍ପତ୍ତି: ଏଣିକି ଟ୍ରେନ୍‌ରେ ଲଗେଜ୍‌ ଚୋରି ହେଲେ ଜରିମାନା ଦେବ ରେଳ ବିଭାଗ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ…

ନୂଆଦିଲ୍ଲୀ,୬ା୮: ଯଦି ଆପଣ ଟ୍ରେନରେ ଯାତ୍ରା କରୁଛନ୍ତି ଆଉ ଏହି ସମୟରେ ଆପଣଙ୍କ ବ୍ୟାଗ କିମ୍ବା ମୂଲ୍ୟବାନ ଜିନିଷ ଚୋରି ହୋଇଯାଉଛି, ତେବେ ଆଉ ଚିନ୍ତା ନାହିଁ।…

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri