ସୁନା @ ୩୮,୮୨୦ ଟଙ୍କା

ନୂଆଦିଲ୍ଲୀ,୨୨।୮: ସୁନା ଓ ରୁପା ଦର କ୍ରମାଗତ ରେକର୍ଡ କରିଚାଲିଛି। ଦୈନିକ ଏହା ନୂଆ ସର୍ବୋଚ୍ଚ ସ୍ତର ପାର୍‌ କରୁଛି। ବୁଧବାର ବଜାର ବନ୍ଦ ହେବା ବେଳକୁ ସୁନା ଦର ପ୍ରତି ୧୦ ଗ୍ରାମ୍‌ ୩୮,୮୨୦ ଟଙ୍କା ରହିଛି। ସେହିପରି ରୁପା ଦର ପୁନର୍ବାର ୪୫ ହଜାର ଟଙ୍କା ଅତିକ୍ରମ କରିଛି। ଗହଣା ନିର୍ମାତାଙ୍କ ପକ୍ଷରୁ ଚାହିଦା ବୃଦ୍ଧି କାରଣରୁ ଦେଶରେ ଏହି ଦୁଇ ମୂଲ୍ୟବାନ ଧାତୁର ଦର ହୁହୁ ହୋଇ ବଢ଼ିଚାଲିଛି। ତେବେ ବୁଧବାର ବିଶ୍ୱ ବଜାରରେ ଏହି ଦୁଇ ଧାତୁର ଦର କମିଛି। ଦିଲ୍ଲୀ ସର୍ରାଫା ବଜାରରେ ସୁନା ପ୍ରତି ୧୦ ଗ୍ରାମ୍‌ ୫୦ ଟଙ୍କା ବୃଦ୍ଧି ପାଇ ୩୮,୮୨୦ ଟଙ୍କା ହୋଇଛି। ସେହିପରି ରୁପା ଦର ପ୍ରତି କେଜି ୧୧୪୦ ଟଙ୍କା ବଢ଼ି ୪୫,୦୪୦ ଟଙ୍କାରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ସ୍ଥାପନ ହେବ ୧୮ ଇ-ଯାନଚାର୍ଜିଂ ଷ୍ଟେଶନ

ନୂଆଦିଲ୍ଲୀ,୪-୧: ଦେଶର ୨୪ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳର ୬୨ ସହରରେ ଇ-ଯାନ ଲାଗି ୨୬୩୬ ଚାର୍ଜିଂ ଷ୍ଟେଶନ ସ୍ଥାପନ କରାଯିବ। ଓଡିଶାରେ ଏହି...

ଆଗାମୀ ବଜେଟରେ ସାମଗ୍ରୀ ଉପରେ ଆମଦାନୀ ଶୁଳ୍କ ବୃଦ୍ଧି ପାଇପାରେ

ନୂଆଦିଲ୍ଲୀ,୨୪ା୧: ଆସନ୍ତା ଫେବ୍ରୁଆରି ୧ରୁ ଆରମ୍ଭ ହେବାକୁ ଥିବା ସାଧାରଣ ବଜେଟ ଅଧିବେଶନରେ କେନ୍ଦ୍ର ଅର୍ଥମନ୍ତ୍ରୀ ର୍ନିମଳା ସୀତାରମନ ଲୋକସଭାରେ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ...

କଲ୍‌,ଡାଟା ଉପରେ ନ୍ୟୂନତମ ଚାର୍ଜ ଉପରେ ବିଚାର ହେବ

ନୂଆଦିଲ୍ଲୀ,୧୩-୧୨: କଲ୍‌ ଏବଂ ଡାଟା ଉପରେ ନୂ୍ୟନତମ ଚାର୍ଜ ଲାଗୁ କରିବା ଲାଗି ଟେଲିକମ ଶିଳ୍ପ ପକ୍ଷରୁ ହୋଇଥିବା ଦାବିକୁ ନିୟାମକ ଟ୍ରାଇ ବିଚାର କରିବ...

ସିଏସ୍‌ଆର୍‌ ପାଣ୍ଠିର ଠିକ୍‌ ବିନିଯୋଗୀ ଜରୁରୀ

ଭୁବନେଶ୍ୱର (ବ୍ୟୁରୋ),୧୦।୧୧: କମ୍ପାନୀଗୁଡିକର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ(ସିଏସ୍‌ଆର୍‌) ପାଣ୍ଠି ମାଧ୍ୟମରେ ଶିଳ୍ପାଞ୍ଚଳ ଏବଂ ଖଣି ଅଞ୍ଚଳରେ ଥିବା ଗ୍ରାମୀଣ ଭିତ୍ତିଭୂମି ବିକାଶ, ରୋଜଗାର ଏବଂ ଆର୍ଥତ୍କ...

ତେଲ ଦର ଆହୁରି ବଢ଼ିବ

ନୂଆଦିଲ୍ଲୀ: କୋଭିଡ୍‌ ସଂକ୍ରମଣ ଯୋଗୁ ସାରା ବିଶ୍ୱ ମାନ୍ଦାବସ୍ଥା ଦେଇ ଗତି କରୁଛି। ଏହି ମହାମାରୀ ପାଇଁ ବଜାର ଅବସ୍ଥା ମଧ୍ୟ ଭଲ ନ ଥିବାରୁ ନିବେଶକମାନେ...

କର୍ପୋରେଶନ ବ୍ୟାଙ୍କର ନୂତନ ଉପ ମହାପ୍ରବନ୍ଧକ

ଭୁବନେଶ୍ୱର,୧୧।୫: ରାଷ୍ଟ୍ରାୟତ୍ତ କର୍ପୋରେଶନ ବ୍ୟାଙ୍କର ସହାୟକ ମହାପ୍ରବନ୍ଧକ ଲୋକନାଥ ସାହୁ ଉପ ମହାପ୍ରବନ୍ଧକ ଭାବେ ନିଯୁକ୍ତି ପାଇଛନ୍ତି। ସେ ୧୯୯୯ରେ ଏହି ବ୍ୟାଙ୍କରେ ପ୍ରୋବେସନାରି ଅଧିକାରୀ...

ନିବେଶକଙ୍କ ପସନ୍ଦ ପାଲଟୁଛି ସୁନା

ନୂଆଦିଲ୍ଲୀ, ୯-୯: ଦେଶରେ ଆର୍ଥତ୍କ ମାନ୍ଦାବସ୍ଥା ଲାଗି ରହିଥିବା ସୁନା ଏବଂ ରୁପା ଦର ବଢି ଚାଲିଛି। ବଜାରରେ ସୁନାର ଦର ବୃଦ୍ଧି ଆଗାମୀ କିଛି...

୯, ୬୫୯ କୋଟି ଉଠାଇ ନେଲେ ବିଦେଶୀ ନିବେଶକ

ନୂଆଦିଲ୍ଲୀ: ଫରେନ ପୋର୍ଟଫୋଲିଓ ନିବେଶକ (ଏଫ୍‌ପିଆଇ)ମାନେ ଏପ୍ରିଲରେ ପୁଞ୍ଜି ବଜାରରୁ ୯,୬୫୯ କୋଟି ଟଙ୍କା ଉଠାଇ ନେଇଛନ୍ତି। କରୋନାର ଦ୍ୱିତୀୟ ଲହର ପ୍ରଭାବରେ ନିବେଶକ ଆଶଙ୍କାରେ...

Advertisement
Archives

Model This Week