ସୁନିଦ୍ରା ପାଇଁ….

* ପ୍ରତ୍ୟେକ ଦିନ ଶୋଇବା ଏବଂ ଉଠିବାର ନିର୍ଦ୍ଦିଷ୍ଟ ସମୟ ଧାର୍ଯ୍ୟ କରନ୍ତୁ। ଦିନକୁ ଅନ୍ତତଃ ୬ ରୁ ୭ ଘଣ୍ଟା ଶୋଇବା ଜରୁରୀ।
* ଶୋଇବାର ଏକ ଘଣ୍ଟା ପୂର୍ବରୁ ମୋବାଇଲ, ଲ୍ୟାପଟପ ଭଳି ଗ୍ୟାଜେଟକୁ ସ୍ବିଚ୍‌ ଅଫ୍‌ କରିଦିଅନ୍ତୁ।
* ଶୋଇବା ପୂର୍ବରୁ ଉଷୁମ୍‌ ପାଣିରେ ଅଳ୍ପ ଲୁଣ ମିଶାଇ ସେହି ପାଣିରେ କିଛି ସମୟ ପାଦକୁ ବୁଡାଇ ରଖନ୍ତୁ ଏହା ଦ୍ୱାରା ନିଦ ଭଲ ହୋଇଥାଏ।
* ସନ୍ଧ୍ୟା ୭ଟା ପରେ ଚା କଫି ଆଦିର ସେବନ କରନ୍ତୁ ନାହିଁ। ଏହାର ପ୍ରଭାବ ନିଦ ଉପରେ ପଡିଥାଏ ବୋଲି ବିଶେଷଜ୍ଞମାନେ ମତ ଦିଅନ୍ତି।
* ଖାଇ ସାରିବା ପରେ ସଙ୍ଗେ ସଙ୍ଗେ ଶୁଅନ୍ତୁ ନାହିଁ। ରାତ୍ରୀ ଭୋଜନ ଏବଂ ଶୋଇବା ଭିତରେ ଅନ୍ତତଃ ଏକ ଘଣ୍ଟାର ବ୍ୟବଧାନ ରଖନ୍ତୁ।
* ଦିନ ବେଳା ବେଶି ସମୟ ଶୁଅନ୍ତୁ ନାହିଁ। ଏହାଦ୍ୱାରା ରାତିର ନିଦ ପ୍ରଭାବିତ ହୋଇଥାଏ।
* ଯହି ଅଫିସ୍‌ରେ ନାଇଟ୍‌ ଶିଫ୍ଟ କରୁଛନ୍ତି ତେବେ ଦିନ ବେଳା ପର୍ଯ୍ୟାପ୍ତ ନିଦରେ ଶୁଅନ୍ତୁ।
* ସୟନ କକ୍ଷର ପରିବେଶକୁ ଶାନ୍ତ ତଥା ପରିଷ୍କାର ପରିଚ୍ଛନ୍ନ ରଖନ୍ତୁ।
* ଯୋଗାଭ୍ୟାସ ଏବଂ ଧ୍ୟାନକୁ ନିଜର ନିୟମିତ କାର୍ଯ୍ୟସାରଣୀରେ ଅବଶ୍ୟ ସାମିଲ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି କପଲ୍‌ ଟି-ଶାର୍ଟ

କପଲ୍‌ ଟି-ଶାର୍ଟର ଟ୍ରେଣ୍ଡ ଏବେ ଖୁବ୍‌ ଚାଲିଛି। ଖାସ୍‌କରି ଯୁବପିଢ଼ିଙ୍କ ଭିତରେ ଏହାର ଚାହିଦା ବେଶ୍‌ ରହୁଥିବା ଦେଖିବାକୁ ମିଳୁଛି। ତେବେ ହୋଲି ଭଳି ଏକ...

ଏକ୍ଟୋପିକ୍‌ ଗର୍ଭାବସ୍ଥା

”ଏକ୍ଟୋପିକ୍‌ ଗର୍ଭାବସ୍ଥା ସେତେବେଳେ ହୋଇଥାଏ, ଯେତେବେଳେ ପ୍ରଜନନ ହୋଇଥିବା ଡିମ୍ବାଣୁ ନିଜକୁ ଗର୍ଭାଶୟର ବାହାରେ ସ୍ଥାପିତ କରିଥାଏ; ସାଧାରଣତଃ ଏହା ନିଜକୁ ଏକ ଟ୍ୟୁବ୍‌ରେ ସ୍ଥାପନା...

ଜୀବନ ସାଥୀଙ୍କ କଣ୍ଠସ୍ବରରୁ ଜାଣନ୍ତୁ ଧୋକା ଦେଉଛନ୍ତି କି ନାହିଁ

ପ୍ରତ୍ୟେକ ପୁରୁଷ ଜୀବନରେ ଜଣେ ନାରୀ ଆସିଥାଏ। ସେହିପରି ନାରୀ ଜୀବନରେ ମଧ୍ୟ ଜଣେ ପୁରୁଷ ଆସିଥାଏ। ତେବେ ଆଜିକାଲି ଅଧିକାଂଶ ଯୁବପୀଢି ପ୍ରେମରେ ପଡୁଛନ୍ତି।...

ଥାଇରଏଡ୍‌ ଥିଲେ ଖାଦ୍ୟରେ ସାମିଲ କରନ୍ତୁ ଏସବୁ

ଥାଇରଏଡ୍‌କୁ ନିୟନ୍ତ୍ରଣ କରିବା ପାଇଁ ଅନେକ ଫଳ, ପନିପରିବାର ଏବଂ ମାଛ ରହିଛି। ସବୁଠୁ ଉପକାରୀ କଦଳୀ। ପ୍ରତିଦିନ କଦଳୀ ଖାଇଲେ ଥାଇରଏଡ୍‌ ନିୟନ୍ତ୍ରଣରେ ରହିଥାଏ।...

ପ୍ରଥମ ଦରମା ଟଙ୍କା ବୋଉ ଓ ନାନୀଙ୍କୁ ଦେଇଥିଲି

ସାହିତି୍ୟକ ସତ୍ୟନାରାୟଣ ଗନ୍ତାୟତ ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି… ରାୟଗଡ଼ା ହେଉଛି ମୋ ଜନ୍ମସ୍ଥାନ। ସ୍ଥାନୀୟ ଗୋବିନ୍ଦଚନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟରୁ ୧୯୭୯ରେ...

ନିଉଟନୀୟ ଓ ଆଇନଷ୍ଟାଇନୀୟ ମାଧ୍ୟାକର୍ଷଣ

ଆମେ ଟେକାଟିଏ ଫିଙ୍ଗିଲେ ତାହା ଉଚ୍ଚକୁ କିଛି ଦୂର ପର୍ଯ୍ୟନ୍ତ ଯାଇ ପୃଥିବୀ ପୃଷ୍ଠକୁ ଖସି ପଡୁଛି। ଫଳଟିଏ ପାଚିଲେ ଗଛରୁ ଛିଣ୍ଡିଯାଇ ତଳେ ପଡୁଛି।...

ଅଧିକ ଲୁଣ ଖାଉଛନ୍ତି କି? ଦେଖାଦେଇପାରେ ଏହି ଜଟିଳ ସ୍ବାସ୍ଥ୍ୟ ସମସ୍ୟା; ଜାଣନ୍ତୁ..

ଆଜିକାଲି ସମୟରେ କିଡନୀ ଷ୍ଟୋନ୍‌ ଏକ ସାଧାରଣ ସମସ୍ୟା ପାଲଟିଛି। ହେଲେ ପୋଷକ ତତ୍ତ୍ୱ କମ୍‌ ହେବା କାରଣରୁ ମଧ୍ୟ ଏହି ଷ୍ଟୋନ୍‌ ହୋଇଥାଏ। ସ୍ବାସ୍ଥ୍ୟ...

ପାଖରେ ଟଙ୍କା ରହୁନାହିଁ? ଜାଣନ୍ତୁ ଧନର ଦେବୀ ଲକ୍ଷ୍ମୀଙ୍କୁ ପ୍ରସନ୍ନ କରିବାକୁ ନେଇ କ’ଣ କୁହନ୍ତି ଚାଣକ୍ୟ

ଜଣେ ଶ୍ରେଷ୍ଠ ବିଦ୍ୱାନ ହେବା ସହ ଦକ୍ଷ ଅର୍ଥନୀତିଜ୍ଞ ଥିଲେ ଆଚାର୍ଯ୍ୟ ଚାଣକ୍ୟ। ଜଣେ ବ୍ୟକ୍ତି ଜୀବନରେ ଅର୍ଥର ମହତ୍ୱକୁ ସେ ବୁଝିଥିଲେ। ସେ କୁହନ୍ତି,...

Advertisement
Archives

Model This Week