ସୁନ୍ଦରଗଡରେ କରୋନା ଆକ୍ରାନ୍ତ ସଂଖ୍ୟା ୮୧ ଛୁଇଁଲା

ସୁନ୍ଦଋଗଡ, ୫।୬ (ଡି.ଏନ୍‌.ଏ.)-ସୁନ୍ଦରଗଡ ଜିଲାରେ ପୁଣି ୭ଜଣ (୪ ପୁରୁଷ ଓ ୩ ମହିଳା) କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ୭ଜଣଙ୍କ ମଧ୍ୟରେ ୫ଜଣ ମହାରାଷ୍ଟ୍ର ଫେରନ୍ତା ରହିଛନ୍ତି। ଏମାନେ ବାଲିଶଙ୍କରା ଟିଏମସି କ୍ୱାରାଣ୍ଟାଇନରେ ରହିଥିଲେ। ଅନ୍ୟ ୨ଜଣ ଦିଲ୍ଲୀ ଫେରନ୍ତା ଓ ଏମାନେ ସବଡେଗା ଟିଏମସି କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଥିଲେ । ସ୍ବାବ ପରୀକ୍ଷା ପରେ ନମୁନା ପଜିଟିଭ ଆସିବା ପରେ ସମସ୍ତଙ୍କୁ ରାଉରକେଲା କୋଭିଡ-୧୯ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ୭ଜଣଙ୍କୁ ମିଶାଇ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୧ ଛୁଇଁଛି। ତେବେ ଏଥିରୁ ବର୍ତ୍ତମାନ ସୁଦ୍ଧା ୪୦ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଆଁରମୁଣ୍ଡା-ପଦମପୁର ରାସ୍ତା ଶୋଚନୀୟ: କାଦୁଅରେ ଗଡ଼ି ଆନ୍ଦୋଳନକାରୀଙ୍କ ପ୍ରତିବାଦ

କୁଆଁରମୁଣ୍ଡା,୨୫।୭(ମହେନ୍ଦ୍ର କୁମାର ସାହୁ): କୁଆଁରମୁଣ୍ଡା-ପଦମପୁର ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ରାସ୍ତାରେ ସୃଷ୍ଟି ହୋଇଥିବା ଖାଲଖମାରେ ବର୍ଷା ପାଣି ଜମି ଯାତାୟାତରେ ବାଧାସୃଷ୍ଟି ହୋଇଛି। ଏପରି କି…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri