ସୁନ୍ଦରଗଡ଼ରୁ ୧୨ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୧

ସୁନ୍ଦରଗଡ଼, ୮।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରୁ ସୋମବାର ପୁଣି ୧୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୧ରେ ପହଞ୍ଚିଛି। ତେବେ ଚିହ୍ନଟ ନୂଆ ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନ ସେଣ୍ଟରରୁ ବୋଲି ଜଣାପଡ଼ିଛି। ଏ ନେଇ ଜିଲାପାଲ ନିଖିଲ ପବନ କଲ୍ୟାଣ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଖାନା ଛାତରୁ ପୁଣି ଖସିଲା ପ୍ଲାଷ୍ଟର

ଆନନ୍ଦପୁର,୨୫ା୬(ସନ୍ତୋଷ ରାଉତ): ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଡାକ୍ତରଖାନା ପୁଣି ଚର୍ଚ୍ଚାକୁ ଆସିଛି। ଡାକ୍ତରଖାନା ଓପିଡି ଛାତରୁ ରବିବାର ପ୍ଲାଷ୍ଟର ଖସିଛି। ଡାକ୍ତରଖାନା ଓପିଡିରେ ଡାକ୍ତରଙ୍କ ନିକଟକୁ...

ପାନପୋଷ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କରୋନା: ୨ ଦିନ ପାଇଁ ହେଲା ବନ୍ଦ

ରାଉରକେଲା ଅଫିସ,୩ା୮: ରାଉରକେଲା ସହରରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ସରକାରୀ କାର୍ଯ୍ୟାଳୟ ମଧ୍ୟ ଏଥିରୁ ବାଦ୍‌ ପଡ଼ିନାହିଁ । ପାନପୋଷ...

ବିକାଶ ପ୍ରକ୍ରିୟାରେ ସାମିଲ ହେବାକୁ ଆହ୍ବାନ

ଫୁଲବାଣୀ ଅଫିସ, ୭ା୧୨-ଲୋକଙ୍କ ସମସ୍ୟା ସମାଧାନ କରିବାକୁ ହେଲେ ସରକାରଙ୍କୁ ଲୋକଙ୍କ ଆଖିରେ ହିଁ ସମସ୍ୟା ଦେଖିବାକୁ ପଡିବ। ଚାରି କାନ୍ଥ ଭିତରେ ବସି ଯୋଜନା...

‘ଡ. ବିଧାନଚନ୍ଦ୍ର ପରପିଢ଼ି ପାଇଁ ଆଦର୍ଶ’

ଢେଙ୍କାନାଳ ଅଫିସ, ୨୨।୧ଡ. ବିଧାନ ଚନ୍ଦ୍ର ମିଶ୍ର ଥିଲେ ବହୁମୁଖୀ ପ୍ରତିଭାର ଅଧିକାରୀ। ଜଣେ ସୁସଙ୍ଗଠକ, ଶିକ୍ଷାବିତ୍‌, ସାହିତି୍ୟକ, ଆଇନଜୀବୀ ଭାବେ ବିଭିନ୍ନ ବିଭାଗରେ ତାଙ୍କର...

ମଦଭାଟି ମ୍ୟାନେଜରଙ୍କଠାରୁ ଲୁଟ୍‌ ଘଟଣା : ୪ ଗିରଫ

ବଅଁରପାଳ,୪ା୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ଅଧୀନ ମହୀଧରପୁର ରାସ୍ତାର ଫୁଲୁପଡ଼ା ନିକଟରୁ ଗତ ଜୁନ୍‌ ୧୪ ତାରିଖରେ ଜଣେ ମଦଭାଟି ମ୍ୟାନେଜରଙ୍କ ଠାରୁ ସ୍କୁଟି...

ହାଇକୋର୍ଟଙ୍କ ଫୁଲ୍‌କୋର୍ଟରେ ନିଷ୍ପତ୍ତି: ସ୍ବାଭାବିକ ହେବ ତଳ କୋର୍ଟ କାର୍ଯ୍ୟ

କଟକ ଅଫିସ,୨୩।୮: କରୋନା କଟକଣା ଭିତରେ କୋର୍ଟଗୁଡ଼ିକ କିଭଳି କାର୍ଯ୍ୟ କରିବେ, ସେନେଇ ହାଇକୋର୍ଟର ଫୁଲ୍‌କୋର୍ଟ ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ହୋଇଛି। ସେପ୍ଟେମ୍ବର ୧୯...

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପାଇଁ ଦାବିପତ୍ର

କପ୍ତିପଦା,୧ା୧୦(ଡ଼ି.ଏନ୍‌.ଏ)- କପ୍ତିପଦା ବ୍ଲକ ଅଧୀନ ବଡ଼ ଗୁଡୁଗୁଡ଼ିଆ ପଞ୍ଚାୟତର ସରପଞ୍ଚ ଦମୟନ୍ତୀ ହାଁସଦା ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ପାଇଁ ଦାବି ହୋଇଛି। ସୋମବାର ଉକ୍ତ...

ଖାକିରେ ଲାଗିଲା ଦାଗ: ହବିଷିଆଳିଙ୍କୁ ମାଡ ମାରି ମୁଣ୍ଡ ଫଟାଇଲା ପୋଲିସ

ପୁରୀ ଅଫିସ, ୭।୨୨: ଶ୍ରୀମନ୍ଦିର ମଧ୍ୟରେ ଜଣେ ମହିଳା ଭକ୍ତଙ୍କୁ ପୋଲିସ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଶ୍ରୀମନ୍ଦିର ଜଗମୋହନ ନିକଟରେ ମୁତୟନ ଥିବା ସୁରକ୍ଷା...

Advertisement
Archives

Model This Week