ସୁନ୍ଦରଗଡ଼ରେ ସରପଞ୍ଚଙ୍କ ସମେତ ୭ କରୋନା ଆକ୍ରାନ୍ତ ଚିହ୍ନଟ: ଡମକୁଡ଼ା ଗ୍ରାମକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

ସୁନ୍ଦରଗଡ଼,୯।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ପୁଣି ୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ସରପଞ୍ଚ ଥିବା ବେଳେ ଦୁଇଜଣ ଜଗୁଆଳୀ ଏବଂ ସବ୍‌ଡେଗା ଟିଏମ୍‌ସିର ୪ଜଣ ପ୍ରବାସୀ ଅଛନ୍ତି। ପ୍ରବାସୀମାନେ ମହାରାଷ୍ଟ୍ର ଫେରନ୍ତା ବୋଲି ଜଣାପଡ଼ିଛି। ତେବେ ସମସ୍ତ ଆକ୍ରାନ୍ତଙ୍କୁ ରାଉରକେଲା ହାଇଟେକ୍‌ କୋଭିଡ ଡାକ୍ତରଖାନାକୁ ପଠାଯାଇଛି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୧୮ରେ ପହଞ୍ଚିଛି। ନୂତନ ଆକ୍ରାନ୍ତ ଚିହ୍ନଟ ହେବା ପରେ ଡମକୁଡ଼ା ଗ୍ରାମକୁ କଣ୍ଟେନ୍‌ମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି। ଏଥିସହ ସବ୍‌ଡେଗା ବ୍ଲକର କର୍ମଚାରୀ ଏବଂ ସରପଞ୍ଚଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କ ସ୍ବାବ୍‌ ଟେଷ୍ଟ ପାଇଁ ପଠାଯାଇଥିବା ସୂଚନା ମିଳିଛି।

Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟ ଅବସ୍ଥା ବେହାଲ

ଅନୁଗୋଳ ଅଫିସ, ୧।୧: ଦୋହଲିଯାଇଛି ଭିତ୍ତିଭୂମି। କେଉଁଠି ଲଟାବୁଦା ମାଡ଼ି ଜଙ୍ଗଲର ଭ୍ରମ ସୃଷ୍ଟି କରୁଛି ତ ଆଉ କେଉଁଠି ଅତ୍ୟାବଶ୍ୟକ ସରଞ୍ଜାମ ଉଇ ଚରିଲେଣି।...

ଲଘୁଚାପ ବର୍ଷା ଆଶ୍ୱସ୍ତି ଦେବ

ଭୁବନେଶ୍ୱର,୩।୮(ବ୍ୟୁରୋ): ଶ୍ରାବଣରେ ମୌସୁମୀ ଯେପରି ଉଭାନ ହୋଇଯାଇଛି। ଟାଇଁ ଟାଇଁ ଖରାରେ କ୍ଷେତ ଫାଟି ଆଁ କରିଛି। କେନାଲରେ ପାଣି ନ ଥିବାବେଳେ ଠିକ୍‌ ସମୟରେ...

ଜିଲା ସଂସ୍କୃତି ପରିଷଦର ସାଧାରଣ ପରିଷଦ ବୈଠକ: ଫେବୃୟାରୀ ୭ରୁ ଜିଲା ମହୋତ୍ସବ

ଅନୁଗୋଳ ଅଫିସ, ୧୧।୧ – ଅଷ୍ଟମ ଜିଲା ମହୋତ୍ସବ ପାଳନ ପାଇଁ ଜିଲା ସଂସ୍କୃତି ପରିଷଦର ସାଧାରଣ ବୈଠକ ଶୁକ୍ରବାର ଜିଲା ପରିଷଦ ସମ୍ମିଳନୀ ଗୃହରେ...

୬ ଯାଏ ରେଭେନ୍‌ଶା ଶଟ୍‌ଡାଉନ୍‌

କଟକ ଅଫିସ,୪ା୯:ରେଭେନ୍‌ଶା ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ପରିସରରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଯେଉଁଥିପାଇଁ ବିଶ୍ୱବିଦ୍ୟାଳୟକୁ ବାରମ୍ବାର ବନ୍ଦ କରିବାକୁ ପଡୁଛି। ପୂର୍ବରୁ କୁଳପତିଙ୍କ କାର୍ଯ୍ୟାଳୟରେ...

ବଧୂହତ୍ୟା ଅଭିଯୋଗ: ସ୍ବାମୀ ସହିତ ଭାଉଜ ଗିରଫ

ଯାଜପୁର,୧୩।୧୨(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ଥାନା ଅଧୀନ ରତଳାଙ୍ଗ ଗ୍ରାମରେ ବଧୂହତ୍ୟା ଅଭିଯୋଗ ହୋଇଛି। ମୃତ ମହିଳା ଜଣକ ହେଲେ ଗ୍ରାମର ଲକ୍ଷ୍ମୀଧର ସାମଲଙ୍କ ସ୍ତ୍ରୀ...

ଆଇଇଏସ୍‌ ପରୀକ୍ଷାରେ ଓଡ଼ିଆ ପୁଅ ଅଂଶୁମାନ୍‌ ଟପ୍ପର

ଭୁବନେଶ୍ୱର,୧୧।୧(ବ୍ୟୁରୋ): ଇଣ୍ଡିଆନ୍‌ ଇକୋନୋମିକ୍ସ ସର୍ଭିସ (ଆଇଇଏସ୍‌) ପରୀକ୍ଷାରେ ଜଣେ ଓଡ଼ିଆ ଛାତ୍ର ଟପ୍ପର ହୋଇଛନ୍ତି। ସେ ହେଲେ ଅଂଶୁମାନ୍‌ କାମିଲା। ଆଇଇଏସ୍‌ ଯୋଗ୍ୟ ବିବେଚିତ ୩୨...

ଡଗରପଡାରେ ‘ଶାମ୍‌-ଏ-ଗଜଲ’: ଅଲତାଫ ରାଜାଙ୍କ କଣ୍ଠର ଯାଦୁରେ ଝୁମିଲେ ଦର୍ଶକ

ଖଇରା, ୧୯।୧୧(ଡି.ଏନ.ଏ.)-ରବିବାରର ଶୀତୁଆ ସନ୍ଧ୍ୟାରେ କମ୍ପୁଥିଲା ବାଲେଶ୍ୱର ଜିଲା ଖଇରା ବ୍ଲକର ଡଗରପଡା ମାଟି ା ବଲିଉଡର ବିଶିଷ୍ଟ ଗଜଲ ଗାୟକ ଅଲତାଫ ରାଜାଙ୍କ କଣ୍ଠର...

ନଭେମ୍ବରରେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ନଭେମ୍ବରରେ ସ୍କୁଲ ଖୋଲିବ। ଏନେଇ ଶୁକ୍ରବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ,...

Play 250+ Trending Games
Archives

Model This Week

Why Dharitri