ସୁନ୍ଦରଗଡ଼ର ୭୧ ନମୁନାରୁ ୫୬ ନେଗେଟିଭ୍

ସୁନ୍ଦରଗଡ଼, ୫।୪(ଡି.ଏନ.ଏ.) କରୋନା ସଂକ୍ରମଣ କୁ ରୋକିବା ନିମନ୍ତେ ଜିଲା ପ୍ରଶାସନ ଓ ଜିଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କଡାକଡି ବ୍ୟବସ୍ଥା ଗ୍ରହଣ କରାଯାଇଛି। ଜିଲାରେ କେବଳ ସକାଳ ୬ ଟା ରୁ ଦିନ ୧୧ ପର୍ଯ୍ୟନ୍ତ ଅତ୍ୟାବଶ୍ୟକୀୟ ସାମଗ୍ରୀ ରାଶନ ଦୋକାନ ଓ ପରିବା ଦୋକାନ ଖୋଲିବା ପାଇଁ ଜିଲା ପ୍ରଶାସନ ନିର୍ଦେଶ ଦେଇଛି। ବର୍ତ୍ତମାନ ସୁଦ୍ଧା ଜିଲାରୁ ଯାଇଥିବା ମୋଟ ୭୧ଟି ନମୁନା ମଧରୁ ୫୬ ଟି ର ରିପୋର୍ଟ ନେଗେଟିଭ୍ ଆସିଥିବା ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଜିଲାରେ ହୋମ କ୍ବାରେଣ୍ଟାଇନରେ ୫,୮୦୦ ଜଣ ରହିଥିବା ବେଳେ ୨୦୦୦ ଜଣ ବାହାର ରାଜ୍ୟରୁ ଆସିଥିବା ଶ୍ରମିକ ମାନଙ୍କୁ ହୋମ କ୍ବାରାଣ୍ଟାଇନରେ ରଖାଯାଇଛି। ଏମାନଙ୍କ ମଧ୍ୟରୁ ୪ହଜାର ଜଣଙ୍କ ୧୪ ଦିନ ଅବଧି ସରିଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଆଦିବାସୀ ଝିଅ ପୂର୍ଣ୍ଣିମା, ସମଗ୍ର କୋକସରା ଅଞ୍ଚଳରେ ଖୁସିର ଲହରୀ

କୋକସରା,୨୫।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମର ମେଧାବୀ ଆଦିବାସୀ ଝିଅ ପୂର୍ଣ୍ଣିମା ପୁଝାରୀ ସର୍ବଭାରତୀୟ ନିଟ୍ (NEET UG) ପରୀକ୍ଷାରେ ସଫଳତା…

କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ

ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ବିନା କୋଚିଂରେ ନିଟ୍‌ରେ ସଫଳ ହେଲେ ସୁବ୍ରତ, ଭୀମ ଭୋଇ ମେଡିକାଲ କଲେଜରେ ପଢ଼ିବେ…

କର୍ଲାମୁଣ୍ଡା,୨୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ରେଙ୍ଗାଲି ଗ୍ରାମର ମେଧାବୀ ଛାତ୍ର ସୁବ୍ରତ ଶେଖର ରଣା ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri