ସୁନ୍ଦରଗଡ଼ ବିଧାନସଭା: ଯୋଗେଶ ସିଂ ପଛୁଆ

ସୁନ୍ଦରଗଡ଼,୨୩।୫: ସୁନ୍ଦରଗଡ଼ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ କୁସୁମ ଟେଟେ ଆଗୁଆ ଅଛନ୍ତି। ଚତୁର୍ଥ ରାଉଣ୍ଡ ଗଣତି ଶେଷ ସୁଦ୍ଧା କୁସୁମ ୭୮୧୭ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ଯୋଗେଶ ସିଂ ୬୮୫୦ ଭୋଟ ପାଇଛନ୍ତି। କଂଗ୍ରେସର ଅନୀତା ବିଶ୍ୱାଳ ମାତ୍ର ୧୭୩୦ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ପୁଣି ପଡ଼ୁଛି ପିଲେଟ: ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର; ପ୍ରତିଦିନ ଟ୍ରକ, ଡମ୍ପରରେ ହେଉଛି ପରିବହନ

ଯୋଡ଼ା, ୯।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହର ଦେଇ ଯାଇଥିବା ରାଜ୍ୟ ରାଜପଥ ନଂ ୨ ମୁଖ୍ୟ ରାସ୍ତାରେ ଟ୍ରକ, ଡମ୍ପର ଦ୍ୱାରା ପରିବହନ ହେଉଥିବା ଲୁହାପଥର...

ଜୁଲାଇ୧ରୁ ଶତ ପ୍ରତିଶତରେ ଚାଲିବ ରାଜଧାନୀର ସରକାରୀ କାର୍ଯ୍ୟାଳୟ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଆସନ୍ତା ଜୁଲାଇ ପହିଲାରୁ ରାଜଧାନୀ ଭୁବନେଶ୍ୱରରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟରେ ଶତପ୍ରତିଶତ କର୍ମଚାରୀ କାର୍ଯ୍ୟରେ ଯୋଗଦେବେ। ତେବେ କାର୍ଯ୍ୟରେ ଯୋଗଦେବା ପୂର୍ବରୁ କର୍ମଚାରୀମାନଙ୍କୁ...

ସାମୂହିକ ନିକାହରେ ୪ ହିନ୍ଦୁ ଯୋଡ଼ିଙ୍କ ବିବାହ

ସମ୍ବଲପୁର,୨୩।୧୨(ବ୍ୟୁରୋ): ସମ୍ବଲପୁରରେ ଆଲା ହଜରତ ୱେଲ୍‌ଫେୟାର କମିଟି ପକ୍ଷରୁ ପ୍ରତିବର୍ଷ ସାମୂହିକ ନିକାହ (ଗଣ ବିବାହ) ଆୟୋଜିତ ହୋଇ ଆସୁଛି। ଏଥିରେ ମୁସଲମାନ ସମ୍ପ୍ରଦାୟର ଗରିବ...

ଚଳିତ ବର୍ଷ ହେବ ନାହିଁ ‘ଆଟ ହୋମ’ ସେଲିବ୍ରେସନ

ଭୁବନେଶ୍ୱର,୨୪।୭(ବ୍ୟୁରୋ)-ମହାମାରୀ କରୋନା ପାଇଁ ଚଳିତବର୍ଷ ରାଜଭବନରେ ହେବ ନାହିଁ ଆଟ୍‌ହୋମ ପାର୍ଟି। କରୋନା ପାଇଁ ଚାରିଆଡେ ଭୟର ବାତାବରଣ ସୃଷ୍ଟି ହୋଇଛି। ତେବେ ରାଜ୍ୟର ଏଭଳି...

୪ ଜଣଙ୍କୁ ଗିରଫ କଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ଇନ୍‌ଫୋସିଟି ନାବାଳିକା ଗଣବଳାତ୍କାର ମାମଲାରେ ୪ଜଣଙ୍କୁ ଗିରଫ କରିଛି କ୍ରାଇମ୍‌ ବ୍ରାଞ୍ଚ। ଗିରଫ ଅଭିଯୁକ୍ତମାନେ ହେଲେ ଓ-ଟିଭି କର୍ମଚାରୀ ଅନିରୁଦ୍ଧ ପଣ୍ଡା ଓ କୃଷ୍ଣ...

ଫନୀ ବିପନ୍ନଙ୍କୁ ସହାୟତା: ଶିକ୍ଷକ ସଂଘ ଦେଲା ୮୨,୨୦୦ ଟଙ୍କା

ଭୁବନ, ୧।୬(ଡି.ଏନ.ଏ.): ଭୁବନ ଶିକ୍ଷକ ସଂଘ ପକ୍ଷରୁ ‘ଫନୀ’ ବିପନ୍ନଙ୍କୁ ସହାୟତା ପ୍ରଦାନ କରାଯାଇଛି। ଆଦାୟ କରାଯାଇଥିବା ୮୨,୨୦୦ ଟଙ୍କାର ସହାୟତା ଚେକ୍‌ ଜିଲାପାଳଙ୍କ ଜରିଆରେ...

ବିଏମ୍‌ସିର ମଣ୍ଡପ ସିଲ୍‌ ପ୍ରକ୍ରିୟା ବନ୍ଦ ହୋଇଯିବ

ଭୁବନେଶ୍ୱର, ୮ା୨(ବ୍ୟୁରୋ): ବିନା ବିଲଡିଂ ପ୍ଲାନ୍‌ ଅନୁମୋଦନରେ କୋଠା ନିର୍ମାଣ, ବିନା ଟ୍ରେଡ୍‌ ଲାଇସେନ୍ସରେ ବ୍ୟବସାୟ କରୁଥିବା, ହୋଲ୍ଡିଂ ଟିକସ ଫାଙ୍କୁଥିବା, ପାର୍କିଂ ସୁବିଧା ନ...

ଆଜି ଆଉ ୪୬ ଜୀବନ ନେଲା କରୋନା, ୪୧୦୦ ଟପିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୨ା୭(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୬ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

Advertisement
Archives

Model This Week