ସୁନ୍ଦର ପିଚାଇଙ୍କୁ ସବୁଠାରୁ ଅଧିକ ବେତନ

ନୂଆଦିଲ୍ଲୀ,୨୬।୪:ଗୁଗଲର ମୂଳ କମ୍ପାନୀ ଆଲ୍‌ଫାବେଟ୍‌ ସିଇଓ ସୁନ୍ଦର ପିଚାଇଙ୍କୁ ସବୁଠାରୁ ଅଧିକ ବେତନ ମିଳିଛି। ୨୦୧୯ରେ କମ୍ପାନୀ ତାଙ୍କୁ କମ୍ପେନଶେସନ ଭାବେ ୨୮୧ ନିୟୁତ ଡଲାର ବା ପ୍ରାୟ ୨୦୦୦ କୋଟି ଟଙ୍କା ପ୍ରଦାନ କରିଛି। ସାରା ବିଶ୍ୱରେ କୌଣସି ଏକଜିକ୍ୟୁଟିଭ୍‌ଙ୍କ ମିଳିଥିବା ପ୍ୟାକେଜ ତୁଳନାରେ ଏହା ଢେର ଗୁଣ ଅଧିକ ବୋଲି ସୂଚନା ରହିଛି। ପିଚାଇ ଗତବର୍ଷ ଆଲଫାବେଟର ସିଇଓ ପଦବୀରେ ଅବସ୍ଥାପିତ ହୋଇଥିଲେ। ତାଙ୍କୁ ପ୍ରଦାନ କରାଯାଇଥିବା ଏହି ସୁବିଧାର ବହୁତ ବଡ ଶେୟାର ଭାବେ ରହିଛି। ୨୦୧୯ରେ ପିଚାଇଙ୍କୁ ୪.୫ କୋଟି ବେତନ ମିଳିଥିଲା। ଏହା ଚଳିତ ବର୍ଷ ୧୪ କୋଟି ଟଙ୍କାକୁ ବଢିବ ବୋଲି ଅନୁମାନ କରାଯାଇଛି। ସିଇଓଙ୍କୁ ମିଳୁଥିବା କମ୍ପେନଶେସନ ଆଲଫାବେଟର ହାରାହାରି ବେତନ ଠାରୁ ୧୮୮୫ ଗୁଣାବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବର ୨୫ସୁଦ୍ଧା ୪.୪୩ କୋଟି ଆଇଟିଆର୍‌

ଭୁବନେଶ୍ୱର,୨୭।୧୨: ଦେଶ ବିକାଶରେ ଭାଗୀଦାରି ହେବା ପାଇଁ ଦେଶବାସୀଙ୍କ ମଧ୍ୟରେ ଉତ୍ସାହ ରହିଛି। ଯାହାର ଫଳ ସ୍ବରୂପ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ୪.୪୩ କୋଟିରୁ ଊର୍ଦ୍ଧ୍ୱ...

ଏମ୍‌ଏସ୍‌ଏମ୍‌ଇ ବକେୟା ପଇଠ ଲାଗି ନିର୍ଦ୍ଦେଶ

ନୂଆଦିଲ୍ଲୀ, ୧୫।୯: ଦେଶର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ର ବକେୟା ରାଶି ପଇଠ କରିଦେବା ଲାଗି ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରଣାଳୟ ପକ୍ଷରୁ କର୍ପୋରେଟଗୁଡ଼ିକୁ ନିର୍ଦ୍ଦେଶ ରହିଛି।...

ମ୍ୟୁଚୁଆଲ ଫଣ୍ଡ୍‌ରେ ସୁଧାର ଉଦ୍ୟମ: ଆର୍‌ବିଆଇ ପକ୍ଷରୁ ୫୦ ହଜାର କୋଟିର ସ୍ବତନ୍ତ୍ର ନଗଦ ଘୋଷଣା

ନୂଆଦିଲ୍ଲୀ,୨୭।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ ଦେଶର ଅର୍ଥନୀତିରେ ସୁଧାର ଆଣିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ପକ୍ଷରୁ ୫୦...

ଖୋଲା ରହିବ ଖାଦ୍ୟଶସ୍ୟ, ଔଷଧ ଦୋକାନ

ମୁମ୍ବାଇ,୨୬। ୩: ଲୋକମାନେ ଭୟଭୀତ ନ ହୋଇ ସାମଗ୍ରୀ କିଣିବାକୁ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର ନିବେଦନ କରିଛନ୍ତି। ଲକ୍‌ଡାଉନ ସମୟରେ ଖାଦ୍ୟଶସ୍ୟ, ଔଷଧ ସମେତ ଅତି...

ପ୍ରଥମ ଥର କାର୍‌ କିଣୁଥିବା ଗ୍ରାହକ ବଢ଼ିଲେ

ନୂଆଦିଲ୍ଲୀ,୩।୮: କୋଭିଡ୍‌-୧୯ ଯୋଗୁ ଲୋକମାନେ ବାହାରକୁ ଯିବାକୁ ଭୟ କରୁଛନ୍ତି। ସାମାଜିକ ଦୂରତ୍ୱ ନିୟମ ପାଳନ କରିବାକୁ ସରକାର କହିଛନ୍ତି। ଅପରପକ୍ଷରେ ସାଧାରଣ ପରିବହନ ବ୍ୟବସ୍ଥାରେ...

ସଚ୍ଚୋଟ ଟିକସଦାତାଙ୍କୁ ମୋଦିଙ୍କ ନୂଆ ଉପହାର

ନୂଆଦିଲ୍ଲୀ, ୧୩।୮: ଦେଶର ସଚ୍ଚୋଟ ଟିକସଦାତାଙ୍କୁ ସମ୍ମାନୀତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଏକ ନୂଆ ପ୍ଲାଟଫର୍ମର ଲୋକାର୍ପଣ କରିଛନ୍ତି। ଟିକସ ବ୍ୟବସ୍ଥାରେ...

ଆଉ ୬ ଦେଶକୁ ଡାକ ବିଭାଗର ସ୍ପିଡ ପୋଷ୍ଟ ସେବା

ନୂଆଦିଲ୍ଲୀ,୧୯-୯: ଭାରତୀୟ ଡାକ ବିଭାଗ ପକ୍ଷରୁ ଆଉ ୬ ଦେଶକୁ ସ୍ପିଡ ପୋଷ୍ଟ ସେବା ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏସିଆ, ୟୁରୋପ ଏବଂ ଦକ୍ଷିଣ...

ବ୍ୟାଙ୍କ ମହାମିଶ୍ରଣରୁ ଛଟେଇ ଭୟ; ଆଶ୍ୱସନା ସତ୍ତ୍ୱେ ବିକ୍ଷୋଭରେ ସାମିଲ ହେଲେ କର୍ମଚାରୀ

ନୂଆଦିଲ୍ଲୀ,୧-୯: କେନ୍ଦ୍ର ସରକାର ଶୁକ୍ରବାର ବ୍ୟାଙ୍କିଙ୍ଗ୍‌ ସେକ୍ଟରରେ ବଡ଼ ଧରଣର ସଂସ୍କାର କାର୍ଯ୍ୟକ୍ରମ ଘୋଷଣା କରିଛନ୍ତି। ୧୦ ରାଷ୍ଟ୍ରାୟତ୍ତ ବ୍ୟାଙ୍କକୁ ମିଶାଇ ୪ ବୃହତ ବ୍ୟାଙ୍କ...

Advertisement
Archives

Model This Week