Posted inଜାତୀୟ

ସୁପ୍ରିମକୋର୍ଟଙ୍କୁ ଜଣାଇଲେ ସରକାର: ୩୭୦ ଉଚ୍ଛେଦ ନିଷ୍ପତ୍ତି ଯଥାର୍ଥ

ନୂଆଦିଲ୍ଲୀ,୧୨ା୧୧(ପି.ଟି.): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ଦେଉଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ କରାଯିବା ନିଷ୍ପତ୍ତି ଯଥାର୍ଥ ଥିଲା ବୋଲି କେନ୍ଦ୍ର ସରକାର ସୋମବାର ସୁପ୍ରିମକୋର୍ଟଙ୍କୁ କହିଛନ୍ତି। ଅନୁଚ୍ଛେଦ ୩୭୦ର ସୁଯୋଗ ନେଇ ଆତଙ୍କବାଦୀ ଓ ବିଚ୍ଛିନ୍ନତାବାଦୀମାନେ ଭାରତର ଶତ୍ରୁ ବିଦେଶୀ ଶକ୍ତିର ସହଯୋଗରେ ପରିସ୍ଥିତିର ଫାଇଦା ଉଠାଉଥିଲେ ବୋଲି କେନ୍ଦ୍ର କହିଛି। ଜଷ୍ଟିସ୍‌ ଏନ୍‌.ଭି. ରମାନା, ଏସ୍‌.କେ. କୌଲ, ଆର୍‌. ସୁଭାଷ ରେଡ୍ଡୀ, ବି.ଆର୍‌ ଗଭାଇ ଏବଂ ସୂର୍ଯ୍ୟ କାନ୍ତଙ୍କୁ ନେଇ ଗଠିତ ସୁପ୍ରିମକୋର୍ଟର ୫ ଜଣିଆ ପୀଠ ମାମଲାର ପରବର୍ତ୍ତୀ ଶୁଣାଣି ୧୪ ତାରିଖକୁ ଧାର୍ଯ୍ୟ କରିଛନ୍ତି। ଅନୁଚ୍ଛେଦ ୩୭୦ ଏବଂ ୩୫ଏ ଉଚ୍ଛେଦ ଲାଗି କେନ୍ଦ୍ର ସରକାର ଅଗଷ୍ଟ ୫ରେ ନିଷ୍ପତ୍ତି ନେବା ପରେ ଏହାକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଏକାଧିକ ପିଟିଶନ ଦାଏର ହୋଇଥିଲା। ଏହି ଅନୁଚ୍ଛେଦ ଏକ କ୍ଷଣସ୍ଥାୟୀ ବ୍ୟବସ୍ଥା ବୋଲି ସମ୍ବିଧାନରେ ଉଲ୍ଲେଖ ଥିବା ସରକାର ଜଣାଇଛନ୍ତି। ସତ୍ୟପାଠ ମାଧ୍ୟମରେ ସରକାର ଦର୍ଶାଇଛନ୍ତି, ଏହି ଧାରା ଜମ୍ମୁ-କଶ୍ମୀରର ଲୋକଙ୍କୁ ସୁବିଧା ଦେବା ପରିବର୍ତ୍ତେ ବିକାଶ ପଥରେ ପ୍ରତିବନ୍ଧକ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ କଡ଼ା ଜବାବ: ବିହାରରେ ଡବଲ୍‌ ଯୁବରାଜଙ୍କ ସ୍ଥିତି ହେବ ଦୟନୀୟ, ଡବଲ ଇଞ୍ଜିନ ସରକାର ଆଗେଇବ

ପାଟନା,୧।୧୧: ବିହାର ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଛପରାଠାରେ ଆୟୋଜିତ ସଭାରେ ଜନସାଧାରଣଙ୍କୁ ସମ୍ବୋଧିତ କରିଛନ୍ତି। ସେ କଂଗ୍ରେସର ରାହୁଲ...

ଆନ୍ଦୋଳନରେ ମୃତ କୃଷକଙ୍କୁ ଦିଆଯାଉ ଅନୁକମ୍ପା ରାଶି, ତାଲିକା ନ ଥିଲେ ଆମଠାରୁ ନିଅ: ରାହୁଲ

ନୂଆଦିଲ୍ଲୀ,୩ ।୧୨: ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶୁକ୍ରବାର କେନ୍ଦ୍ର ସରକାରଙ୍କ ଉପରେ ଖୁବ୍ ବର୍ଷିଛନ୍ତି । କୃଷି ଆଇନକୁ ବିରୋଧ କରିବା ସମୟରେ...

ପ୍ଲାଷ୍ଟିକ ନେଉଛି ଶହ ଶହ ପ୍ରାଣୀଙ୍କ ଜୀବନ: ରିପୋର୍ଟ

ନୂଆଦିଲ୍ଲୀ,୧୧।୯: ପ୍ରତିବର୍ଷ ପ୍ଲାଷ୍ଟିକ ଖାଇବାରୁ ଦେଶରେ ହଜାର ହଜାର ସଂଖ୍ୟାରେ କଥା କହିପାରୁ ନ ଥିବା ପ୍ରାଣୀଙ୍କ ମୃତ୍ୟୁ ହେଉଛି। ପ୍ଲାଷ୍ଟିକ ଆବର୍ଜନା ସ୍ଥଳଚର ପ୍ରାଣୀଙ୍କ...

ଦୈନିକ ସଂକ୍ରମଣ ୫ ହଜାର ତଳେ…

ନୂଆଦିଲ୍ଲୀ, ୬।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ...

ସକ୍ରିୟ ମାମଲା ଲକ୍ଷେ ମୁହାଁ…

ନୂଆଦିଲ୍ଲୀ, ୨୮।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ମହାରାଷ୍ଟ୍ର ପୋଲିସ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୫ କରୋନା ପଜିଟିଭ

ମୁମ୍ବାଇ,୧୯।୫: ମହାରାଷ୍ଟ୍ରରେ କରୋନା ସ୍ଥିତି ଅଣାୟତ ହୋଇଥିବା ବେଳେ ଏଠାକାର ଆଗଧାଡିର ଯୋଦ୍ଧା ସାଜିଥିବା ପୋଲିସ ବି ଏଥିରୁ ବାଦ୍‌ ଯାଇନାହିଁ। ଗତ ୨୪ ଘଣ୍ଟା...

ଜନସଂଖ୍ୟା ନିୟନ୍ତ୍ରଣ ଆଇନ ଏବେ ଆଣିବାର ଯୋଜନା ନାହିଁ, ରାଜ୍ୟ ସଭାରେ ଉତ୍ତର…

ନୂଆଦିଲ୍ଲୀ, ୧୯।୭ : ସାରା ଦେଶରେ ବଢୁଥିବା ଜନସଂଖ୍ୟାକୁ କିପରି ରୋକାଯାଇପାରିବ ସେନେଇ ବିତର୍କ ମଧ୍ୟରେ ସରକାର ଆଗାମୀ ସମୟରେ ଜନସଂଖ୍ୟା ନିୟନ୍ତ୍ରଣ ଆଇନ ପ୍ରଣୟନ...

ଏଲ୍‌ଏସିର ସ୍ଥିତି ପରଖିବେ ପ୍ରତିରକ୍ଷା ମନ୍ତ୍ରୀ, ସେନାମୁଖ୍ୟ

ନୂଆଦିଲ୍ଲୀ,୧।୭: ଭାରତ-ଚାଇନା ସୀମା ବିବାଦକୁ ନେଇ ଏବେ ଭାରତୀୟ ସେନା ଖୁବ୍‌ ସଜାଗ ରହିଛି। ଚାଇନାକୁ କଡା ଜବାବ ଦେବାକୁ ସବୁ ସମୟରେ ପ୍ରସ୍ତୁତ ରହିଛି...

Advertisement
Archives

Model This Week