Posted inଜାତୀୟ

ସୁପ୍ରିମକୋର୍ଟଙ୍କ ଉପରେ ବିଶ୍ୱାସ ଅଛି, ଫେବୃୟାରୀ ୧ରେ ଦୋଷୀଙ୍କୁ ଦିଆଯିବ ଫାଶୀ: ନିର୍ଭୟାଙ୍କ ମା’

ନୂଆଦିଲ୍ଲୀ,୨୯।୧: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାରେ ଫାଶୀଖୁଣ୍ଟରେ ଝୁଲିବାକୁ ଥିବା ୪ ଅଭିଯୁକ୍ତ ନୂଆ ନୂଆ ଭେଳିକି ଦେଖାଉଛନ୍ତି। ଆସନ୍ତା ଫେବୃଆରୀ ୧ ସକାଳ ୬ଟାରେ ସମସ୍ତଙ୍କୁ ଫାଶୀଖୁଣ୍ଟରେ ଝୁଲାଇବାକୁ କୋର୍ଟ ଡେଥ୍‌ ୱାରେଣ୍ଟ ଜାରି କରିଛନ୍ତି। ହେଲେ ଏଥିରୁ ବର୍ତ୍ତିବା ପାଇଁ ଦୋଷୀମାନେ ଆଇନର ସବୁ ରାସ୍ତାକୁ ଆପଣାଇବାରେ ଲାଗିଛନ୍ତି। ଦୋଷୀଙ୍କ ଏଭଳି ଭେଳିକି ଦେଖି ନିର୍ଭୟାଙ୍କ ମା’ ଆଶା ଦେବୀ କହିଛନ୍ତି, ସୁପ୍ରିମକୋର୍ଟଙ୍କ ଉପରେ ମୋର ପୂରା ବିଶ୍ୱାସ ଅଛି, ଫେବୃୟାରୀ ୧ ତାରିଖରେ ହିଁ ଦୋଷୀଙ୍କୁ ଫାଶୀଖୁଣ୍ଟରେ ଝୁଲାଯିବ। ଫାଶୀ ବିଳମ୍ବ ଯୋଗୁ ଆଶା ଦେବୀ କ୍ରୋଧ ପ୍ରକାଶ କରିଛନ୍ତି। ଏଭଳି ଦୋଷୀଙ୍କୁ ଆମ ନ୍ୟାୟ ବ୍ୟବସ୍ଥା ଯେଉଁ ଅଧିକାର ଦେଇଛି, ତେଣୁ ସେମାନେ ଭୁଲ ଉପଯୋଗ କରୁଛନ୍ତି। କୋର୍ଟ ଏହା ଉପରେ ଅଙ୍କୁଶ ଲଗାଇବା ଉଚିତ। ୨୦୧୨ର ଏହି ଘଟଣାରେ ୬ ଜଣ ଗିରଫ ହୋଇଥିଲେ। ତେବେ ଏମାନଙ୍କ ମଧ୍ୟରୁ ଜଣେ ନାବାଳକ ଥିବା ବେଳେ ଦୋଷୀ ରାମ ସିଂହ ଆତ୍ମହତ୍ୟା କରିଥିଲା। ଅନ୍ୟ ୪ ଜଣଙ୍କୁ ୨୦୧୩ରେ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୫ରୁ ଅଧିକ ଘର ପୋଡି ପାଉଁଶ

ଶ୍ରୀନଗର,୨୮।୧୦: ଜମ୍ମୁ-କଶ୍ମୀର କିଶ୍ଟତୱର ଜିଲାର ଗାନ୍ଧାରୀ ଅଞ୍ଚଳରେ ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୧୫ରୁ ଅଧିକ ଘର ପୋଡି ଯାଇଥିବା...

ଦୀପାବଳି ପାଇଁ ଦିଲ୍ଲୀରେ ହାଇ ଆଲର୍ଟ

ନୂଆଦିଲ୍ଲୀ,୪ ।୧୧: ଦୀପାବଳି ଅବସରରେ ରାଜଧାନୀ ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣକୁ ନଜରରେ ରଖି ହାଇ ଆଲର୍ଟ ଜାରି କରାଯାଇଛି । ଏହାକୁ ନେଇ ଦିଲ୍ଲୀ ପୋଲିସ...

ଏନ୍‌ଆର୍‌ସିକୁ ସମର୍ଥନ କରିବେ ନାହିଁ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ରାୟପୁର,୨୧।୧୨: ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ କହିଛନ୍ତି ଯଦି ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆର୍‌ସି) ଲାଗୁ କରାଯାଏ ତେବେ ମୁଁ ପ୍ରଥମ ବ୍ୟକ୍ତି ଭାବେ ଏଥିରେ...

ଅରୁଣାଚଳ ପ୍ରଦେଶରେ ଭୂକମ୍ପ

ଇଟାନଗର,୨୨।୭: ଅରୁଣାଚଳରେ ଭୂକମ୍ପ ଝଟକା। ଶନିବାର ସକାଳ ୬.୫୬ରେ ଏହି ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ୩.୩ ମ୍ୟାଗ୍ନିଚ୍ୟୁଡ ରହିଛି। ତେବେ ଭୂକମ୍ପ ଯୋଗୁ...

ଧୋଲାଭିରା ୟୁନେସ୍କୋ ଐତିହ୍ୟ ତାଲିକାରେ…

ନୂଆଦିଲ୍ଲୀ,୨୮।୭: ଗୁଜରାଟର କଚ୍ଛଠାରେ ଥିବା ହରପ୍ପାନ୍‌ ସଭ୍ୟତା ସମୟର ପୁରାତନ ସହର ଧୋଲାଭିରାକୁ ଜାତିସଂଘର ଶିକ୍ଷା, ବୈଜ୍ଞାନିକ ଏବଂ ସାଂସ୍କୃତିକ ସଂଗଠନ (ୟୁନେସ୍କୋ)ର ବିଶ୍ୱ ଐତିହ୍ୟ...

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ପୁଞ୍ଚ୍‌ରେ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୧।୧୦: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ପୁଞ୍ଚ୍‌ର ଶାହପୁର ଏବଂ କରନି ସେକ୍ଟରରେ ପାକିସ୍ତାନ ମୋର୍ଟାର ଶେଲିଂ ମାଡ଼...

ଭେଣ୍ଟିଲେଟରରେ ମୁଲାୟମ, ଆଗାମୀ ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ, ଅଖିଳେଶଙ୍କ ସହ ଫୋନରେ କଥା ହେଲେ ମୋଦି

ନୂଆଦିଲ୍ଲୀ,୩ ।୧୦: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ସ୍ୱାସ୍ଥ୍ୟ ବିଗିଡି ଯିବାରୁ ତାଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।...

ବିବାହ ବେଦୀରେ ବସିଥିଲେ ସିଆର୍‌ପିଏଫ୍‌ ଯବାନ, ପହଞ୍ଚିଲେ ପ୍ରେମିକା: ଆଉ ତା’ପରେ…

କାନପୁର,୨।୭: ସିଆର୍‌ପିଏଫ୍‌ ଯବାନ ନିଜ ପ୍ରେମିକାଙ୍କୁ ଧୋକା ଦେବା ମହଙ୍ଗା ପଡିଛି। ପ୍ରେମିକାଙ୍କୁ ଛାଡି ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରି ଫଶିଯାଇଛନ୍ତି ଯବାନ। ଫଳରେ...

Advertisement
Archives

Model This Week