ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ନେଇ ରାଗିଗଲା ପାକିସ୍ତାନ

ଇସଲାମାବାଦ୍‌,୧୧।୧୨:ଜମ୍ମୁ କଶ୍ମୀରରୁ ଧାରା ୩୭୦ ହଟାଇବାକୁ ସୁପ୍ରିମକୋର୍ଟ ମଧ୍ୟ ଅନୁମୋଦନ କରିଛନ୍ତି। ରାଷ୍ଟ୍ରପତିଙ୍କ ନିଷ୍ପତ୍ତି ସାମ୍ବିଧାନିକ ବୈଧ ବୋଲି କୋର୍ଟ ମଧ୍ୟ ଗ୍ରହଣ କରିଛନ୍ତି। ଧାରା ୩୭୦ ଅସ୍ଥାୟୀ ଥିଲା। ସମ୍ବିଧାନର ସମସ୍ତ ବ୍ୟବସ୍ଥା ଜମ୍ମୁ କଶ୍ମୀରରେ ପ୍ରଯୁଜ୍ୟ ହେବ। ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ପାକିସ୍ତାନ ଅସନ୍ତୋଷ ପ୍ରକାଶ କରିଛି। ପାକିସ୍ତାନର କାର୍ଯ୍ୟକାରୀ ବୈଦେଶିକ ମନ୍ତ୍ରୀ ଜଲିଲ ଅବ୍ବାସ ଜିଲାନି କହିଛନ୍ତି,  ଆଇଆଇଓଜେକେର ସ୍ଥିତି ଉପରେ ଭାରତର ସୁପ୍ରିମକୋର୍ଟ ଘୋଷଣା କରିଥିବା ନିଷ୍ପତ୍ତିକୁ ପାକିସ୍ତାନ ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାଖ୍ୟାନ କରୁଛି। ଜମ୍ମୁ କଶ୍ମୀର ହେଉଛି ଏକ ଅନ୍ତର୍ଜାତୀୟ ସ୍ତରରେ ସ୍ବୀକୃତିପ୍ରାପ୍ତ ବିବାଦ, ଯାହା ସାତ ଦଶନ୍ଧିରୁ ଅଧିକ ସମୟ ଧରି ମିଳିତ ଜାତିସଂଘ ସୁରକ୍ଷା ପରିଷଦର ଏଜେଣ୍ଡାରେ ରହିଆସିଛି। କଶ୍ମୀରବାସୀ ଏବଂ ପାକିସ୍ତାନର ଇଚ୍ଛା ବିରୋଧରେ ଏହି ବିବାଦୀୟ ଅଞ୍ଚଳର ସ୍ଥିତି ସମ୍ପର୍କରେ ଭାରତ ଏକପାଖିଆ ନିଷ୍ପତ୍ତି ନେବାର କୌଣସି ଅଧିକାର ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆଫ୍ରିକୀୟ ଦେଶରେ ବ୍ୟାପୁଛି ରହସ୍ୟମୟ ରୋଗ: ମାସକରେ ୧୪୩ ଜଣଙ୍କ ମୃତ୍ୟୁ

ବ୍ରାଜାଭିଲେ,୮ା୧୨: ଆଫ୍ରିକୀୟ ଦେଶ କଙ୍ଗୋରେ ରହସ୍ୟମୟ ରୋଗରେ ମାସକରେ ୧୪୩ ଜଣଙ୍କ ମୃତ୍ୟୁ ଘଟିଲାଣି। ଗତ ଅକ୍ଟୋବରରୁ କଙ୍ଗୋର କ୍ୱାଙ୍ଗୋ ପ୍ରଦେଶରେ ଅନୂ୍ୟନ ୩୭୬ ଜଣ...

ରହସ୍ୟମୟ ଭାବେ ହଜିଗଲା ରାଷ୍ଟ୍ରପତିଙ୍କ ବିମାନ! କୁହାଯାଉଛି ପଳାୟନ ସମୟରେ ହୋଇଛି ମୃତ୍ୟୁ

ଦାମସକସ,୮।୧୨: ସମ୍ପ୍ରତି ସିରିଆରେ ଘଟିଥିବା ଘଟଣାରେ ବିଦ୍ରୋହୀ ଗୋଷ୍ଠୀ ରାଜଧାନୀ ଦାମସକସ ପର୍ଯ୍ୟନ୍ତ ପହଞ୍ଚିଛନ୍ତି, ଯାହା ପରେ ରାଷ୍ଟ୍ରପତି ବଶର ଅଲ-ଅସଦଙ୍କ ଦେଶ ଛାଡି ଚାଲିଯିବାର...

ଦେଶ ଛାଡି ପଳାୟନ କରୁଥିଲେ ରାଷ୍ଟ୍ରପତି, ବାଟରେ ବିମାନ ହେଲା କ୍ରାଶ୍‌! ଦେଖନ୍ତୁ ଭୟଙ୍କର ଚିତ୍ର

ଡାମାସକସ୍‌,୮।୧୨: ସିରିଆରେ ଚାଲିଥିବା ରାଜନୈତିକ ସଙ୍କଟ ମଧ୍ୟରେ ବଡ ଖବର ସାମ୍ନାକୁ ଆସିଛି। କୁହାଯାଉଛି ଯେ, ସିରିଆ ରାଷ୍ଟ୍ରପତି ବାଶାର ଅଲ-ଅସଦଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି।...

ମୁକ୍ତ ହେଲା ସିରିଆ…କେମିତି ଆଉ କିଏ କଲେ ଅସଦ ରାଜର ଅନ୍ତ!

ଦାମସକସ,୮।୧୨: ଅସଦ ଶାସନରୁ ସିରିଆ ବର୍ତ୍ତମାନ ମୁକ୍ତ ହୋଇଛି। ବିଦ୍ରୋହୀମାନେ ସିରିଆର ରାଜଧାନୀ ଦମିସ୍କକୁ କାବୁ କରିଛନ୍ତି। ସେନା ବିଦ୍ରୋହୀମାନଙ୍କ ନିକଟରେ ଆତ୍ମସମର୍ପଣ କରିଛି। ସିରିଆ...

ଦେଶ ଛାଡି ପଳାଇଲେ ସିରିଆ ରାଷ୍ଟ୍ରପତି, ଏହି କାରଣ ପାଇଁ ବଢୁଛି ଇସ୍ରାଏଲର ଚିନ୍ତା

ଦାମସକସ,୮।୧୨: ସିରିଆର ବିଦ୍ରୋହୀମାନେ ପୁଣି ଥରେ ସରକାରଙ୍କୁ ଅସୁବିଧାରେ ପକାଇବା ଆରମ୍ଭ କରିଛନ୍ତି। ରାଷ୍ଟ୍ରପତି ବଶର ଅଲ-ଅସଦ ଦେଶ ଛାଡିଥିବା ଖବର ରହିଛି। ସମସ୍ତ ଘଟଣାକ୍ରମ...

ଡାମାସ୍‌କସ୍‌ରେ ସିରିଆ ବିଦ୍ରୋହୀ

ଡାମାସ୍‌କସ୍‌୮।୧୨: ସିରିଆର ବିଦ୍ରୋହୀ ଯୋଦ୍ଧାମାନେ ଶନିବାର ରାତିରେ ରାଷ୍ଟ୍ରପତି ବଶର ଅଲ୍‌-ଅସାଦ ରହୁଥିବା ରାଜଧାନୀ ଡାମାସ୍‌କସ୍‌ର କେତେକ ଉପନଗରରେ ପହଞ୍ଚତ୍ ଯାଇଛନ୍ତି। ଇତିମଧ୍ୟରେ ବିଦ୍ରୋହୀମାନେ ଦାରା...

ସ୍କୁଲରେ ଛାତ୍ରୀଛାତ୍ରଙ୍କୁ ମିଳୁଛି ସ୍ମୋକିଂ ବ୍ରେକ୍‌

ବ୍ରିସ୍‌ବେନ: ଅଷ୍ଟ୍ରେଲିଆର କୁଇନ୍ସଲ୍ୟାଣ୍ଡସ୍ଥିତ ଆରେଥୁସା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏକ ଅଜବ ନିୟମ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏହି ବିଦ୍ୟାଳୟ ନିଜ ଛାତ୍ରୀଛାତ୍ରମାନଙ୍କୁ ଧୂମପାନ କରିବାକୁ...

ପାକିସ୍ତାନରେ ଇତିହାସ ରଚିଲେ ହିନ୍ଦୁ ଅଧିକାରୀ

ଇସଲାମାବାଦ,୭।୧୨: ପାକିସ୍ତାନରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଦକ୍ଷ ଯୁବକ ଯୁବତୀ, ବିଶେଷକରି ହିନ୍ଦୁ ସମ୍ପ୍ରଦାୟ, ପ୍ରତିବନ୍ଧକ ଭାଙ୍ଗି ବଡ଼ ସଫଳତା ହାସଲ କରୁଛନ୍ତି। ରାଜେନ୍ଦ୍ର ମେଘୱାର ସେମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri