Posted inଜାତୀୟ

ସୁପ୍ରିମକୋର୍ଟରେ ଅନୁଚ୍ଛେଦ ୩୭୦ ଉପରେ ଶୁଣାଣି ଟଳିଲା

ନୂଆଦିଲ୍ଲୀ, ୧୬।୮: ସୁପ୍ରିମକୋର୍ଟରେ ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ନେଇ ଦାଏର ମାମଲାର ଶୁଣାଣି ଟଳିଛି। ଏମଏଲ ଶର୍ମାଙ୍କ ଦ୍ୱାରା ଦାଏର କରାଯାଇଥିବା ଏହି ମାମଲାରେ ଅନେକ କିଛି ତ୍ରୁଟି ରହିଛି ତାକୁ ସୁଧାରି ପୁଣି ଥରେ ମାମଲା ଦାଏର କରିବାକୁ ପ୍ରଧାନ ବିଚାରପତି ଜଷ୍ଟିସ୍‌ ରଞ୍ଜନ ଗୋଗେଇ ନିର୍ଦ୍ଦେଶ ଦେଇଛନ୍ତି। ଏହାର ଶୁଣାଣି ଆଗାମୀ ସପ୍ତାହରେ ହେବ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଠିବା ପରେ ଏପର୍ଯ୍ୟନ୍ତ ଏହାକୁ ବିରୋଧ କରି ୭ ଜଣ ସୁପ୍ରିମକୋର୍ଟରେ ମାମଲା ଦାଏର କରିସାରିଲେଣି। ଏଥିମଧ୍ୟରୁ ୪ଟି ମାମଲା କୋର୍ଟଙ୍କ ଦ୍ୱାରା ଖାରଜ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟରେ ଭାଜପାର ଚିନ୍ତା ବଢ଼ିଲା, ଟିକଟ ପାଇ ନ ଥିବା ୫ ନେତା ସ୍ବାଧୀନ ଭାବେ ଲଢ଼ିବାକୁ ଦେଲେ ଧମକ…

ଅହମଦାବାଦ,୧୩।୧୧ : ଗୁଜରାଟ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାବେଳେ ଭାଜପାର ଚିନ୍ତା ବଢ଼ିବାରେ ଲାଗିଛି। ଟିକଟ କଟାଯାଇଥିବା ବିଧାୟକମାନେ ଦଳ ବିରୋଧରେ ବିଦ୍ରୋହ କରିବାର ଆଶଙ୍କା...

ଏଲ୍‌ଏସିରେ ଚାଇନା ସୈନ୍ୟଙ୍କ ଉପରେ ନଜର ରଖିବ ଏୟାର ସର୍ଭେଲାନ୍ସ୍‌ ସିଷ୍ଟମ…

ଇଟାନଗର,୧୯।୧୦: ଅରୁଣାଚଳପ୍ରଦେଶକୁ ଲାଗିି ରହିଥିବା ଏଲ୍‌ଏସିରେ ଚାଇନା ସୈନ୍ୟଙ୍କ ଉପରେ ନଜର ରଖିବା ପାଇଁ ଏୟାର ସର୍ଭେଲାନ୍ସ୍‌ ସିଷ୍ଟମ ପ୍ରସ୍ତୁତ କରାଯାଇଛି। ଏନେଇ ଆଭିଏଶନ ବ୍ରିିଗେଡ...

ବିଦ୍ରୋହୀଙ୍କୁ ମନାଇବାକୁ କସରତ

ବେଙ୍ଗାଲୁରୁ,୧୪ା୭(ପି.ଟି.): କର୍ନାଟକରେ ରାଜନୈତିକ ଅଚଳାବସ୍ଥା ଜାରି ରହିଥିବାବେଳେ ଇସ୍ତଫା ଦେଇଥିବା ବିଦ୍ରୋହୀ ବିଧାୟକମାନଙ୍କୁ ଦଳକୁ ଫେରାଇନେବା ଲାଗି କଂଗ୍ରେସ ପଛଦ୍ୱାର ବୁଝାମଣା ଚଳାଇଥିବା ଜଣାପଡିଛି। ମୁଖ୍ୟମନ୍ତ୍ରୀ...

ଲକ୍‌ଡାଉନକୁ ପୂରଣ ହେଲା ୪୦ ଦିନ: ମହାମାରୀ ଶିଖାଇଲା କିଛି ନୂଆ ଶବ୍ଦ

ନୂଆଦିଲ୍ଲୀ,୩।୫: ବିଗତ ପ୍ରାୟ ୫ ମାସ ହେବ ଚାଇନାରେ ଆରମ୍ଭ ହୋଇଥିବା କରୋନା ମହାମାରୀ ଏବେ ସାରା ବିଶ୍ୱରେ ତାଣ୍ଡବ ରଚିଛି। ଭାରତ ମଧ୍ୟ ଏଥିରୁ...

ହର୍‌ ଘର୍‌ ତ୍ରିରଙ୍ଗା ଅଭିଯାନରେ ୫୦୦ କୋଟିରୁ ଅଧିକ କାରବାର …

ନୂଆଦିଲ୍ଲୀ, ୧୪।୮ : ସମଗ୍ର ଦେଶରେ ଭାରତୀୟ ତ୍ରିରଙ୍ଗାକୁ ପ୍ରତିଟି ଅଞ୍ଚଳରେ ପହଞ୍ଚାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଆରମ୍ଭ ହୋଇଥିବା ହର୍‌ ଘର୍‌...

ସୋମବାର ରାଷ୍ଟ୍ରପତି ଭାବେ ଶପଥ ନେବେ ଦ୍ରୌପଦୀ, ଦିଆଯିବ ୨୧ ତୋପସଲାମୀ

ନୂଆଦିଲ୍ଲୀ,୨୪ା୭: ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଦେଶର ସର୍ବୋଚ୍ଚ ସାମ୍ବିଧାନିକ କାର୍ଯ୍ୟାଳୟର ଶପଥ ଗ୍ରହଣ କରିବେ। ତାଙ୍କୁ ୨୧ ତୋପସଲାମୀ ଦିଆଯାଇ ଅଭିବାଦନ...

ସିଦ୍ଧୁ ମୁସେୱାଲାଙ୍କ ପରେ ଆଉ ଜଣେ ପଞ୍ଜାବି ସିଙ୍ଗରଙ୍କ ଉପରେ ଆକ୍ରମଣ, ଫଟୋ ଶେୟାର କଲେ ହନି ସିଂ

ନୂଆଦିଲ୍ଲୀ,୩ ।୧୦: ପଞ୍ଜାବି ସିଙ୍ଗରଙ୍କ ଉପରେ ଲଗାତାର ଆକ୍ରମଣ ଜାରି ରହିଛି । ସିଦ୍ଧୁ ମୁସେୱାଲାଙ୍କ ପରେ ଏବେ ଆଉ ଜଣେ ପଞ୍ଜାବି ସିଙ୍ଗରଙ୍କ ଉପରେ...

ରାଜଧାନୀରେ କରୋନା ବେଲଗାମ୍‌…

ନୂଆଦିଲ୍ଲୀ, ୯।୧ : ରାଜଧାନୀ ଦିଲ୍ଲୀରେ କରୋନା ବେଲଗାମ୍‌ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦିଲ୍ଲୀରେ ୨୨ ହଜାର ୭୫୧ ଜଣ ନୂଆ ଆକ୍ରାନ୍ତଙ୍କୁ...

Advertisement
Archives

Model This Week