Posted inଜାତୀୟ

ସୁପ୍ରିମକୋର୍ଟରେ ପୁନର୍ବିଚାର ଆବେଦନ କଲେ ନିର୍ଭୟା ମାମଲାର ଦୋଷୀ

ନୂଆଦିଲ୍ଲୀ,୧୦।୧୨: ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀ ଅକ୍ଷୟ କୁମାର ସିଂ ମଙ୍ଗଳବାର ସୁପ୍ରିମକୋର୍ଟରେ ପୁନର୍ବିଚାର ଆବେଦନ କରିଛନ୍ତି। ଅନ୍ୟ ଦୋଷୀମାନଙ୍କ ଭଳି ଅକ୍ଷୟଙ୍କୁ ମଧ୍ୟ ଟ୍ରାଏଲ କୋର୍ଟ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି। ଆଉ ଏହାକୁ ଦିଲ୍ଲୀ ହାଇକୋର୍ଟ ଓ ସୁପ୍ରିମ କୋର୍ଟ କାଏମ ରଖିଛନ୍ତି। ଅକ୍ଷୟଙ୍କ ଭଳି ପୂର୍ବରୁ ଏହି ମାମଲାର ଅନ୍ୟ ଜଣେ ଦୋଷୀ ବିନୟ ଶର୍ମା ରାଷ୍ଟ୍ରପତିଙ୍କ ନିକଟକୁ ରାଜକ୍ଷମା ଆବେଦନ ମଧ୍ୟ ପଠାଇଥିଲେ। ହେଲେ ଏହା ଖାରଜ ହୋଇଯାଇଥିଲା। ଏବେ ଏମାନଙ୍କ ଡେଥ୍‌ ଓ୍ବାରେଣ୍ଟ ଜାରି ହେବାକୁ ବାକି ରହିଛି। ଗୋଟିଏ ପଟେ ଡେଥ୍‌ ଓ୍ବାରେଣ୍ଟ ପାଇଁ ଅପେକ୍ଷା ଓ ଫାଶୀ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ ଅକ୍ଷୟଙ୍କ ପୁନର୍ବିଚାର ଆବେଦନ ପୁଣିଥରେ ମାମଲାକୁ ଅଡୁଆ ଭିତରକୁ ଟାଣି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧ ପ୍ରଦର୍ଶନ ସ୍ଥଳରେ ପ୍ଲାକର୍ଡ ଧରି କଲେ ବିବାହ

ଚେନ୍ନାଇ,୧୮।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ରାଷ୍ଟ୍ରୀୟ ନାକରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ନେଇ ଆଜିବି ଦେଶର ବିଭିନ୍ନ ସ୍ଥାନରେ ବିରୋଧ ପ୍ରଦର୍ଶନ କରାଯାଉଛି। ଏହାକୁ ନେଇ ତାମିଲନାଡୁର...

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ରାଜସ୍ଥାନ ହାଇକୋର୍ଟଙ୍କ ଝଟକା: ମିଳିବନି ଆଉ ଆଜୀବନ ସରକାରୀ ସୁବିଧା ସୁଯୋଗ

ଜୟପୁର,୪।୯: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ରାଜସ୍ଥାନ ହାଇକୋର୍ଟଙ୍କ ନିଷ୍ପତ୍ତି ଯୋଗୁ ଏକ ବଡ଼ ଝଟକା ଲାଗିଛି। ଏଣିକି ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଆଉ ଆଜୀବନ ବିଭିନ୍ନ ସରକାରୀ ସୁବିଧା...

ଇମୋଶନାଲ କାର୍ଡ ଖେଳିଲେ ନୀତୀଶ: ବିରୋଧି କହିଲେ ଅବସର ସ୍ୱୀକାର କଲେ ମୁଖ୍ୟମନ୍ତ୍ରୀ

ପାଟନା,୬ ।୧୧: ବିହାର ବିଧାନସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନକୁ ନେଇ କାଉଣ୍ଟଡାଉନ ଆରମ୍ଭ ହୋଇ ଗଲାଣି । ଆଉ ଏହାରି ଭିତରେ ପୁଣିଥରେ ରାଜନୀତି...

ଭାଜପାରେ ସାମିଲ ହେବାର ୬ଦିନ ପରେ କଂଗ୍ରେସକୁ ଫେରି ଆସିଲେ ବିଧାୟକ

ଚଣ୍ଡିଗଡ଼,୩ ।୧: ପଞ୍ଜାବରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଲାଗିଛି ବଡ ଝଟ୍‌କା । ପଞ୍ଜାବର ବିଧାୟକ ବଲବିନ୍ଦର ସିଂ ଲାଡି ୬ ଦିନ ପୂର୍ବରୁ ଭାଜପାରେ...

କଂଗ୍ରେସ ଏକ ଦୁର୍ବଳ ବିରୋଧୀ ଦଳ: ସିବଲ୍‌

ନୂଆଦିଲ୍ଲୀ,୨୨।୧୧: ବିହାର ନିର୍ବାଚନରେ କଂଗ୍ରେସର ଖରାପ ପ୍ରଦର୍ଶନ ନେଇ ଦଳରେ ଫାଟ ବଢ଼ିବାରେ ଲାଗିଛି। ଲଗାତାର କଂଗ୍ରେସର ବରିଷ୍ଠ ସଦସ୍ୟ କପିଲ ସିବଲ ଦଳର ନେତୃତ୍ୱ...

ସାନିଟାଇଜରରେ କ୍ଷତିକାରକ ମିଥାନଲ୍‌: ଆଖିକୁ କରିଦେବ ନଷ୍ଟ !

ନୂଆଦିଲ୍ଲୀ, ୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ନିୟମିତ ଅନ୍ତରରେ ହାତ ଧୋଇବା, ସାମାଜିକ ଦୂରତା ବଜାୟ...

୬୫ ବର୍ଷୀୟା ବୃଦ୍ଧା ୧୪ ମାସ ଭିତରେ ଜନ୍ମ ଦେଇଛନ୍ତି ୮ ସନ୍ତାନ!

ପାଟନା,୨୨ା୮: ବିହାରରେ ବିଭିନ୍ନ ବିଭାଗରେ ଅନିୟମିତତା ହେଉଥିବା ଖବର ଅନେକ ସମୟରେ ଜାଣିବାକୁ ମିଳିଥାଏ। ଏବେ ଏଠାରେ ଆଉ ଏକ ସରକାରୀ ଯୋଜନାରେ ଘୋଟାଲା ହୋଇଥିବା...

ସ୍ବାମୀଙ୍କୁ ଅନ୍ୟ ଜଣେ ମହିଳାଙ୍କ ସହ ଦେଖି ସ୍ତ୍ରୀ କଲେ ଏମିତି

ମିରଟ,୧୬।୩: ଉତ୍ତର ପ୍ରଦେଶର ମିରଟ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ବିବାହିତ ବ୍ୟକ୍ତି ଅନ୍ୟ ଜଣେ ମହିଳାଙ୍କ ସହ ବୁଲିବା ମହଙ୍ଗା ପଡିଛି। ଏହା...

Advertisement


Archives

Model This Week