Posted inଜାତୀୟ

ସୁପ୍ରିମକୋର୍ଟରେ ପୁନର୍ବିଚାର ଆବେଦନ କଲେ ନିର୍ଭୟା ମାମଲାର ଦୋଷୀ

ନୂଆଦିଲ୍ଲୀ,୧୦।୧୨: ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀ ଅକ୍ଷୟ କୁମାର ସିଂ ମଙ୍ଗଳବାର ସୁପ୍ରିମକୋର୍ଟରେ ପୁନର୍ବିଚାର ଆବେଦନ କରିଛନ୍ତି। ଅନ୍ୟ ଦୋଷୀମାନଙ୍କ ଭଳି ଅକ୍ଷୟଙ୍କୁ ମଧ୍ୟ ଟ୍ରାଏଲ କୋର୍ଟ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି। ଆଉ ଏହାକୁ ଦିଲ୍ଲୀ ହାଇକୋର୍ଟ ଓ ସୁପ୍ରିମ କୋର୍ଟ କାଏମ ରଖିଛନ୍ତି। ଅକ୍ଷୟଙ୍କ ଭଳି ପୂର୍ବରୁ ଏହି ମାମଲାର ଅନ୍ୟ ଜଣେ ଦୋଷୀ ବିନୟ ଶର୍ମା ରାଷ୍ଟ୍ରପତିଙ୍କ ନିକଟକୁ ରାଜକ୍ଷମା ଆବେଦନ ମଧ୍ୟ ପଠାଇଥିଲେ। ହେଲେ ଏହା ଖାରଜ ହୋଇଯାଇଥିଲା। ଏବେ ଏମାନଙ୍କ ଡେଥ୍‌ ଓ୍ବାରେଣ୍ଟ ଜାରି ହେବାକୁ ବାକି ରହିଛି। ଗୋଟିଏ ପଟେ ଡେଥ୍‌ ଓ୍ବାରେଣ୍ଟ ପାଇଁ ଅପେକ୍ଷା ଓ ଫାଶୀ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ ଅକ୍ଷୟଙ୍କ ପୁନର୍ବିଚାର ଆବେଦନ ପୁଣିଥରେ ମାମଲାକୁ ଅଡୁଆ ଭିତରକୁ ଟାଣି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ସୁରକ୍ଷାରେ କାମ କରୁଛନ୍ତି କରୋନା ଯୋଦ୍ଧା

ଭୋପାଳ,୨୩।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ଏପରିସ୍ଥଳେ କରୋନା ଯୋଦ୍ଧା ପାଲଟି ଥିବା ସଫେଇ କର୍ମଚାରୀଙ୍କ ସ୍ବାସ୍ଥ୍ୟ...

ରାହୁଲ ଗାନ୍ଧୀଙ୍କ ଆବେଦନର ଆଜି ଶୁଣାଣି କରିବେ ଗୁଜରାଟ ହାଇକୋର୍ଟ

ନୂଆଦିଲ୍ଲୀ,୨।୫: ସୁରଟ କୋର୍ଟ ଦ୍ୱାରା ଅପରାଧିକ ମାନହାନି ମାମଲାରେ ଦୁଇ ବର୍ଷ ଦୋଷୀ ସାବ୍ୟସ୍ତ ହୋଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଆବେଦନ ଉପରେ ମଙ୍ଗଳବାର...

ଫେବୃୟାରୀ ୨ରେ ଘୋଷଣା କରାଯିବ ସିବିଏସ୍‌ଇ ଦଶମ-ଦ୍ୱାଦଶ ପରୀକ୍ଷା ସୂଚୀ

ନୂଆଦିଲ୍ଲୀ,୨୮ ।୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ)ର ଦଶମ ଓ ଦ୍ୱାଦଶ ଶ୍ରେଶୀ ବୋର୍ଡ ପରୀକ୍ଷା ଲାଗି ଫେବୃୟାରୀ ୨ରେ ପରୀକ୍ଷା ସୂଚୀ ଘୋଷଣା କରାଯିବ...

ଜ୍ୱାଳାମୁଖୀ ମନ୍ଦିରରେ ୨ ହଜାର ଟଙ୍କିଆର ୮ ଲକ୍ଷ ଟଙ୍କା ଦାନ କଲେ ଭକ୍ତ…

ଶିମଲା,୨୩।୫ : ଭାରତରେ ୨୦୦୦ ଟଙ୍କିଆ ନୋଟ ଉପରେ ନିଷେଧାଦେଶ ଖବର ପାଇବା ପରେ ଜଣେ ଭକ୍ତ ହିମାଚଳ ପ୍ରଦେଶର ମା ଜ୍ୱାଳାମୁଖୀ ମନ୍ଦିରରେ ୨୦୦୦...

ଇରାନ ବାଟେ ଆଫଗାନିସ୍ତାନକୁ ୨୦ ହଜାର ମେଟ୍ରିକ ଟନ ଗହମ ପଠାଇଲା ଭାରତ…

ନୂଆଦିଲ୍ଲୀ,୧।୬ : ଭାରତ ଆଫଗାନିସ୍ତାନରେ ନିଜର ସ୍ଥିତିକୁ ସୁଦୃଢ଼ କରିବା ଲାଗି ଇରାନ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ସହାୟତା ଯୋଗାଇ ଦେଉଛି। ଭାରତର ନିଷ୍ପତ୍ତି କେବଳ ଆଫଗାନିସ୍ତାନକୁ...

ରାଜସ୍ଥାନ ଖାଟୁ ଶ୍ୟାମ ମେଳାରେ ଦଳାଚକଟା: ୩ ମହିଳା ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ଜୟପୁର,୮ ।୮: ରାଜସ୍ଥାନର ପ୍ରସିଦ୍ଧ ଖାଟୁଶ୍ୟାମଜିରେ ବାବା ଶ୍ୟାମଙ୍କ ମାସିକ ମେଳାରେ ସୋମବାର ସକାଳୁ ଦଳାଚକଟା ହୋଇଥିବା ସୂଚନା ମିଳିଛି । ଏହି ଘଟଣାରେ ୩...

ସବୁ ରେକର୍ଡ ଭାଙ୍ଗିଲା କରୋନା: ଦିନକରେ ମୃତ୍ୟୁ ସଖ୍ୟା ୨ ହଜାର ଟପିଲା

ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ଅଢେଇ ଲକ୍ଷରୁ ଅଧିକ ନୂତନ...

ବେଡ୍‌ ଟି’ ପିଇବା ଅଭ୍ୟାସ ଅଛି କି? ହୋଇଯାଆନ୍ତୁ ସାବଧାନ

ଅନେକଙ୍କ ଅଭ୍ୟାସ ବିନା ବେଡ୍‌ ଟି’ରେ ସକାଳୁ ବିଛଣାରୁ ତଳକୁ ଓହ୍ଲାଇବେ ନାହିଁ। କିନ୍ତୁ ଏହା ଯେ ସ୍ବାସ୍ଥ୍ୟ ପାଇଁ କେତେ ହାନିକାରକ ତାହା ସେମାନେ...

Advertisement
Archives

Model This Week