ସୁପ୍ରିମକୋର୍ଟରେ ପୋଲାଭରମ୍‌ ଶୁଣାଣି ଆଜି

ନୂଆଦିଲ୍ଲୀ,୧୪-୧:ଗୋଦାବରୀ ନଦୀ ଉପରେ ଆନ୍ଧ୍ରପ୍ରଦେଶ ସରକାର ବିବାଦୀୟ ପୋଲାଭରମ୍‌ ଡ୍ୟାମ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଏହାକୁ ବନ୍ଦକରିବା ଲାଗିି ସୁପ୍ରିମକୋର୍ଟରେ ଓଡ଼ିଶା ପକ୍ଷରୁ କରାଯାଇଥିବା ଆବେଦନର ଶୁଣାଣି ମଙ୍ଗଳବାର କରାଯିବ। ଜଷ୍ଟିସ ଏନ୍‌.ଭି. ରମାନା, ଜଷ୍ଟିସ ସଞ୍ଜୀବ ଖାନ୍ନା ଓ ଜଷ୍ଟିସ କ୍ରିଷ୍ଣା ମୁରାରୀଙ୍କୁ ନେଇ ଗଠିତ ସର୍ବୋଚ୍ଚ ଅଦାଲତଙ୍କ ଖଣ୍ଡପୀଠ ମାମଲାର ଶୁଣାଣି କରିବେ। ଓଡ଼ିଶାର ଆବେଦନ ସହ ସୁପ୍ରିମକୋର୍ଟ ‘ରେଲା’ ନାମକ ଏନ୍‌ଜିଓ, ଛତିଶଗଡ଼ ଓ ତେଲଙ୍ଗାନା ପକ୍ଷରୁ କରାଯାଇଥିବା ଆବେଦନର ଶୁଣାଣି ମଧ୍ୟ କରିବେ। ପୋଲାଭରମ ଦ୍ୱାରା ଦକ୍ଷିଣ ଓଡ଼ିଶାର କେତେକ ଅଞ୍ଚଳ ଜଳାର୍ଣ୍ଣବ ହେବା ସହ କ୍ଷତି ଘଟାଇବ ବୋଲି ଓଡ଼ିଶା ପକ୍ଷରୁ କରାଯାଇଥିବା ଆବେଦନରେ ଦର୍ଶାଯାଇଥିଲା। କେନ୍ଦ୍ରର ସହାୟତାରେ ନିର୍ମାଣ କରାଯାଉଥିବା ଏହି ପ୍ରକଳ୍ପକୁ ଏକାଧିକ ରାଜ୍ୟ ବିରୋଧ କରିଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟବାସୀଙ୍କ ପାଇଁ ଖୁସି ଖବର: ଏଣିକି ଗୋଟିଏ କଲ୍‌ରେ ମିଳିବ ଏହି ୩ ଜରୁରିକାଳୀନ ସେବା

ଭୁବନେଶ୍ୱର,୧୯।୩(ବ୍ୟୁରୋ): ରାଜ୍ୟବାସୀଙ୍କ ପାଇଁ ଖୁସି ଖବର। କାରଣ ଗୋଟିଏ ନମ୍ବରକୁ କଲେ କଲେ ଏଣିକି ୩ ଜରୁରିକାଳୀନ ସେବା ଉପଲବ୍ଧ ହେବ। ୧୧୨ ନଂକୁ କଲ୍‌...

ଅପହୃତା ନାବାଳିକା ଭୁବନେଶ୍ୱରରୁ ଉଦ୍ଧାର: ଅଭିଯୁକ୍ତ ଯୁବକ ଗିରଫ

ନୟାଗଡ଼ ଅଫିସ/ରଣପୁର,୨୦ା୭(ସ୍ବ.ପ୍ର.): ନୟାଗଡ଼ ଜିଲା ଚାନ୍ଦପୁର ଥାନା ଅଞ୍ଚଳରୁ ଅପହୃତ ଜଣେ ନାବାଳିକାଙ୍କୁ ପୋଲିସ ଶୁକ୍ରବାର ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ପରିସରରୁ ଉଦ୍ଧାର କରିଛି। ଏଥିସହିତ...

କେନ୍ଦୁଝରବାସୀଙ୍କୁ ୪,୭୦୩ କୋଟି ୨୪ ଲକ୍ଷ ଟଙ୍କାର ପ୍ରକଳ୍ପ ଭେଟିଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୧୩ା୨(ସ୍ବ.ପ୍ର.): ସୋମବାର କେନ୍ଦୁଝର ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲାବାସୀଙ୍କୁ ୪ ହଜାର ୭୦୩ କୋଟି ୨୪ ଲକ୍ଷ ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି।...

ମୁଣ୍ଡୁଳି ଜଳସ୍ରୋତରେ ଫସିଲା ହାତୀ

କଟକ ଅଫିସ,୨୪ା୯: ମୁଣ୍ଡୁଳି ଜଳରେ ଏକ ଦନ୍ତାହାତୀ ଫସିଛି। ଜଳ ସ୍ରୋତ ଅଧିକ ଥିବାରୁ ହାତୀଟି କୂଳକୁ ଯାଇ ପାରୁ ନ ଥିବା ଜଣାପଡ଼ିଛି। ଏଥିସହ...

ନିୟମ କୋହଳ ନ ହେଲେ ଆନ୍ଦୋଳନ

ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟ ସରକାର ପୁନର୍ବାର ଟ୍ରାଫିକ ଧରପଗଡ଼ କଡାକଡି କରିଛନ୍ତି। ଦୁଇଥର ୩ ମାସ ଲେଖା ମହଲତ ଦେବା ପରେ ସରକାର ମାର୍ଚ୍ଚ ୧ ତାରିଖରୁ...

ଘରୁ ଚାଲିଥିଲା ଗଞ୍ଜେଇ ବେପାର: ସୋଲପଟା ଗ୍ରାମରେ ଯାଜପୁର ରୋଡ୍‌ ଅବକାରୀ ବିଭାଗର ଚଢ଼ାଉ; ୮୮ କେଜି ଗଞ୍ଜେଇ ସହ ମହିଳା ଗିରଫ

ଯାଜପୁର ରୋଡ୍‌,୩୧।୫(ନି.ପ୍ର.): ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସଙ୍କ ନିର୍ଦ୍ଦେଶ କ୍ରମେ ଯାଜପୁର ରୋଡ୍‌ ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ପାଣିକୋଇଲି ଥାନା ସୋଲପଟା ଗ୍ରାମରେ...

ନାବାଳିକାଙ୍କୁ ଅପହରଣ କରି ବିବାହ ଘଟଣା: ଜେଲ ଗଲେ ଅଭିଯୁକ୍ତ ସ୍ବାମୀ

ରୂପ୍‌ସା,୫।୨(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ସାର୍ଥା ଫାଣ୍ଡି ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ କରି ବିବାହ କରିଥିବା ଅଭିଯୋଗରେ ସିଂଲା ଥାନା ପୋଲିସ ଶୁକଦେବ ମଲିକ...

ଆତ୍ମସମର୍ପଣ କଲେ କନ୍ଧମାଳର ୨ଯୁବକ

ଭୁବନେଶ୍ୱର(ବ୍ୟୁରୋ)/ ଫୁଲବାଣୀ ଅଫିସ, ୧୪।୧୦: ଭୁବନେଶ୍ୱର ଉପକଣ୍ଠ ପାତ୍ରପଡ଼ା ନିକଟସ୍ଥ ପୋଖରୀରୁ ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗ ଦାସଙ୍କ ମୃତଦେହ ମିଳିବା...

Advertisement
Archives

Model This Week