Posted inଜାତୀୟ

ସୁପ୍ରିମ୍‌କୋର୍ଟକୁ ମିଳିବ ନୂଆ ବିଲ୍ଡିଂ: ଖର୍ଚ୍ଚ ହୋଇଛି ୮ଶହ ୮୫ କୋଟି

ନୂଆଦିଲ୍ଲୀ,୧୭।୭: ସୁପ୍ରିମ୍‌କୋର୍ଟକୁ ନୂଆ ବିଲ୍ଡିଂ ମିଳିବ। ଏହାର ଉଦ୍‌ଘାଟନ ବୁଧବାର ଅପରାହ୍ନ ୪ଟା ୩୦ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ କରିବେ। ଏହି କାର୍ଯ୍ୟକ୍ରମରେ ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ, ଆଇନମନ୍ତ୍ରୀ ରବି ଶଙ୍କର ପ୍ରସାଦ ଏବଂ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍‌ ସିଂ ପୁରୀ ପ୍ରମୁଖ ଉପସ୍ଥିତ ରହିବେ। ପ୍ରାୟ ୧୨ ଏକର ପରିମିତ ଅଞ୍ଚଳରେ ରହିଥିବା ସୁପ୍ରିମ୍‌କୋର୍ଟର ଏହି ନୂଆ ବିଲ୍ଡିଂ ନିର୍ମାଣରେ ୮ଶହ ୮୫ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଏହାକୁ ୧୫ ଲକ୍ଷ ୪୦ ହଜାର ବର୍ଗଫୁଟ ଜମିରେ ନିର୍ମାଣ କରାଯାଇଥିବା କୁହାଯାଉଛି। ଏଥିରେ ପରିବେଶ ଅନୁକୁଳ ସୌରଶକ୍ତିର ଉପଯୋଗ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ଧମକରେ ଚିହିଁକି ଉଠିଲା ଚାଇନା, କହିଲା ଆମ ପାଇଁ ସବୁବେଳେ ହର୍ମୁଜ…

ବେଜିଂ,୧୩ା୪: ଇସଲାମାବାଦରେ ୨୧ ଘଣ୍ଟା ଧରି ଚାଲିଥିବା ମାରାଥନ ବୈଠକରେ କୌଣସି ସମାଧାନର ବାଟ ବାହାରିପାରିଲା ନାହିଁ। ଫଳରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ଶାନ୍ତି ଆଲୋଚନା ବାଟବଣା ହେବା ବେଳେ, ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିଛନ୍ତି ଟ୍ରମ୍ପ

ଓ୍ବାଶିଂଟନ,୧୩।୪: ପାକିସ୍ତାନରେ ଆମେରିକା-ଇରାନ ‘ଶାନ୍ତି ଆଲୋଚନା’ ବିଫଳ ହୋଇଛି। ଇରାନ ଆମେରିକୀୟ ପ୍ରସ୍ତାବକୁ ଗ୍ରହଣ କରିବାକୁ ମନା କରିଛି। ଫଳସ୍ବରୂପ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ…

ବିଶୋଧିତ ଜଳ ବ୍ୟବହାର କଲେ ମନୁଷ୍ୟ ସମାଜ ସୁସ୍ଥ ରହିବ

ବିଶାଳ ଭୂପୃଷ୍ଠକୁ ସୁବିସ୍ତୃତ ଜଳରାଶି ଚାରିପଟୁ ସଜାଗ ପୋଲିସ ବାହିନୀ ସଦୃଶ ଘେରିରହିଛି। ମହାସାଗର, ସାଗର ଓ ନଦୀଜଳ ଦ୍ୱାରା ଜାଗତିକ ସଭ୍ୟତା ଉନ୍ନତିର ସୋପାନରେ ଆଗେଇ…

ଅନ୍ଧକାର ଘେରରେ ଛତ୍ରପୁର ଶିଶୁ ଉଦ୍ୟାନ; ଜଳୁନି ଲାଇଟ୍, ପ୍ରଶାସନକୁ ଧ୍ୟାନ ଦେବାକୁ ଦାବି

ଛତ୍ରପୁର,୧୩।୪(ଦିଲୀପ ସାମଲ): ସାରା ଦିନ କଠିନ ପରିଶ୍ରମ କରି ପାଠ ପଢୁଥିବା ଶିଶୁଟିଏ ସଞ୍ଜ ନଇଁଲେ ନିଜକୁ ଖେଳ କୁଦରେ ଲିପ୍ତ କରି ଦେଇଥାଏ। ଆଉ ଯେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri