ସୁବ୍ରମଣ୍ୟନ୍‌ଙ୍କ ଅଭିଯୋଗକୁ ଇଏସିଙ୍କ ଖଣ୍ଡନ

ନୂଆଦିଲ୍ଲୀ,୨୦।୬:  ପ୍ରଧାନମନ୍ତ୍ରୀଙ୍କ ଆର୍ଥିକ ଉପଦେଷ୍ଟା କମିଟି(ଇଏସି-ପିଏମ୍‌) ବୁଧବାର ପୂର୍ବତନ ମୁଖ୍ୟ ଆର୍ଥିକ ଉପଦେଷ୍ଟା(ସିଇଏ) ଅରବିନ୍ଦ ସୁବ୍ରମଣ୍ୟନ୍‌ଙ୍କ ଜିଡିପି ଡାଟାକୁ ନେଇ ଉଠାଇଥିବା ବିବାଦକୁ ଖଣ୍ଡନ କରିଛନ୍ତି। ଇଏସି-ପିଏମ୍‌ଙ୍କ ପକ୍ଷରୁ କୁହାଯାଇଛି ଯେ, ବର୍ତ୍ତମାନ ଦେଶର ଜିଡିପି ଆକଳନ ପଦ୍ଧତି ଏକ ଉତ୍ତରଦାୟୀ, ସ୍ବଚ୍ଛ ଏବଂ ସୁବ୍ୟବସ୍ଥିତ ରୂପରେ ବିଶ୍ୱରେ ପ୍ରଚଳିତ ମାନଦଣ୍ଡ ଅନୁଯାୟୀ କରାଯାଉଛି। ଇଏସି ପକ୍ଷରୁ ‘ଭାରତରେ ଜିଡିପି ଆକଳନ-ପରିଦୃଶ୍ୟ ଏବଂ ତଥ୍ୟ’ ଶୀର୍ଷକରେ ଏକ ବିସ୍ତାରିତ ତଥ୍ୟ ଜାରି କରାଯାଇ ସୁବ୍ରମଣ୍ୟନଙ୍କ ସମ୍ପୂର୍ଣ୍ଣ ରିପୋର୍ଟକୁ ପ୍ରତ୍ୟେକ ବିନ୍ଦୁ ଅନୁସାରେ ଖଣ୍ଡନ କରାଯାଇଛି। ନିଜର ସଦ୍ୟତମ ରିପୋର୍ଟରେ ସୁବ୍ରମଣ୍ୟନ କହିଥିଲେ ଯେ, ୨୦୧୧-୧୨ରୁ ୨୦୧୬-୧୭ ମଧ୍ୟରେ ଭାରତର ଜିଡିପି ଅଭିବୃଦ୍ଧିକୁ ସମ୍ଭବତଃ ୨.୫% ବଢ଼ାଇ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ମାସରେ ବୃଦ୍ଧି ପାଇଲା ହୋଲସେଲ୍ ମହଙ୍ଗା ହାର

ଚେନ୍ନାଇ,୧୫।୪: ମାର୍ଚ୍ଚ ମାସରେ ହୋଲସେଲ ମହଙ୍ଗା(ମୁଦ୍ରାସ୍ଫୀତି) ହାର ବୃଦ୍ଧି ପାଇ ୦.୫ ପ୍ରତିଶତରେ ପହଞ୍ଚିଛି। ଫେବୃଆରୀ ମାସରେ ଏହା ୦.୨ ପ୍ରତିଶତ ଥିଲା। ଏହି ରିପୋର୍ଟ...

ଆପଲ୍ କୁ ପଛରେ ପକାଇ ଏକ ନମ୍ବର ସ୍ମାର୍ଟଫୋନ୍ ବ୍ରାଣ୍ଡ ହେଲା ସାମସଙ୍ଗ, ହ୍ରାସ ପାଇଲା ଆଇଫୋନ୍ ବିକ୍ରି

ମୁମ୍ବାଇ,୧୫।୪: ଆଇଡିସିର ରିପୋର୍ଟ ଅନୁଯାୟୀ ବିଶ୍ୱର ଏକ ନମ୍ବର ସ୍ମାର୍ଟଫୋନ୍ ବ୍ରାଣ୍ଡ ମାନ୍ୟତା ପାଇଛି ସାମସଙ୍ଗ। ଏଥିସହିତ ବିଶ୍ୱର ଏକ ନମ୍ବର ସ୍ମାର୍ଟଫୋନ୍ ବ୍ରାଣ୍ଡ ଭାବରେ...

ଟେସଲା ସହିତ ସେମିକଣ୍ଡକ୍ଟର ଚିପ୍ସ ପାଇଁ ଚୁକ୍ତି ସ୍ଵାକ୍ଷର କଲା ଟାଟା ଇଲେକ୍ଟ୍ରୋନିକ୍ସ

ମୁମ୍ବାଇ,୧୫।୪: ଆମେରିକାର ଅଟୋମେକର୍ ଟେସଲା ଟାଟା ଇଲେକ୍ଟ୍ରୋନିକ୍ସ ସହିତ ସେମିକଣ୍ଡକ୍ଟର ଚିପ୍ସ ପାଇଁ ଏକ ରଣନୀତିକ ଚୁକ୍ତି ସ୍ୱାକ୍ଷର କରିଛି। ରିପୋର୍ଟ ଅନୁଯାୟୀ ଟେସଲା ଭାରତରେ...

ଇରାନ-ଇସ୍ରାଏଲ ଟେନସନ: ଷ୍ଟକ୍ ମାର୍କେଟରେ ହାହାକାର, ୯୦୦ ପଏଣ୍ଟ ଖସିଲା ସେନସେକ୍ସ

ମୁମ୍ବାଇ,୧୫।୪: ଭାରତୀୟ ଷ୍ଟକ୍ ମାର୍କେଟରେ ସୋମବାର ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି। ଶନିବାର ଏବଂ ରବିବାର ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଭଳି...

ଆଶାଠାରୁ ଅଧିକ କାରବାର, ବଜାରରେ ଶୀତତାପ ସାମଗ୍ରୀ ଚାହିଦା ବୃଦ୍ଧି

୧୫ା୪: ଭୁବନେଶ୍ୱର,୧୫ା୪: (ଅଭୟ ଦାଶ): ଦିନକୁ ଦିନ ତାପମାତ୍ରାରେ ବୃଦ୍ଧି ସାଙ୍ଗକୁ ବଜାରରେ ଶୀତତାପ ସାମଗ୍ରୀ ଯଥା ଏୟାର କଣ୍ଡିଶନର (ଏସି), କୁଲର, ରେଫ୍ରିଜରେଟର ଏବଂ...

ଏଫ୍‌ଡି ସୁଧ ହାରରେ ବୃଦ୍ଧି

ଭୁବନେଶ୍ୱର,୧୫ା୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବଜାଜ ଫିନ୍‌ସର୍ଭର ଅଗ୍ରଣୀ କମ୍ପାନୀ ବଜାଜ ଫାଇନାନ୍ସ ଲିମିଟେଡ୍‌ ପକ୍ଷରୁ ତା’ର ସମସ୍ତ ଅବଧିର ଫିକ୍ସଡ୍‌ ଡିପୋଜିଟ୍‌...

ଅତ୍ୟାବଶ୍ୟକ ସାମଗ୍ରୀର ଦର ଆକାଶଛୁଆଁ

ଭୁବନେଶ୍ୱର,୧୫ା୪: ଦିନକୁ ଦିନ ଅତ୍ୟାବଶ୍ୟକ ସାମଗ୍ରୀର ଦର ଉଚ୍ଚ ରହିବାରୁ ଉଭୟ ଖାଉଟି ଓ ବ୍ୟବସାୟୀ ଚିନ୍ତାରେ ପଡ଼ିଛନ୍ତି। ବିଶେଷକରି ଘରୋଇ ବଜାରରେ ପରିବାଠାରୁ ଆରମ୍ଭକରି...

ପଶ୍ଚିମ ଏସିଆରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ମୂଲ୍ୟ ୧୦୦ ଡଲାର ପାର କରିବା ସମ୍ଭାବନା

ନୂଆଦିଲ୍ଲୀ,୧୪।୪: ପଶ୍ଚିମ ଏସିଆରେ ପୁଣି ବିବାଦ ଚରମ ସୀମାରେ ପହଞ୍ଚିଛି। ପ୍ରଥମ ଥର ପାଇଁ ଇରାନ-ଇସ୍ରାଏଲ ମୁହାଁମୁହିଁ ହୋଇଛନ୍ତି। ଫଳରେ ଏହି ଅଂଚଳରେ ପ୍ରତ୍ୟେକ୍ଷ ଯୁଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri