Posted inଜାତୀୟ

ସୁମନ ଯୋଜନା: ଗର୍ଭବତୀଙ୍କ ସମସ୍ତ ଖର୍ଚ୍ଚ ବହନ କରିବେ ସରକାର

ନୂଆଦିଲ୍ଲୀ,୧୨।୧୦: ଗର୍ଭବତୀଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସୁମନ ଯୋଜନା ଆରମ୍ଭ କରାଯାଇଛି। ଏହି ଯୋଜନା ଅନ୍ତର୍ଗତ ଗର୍ଭବତୀଙ୍କ ସମସ୍ତ ଖର୍ଚ୍ଚ ସରକାର ବହନ କରିବେ। ସୁରକ୍ଷିତ ମାତୃତ୍ୱ ଲାଗି ଏହି ଯୋଜନା ଆରମ୍ଭ କରାଯାଇଛି। ସମ୍ପ୍ରତି ଦେଶର ୮୦ ପ୍ରତିଶତ ଗର୍ଭବତୀ ସରକାରୀ ହସ୍ପିଟାଲରେ ଅଭିଜ୍ଞ ଏବଂ ତାଲିମପ୍ରାପ୍ତ ସ୍ବାସ୍ଥ୍ୟ କର୍ମଚାରୀଙ୍କ ସହାୟତାରେ ପ୍ରସବ କରୁଛନ୍ତି। ତେବେ ଏହାକୁ ଶତ ପ୍ରତିଶତରେ ପହଞ୍ଚାଇବା ଲାଗି କେନ୍ଦ୍ର ସରକାର ଉଦ୍ୟମ କରୁଛନ୍ତି। ଏହି ଯୋଜନାରେ ପ୍ରସୂତୀ ଏବଂ ନବଜାତ ଶିଶୁଙ୍କୁ ୬ ମାସ ପର୍ଯ୍ୟନ୍ତ ସମସ୍ତ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଫୋନ୍‌ ଉଠାନ୍ତି ନାହିଁ ଧୋନୀ: ଜନ୍ମଦିନରେ ଜାଣନ୍ତୁ ‘କ୍ୟାପ୍ଟେନ କୁଲ’ଙ୍କ ବିଷୟରେ ୭ ଅଜଣା କଥା

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଆଜି ୪୫ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କୁ ବିଶ୍ୱର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରେ ଗଣନା କରାଯାଏ।…

ନିରବତା ମଧ୍ୟରେ ପୁଣି ବିସ୍ଫୋରଣର ପ୍ରତିଧ୍ୱନି? ହର୍ମୁଜରେ ଆକ୍ରମଣ କଲା ଇରାନ? ଦୁଇ ଜାହାଜ ଉପରେ ମିଶାଇଲ ଆଟାକ

ତେହରାନ,୭।୭: ଇରାନ ତା’ର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମନେଇଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରୁଛି; ସମଗ୍ର ଦେଶ ଏବେ ଶୋକରେ ଅଛି। ଏହି ସମୟରେ, ହର୍ମୁଜ ପ୍ରଣାଳୀରେ…

ଆଜି ପଡ଼ଆକୁ ଓହ୍ଲାଇ ସଭିଙ୍କୁ ଚକିତ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ…, ଭାରତ ବନାମ ଇଂଲଣ୍ଡ ତୃତୀୟ ଟି-୨୦ ଉପରେ ରହିଛି ନଜର

ନୂଆଦିଲ୍ଲୀ,୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ଆଜି (ମଙ୍ଗଳବାର) ନଟିଂହାମର ଟ୍ରେଣ୍ଟ ବ୍ରିଜ ଗ୍ରାଉଣ୍ଡରେ ଖେଳାଯିବ। ସିରିଜରେ…

ଆଇଆଇସି ବିଉଟି ମହାନ୍ତି ଆତ୍ମହତ୍ୟା ମାମଲା: ସନ୍ଦେହ ଘେରରେ ଏଏସ୍‌ଆଇ

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ଭାବେ କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀ ବିଉଟି ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି। ଦିନ ଗଡ଼ିବା…

ବର୍ଷାରେ ଧୋଇଗଲା ନିର୍ମାଣାଧିନ ରିଂ ରୋଡ: ସ୍ଥାୟିତ୍ୱ ନେଇ ଉଠିଲାଣି ପ୍ରଶ୍ନ

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶରେ ରିଂ ରୋଡ ନିର୍ମାଣ ଚାଲିଛି । ବରଗଡ଼ ସାଇ ମନ୍ଦିରରୁ ରୁହୁଣିଆଁ ପର୍ଯ୍ୟନ୍ତ ହେବାକୁ ଥିବା…

ପାକିସ୍ତାନ ଇଙ୍ଗିତରେ ନାଚୁଛି ବାଂଲାଦେଶ: ଭାରତୀୟ ରାଷ୍ଟ୍ରଦୂତଙ୍କ ଆଗରେ କଲା ଏମିତି କାମ

ଶ୍ରୀନଗର,୭।୭:ଜମ୍ମୁ ଓ କଶ୍ମୀର ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ। ଏହା ସତ୍ତ୍ୱେ ଅନେକ କ୍ଷେତ୍ରରେ କଶ୍ମୀରକୁ ଭାରତଠାରୁ ପୃଥକ ଭାବରେ ଦର୍ଶାଯାଇଛି। ବାଂଲାଦେଶରେ ଏପରି ଏକ ଘଟଣା…

ବିବାଦରେ ମୈଥିଲୀ ଠାକୁର: ଯୁବକଙ୍କୁ ଧମକ, ଗାଳିଗୁଲଜ କରିବା ନେଇ ଆସିଲା ଅଭିଯୋଗ, ଜାଣନ୍ତୁ କାହିଁକି ରାଗିଲେ ବିଧାୟିକା?

ନୂଆଦିଲ୍ଲୀ, ୭।୭: ବିହାରର ଦରଭଙ୍ଗା ଜିଲା ଅଲୀନଗର ଆସନର ଭାଜପା ବିଧାୟିକା ତଥା ପ୍ରସିଦ୍ଧ ଗାୟିକା ମୈଥିଲୀ ଠାକୁର ଏବେ ଏକ ବଡ଼ ବିବାଦରେ ଛନ୍ଦି ହୋଇପଡ଼ିଛନ୍ତି।…

ପୁରୀ-କୋରାପୁଟ ସ୍ପେସିଆଲ୍‌ ଟ୍ରେନକୁ କେସିଙ୍ଗାରେ ସ୍ବାଗତ: ରହଣି ସମୟ ପରିବର୍ତ୍ତନ ପାଇଁ ଦାବି

କେସିଙ୍ଗା, ୭।୭( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ର ପୁରୀ-ଶାବର କ୍ଷେତ୍ର କୋରାପୁଟ ସ୍ପେସିଆଲ୍‌ ଏକ୍ସପ୍ରେସ ଟ୍ରେନ (ନଂ .୧୮୪୦୮)କୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଓ ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri