ସୁରକ୍ଷାକର୍ମୀଙ୍କୁ ମାଡ଼, ମାମଲା ରୁଜୁ

ଯୋଡ଼ା,୨୦।୭(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଯୋଡ଼ା ସହରର ହୁଡିସାହିଠାରେ ରହୁଥିବା ସୁରକ୍ଷାକର୍ମୀଙ୍କ ସହଯୋଗୀମାନେ ମାଡ଼ ମାରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗରୁ ଜଣାପଡ଼ିଛି ଯେ, ଏକ ସିକ୍ୟୁରିଟି ସଂସ୍ଥାରେ ସୁରକ୍ଷାକର୍ମୀ ଭାବେ କାର୍ଯ୍ୟ କରୁଥିବା  ରାମ୍‌ ଗତ ଜୁନ୍‌ ୨୭ ତାରିଖରେ ଏକ ବାଇକ୍‌ କିଣିଥିଲେ। ଏଥିପାଇଁ ତାଙ୍କ ସହଯୋଗୀମାନେ  ମଦ ପିଇବା ପାଇଁ କିଛି ଟଙ୍କା ମାଗିଥିଲେ। ମାତ୍ର ଟଙ୍କା ନ ଦେବାରୁ ତାଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ଏନେଇ ୨୮ ତାରିଖରେ ବିକ୍ରମ ଥାନାରେ ଅଭିଯୋଗ କରିଥିଲେ। ପୋଲିସ କୌଣସି ପଦକ୍ଷେପ ନ ନେଇ ଉଭୟଙ୍କ ମଧ୍ୟରେ ଆପୋସ ବୁଝାମଣା କରି ସମାଧାନ କରିଦେଇଥିଲା। ତେବେ ପୁଣି ଜୁଲାଇ୧୭ ତାରିଖରେ ତାଙ୍କ ସହଯୋଗୀମାନେ ପୁନର୍ବାର ଟଙ୍କା ମାଗିଥିଲେ ଏବଂ ଦେଲେ ମାର୍‌ପିଟ କରିବାର ଧମକ ଦେଇଥିଲେ। ଏନେଇ ଯୋଡ଼ା ଥାନାରେ  ଲିଖିତ ଅଭିଯୋଗ କରିଥିବା ପୋଲିସ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri