Posted inଜାତୀୟ

ସୁରକ୍ଷାକର୍ମୀଙ୍କୁ ସଫଳତା: ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀ ନିହତ

ଶ୍ରୀନଗର, ୧୩।୬: ଜମ୍ମୁ-କଶ୍ମୀରର ଅନନ୍ତନାଗ ଏବଂ କୁଲଗାମ୍‌ ଜିଲାରେ ଆତଙ୍କବାଦୀ ସର୍ଚ୍ଚ ଅପରେଶନରେ ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତିି। କୁଲଗାମ୍‌ର ନିପୋରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇଁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ଉଭୟ ପକ୍ଷଙ୍କ ମଧ୍ୟରେ ଗୁଳି ବିନିମୟ ଶନିବାର ଭୋରରୁ ଜାରି ରହିଥିବା ଜମ୍ମୁ-କଶ୍ମୀର ଜୋନ୍‌ ପୋଲିସ ଟୁଇଟ୍‌ କରି ସୂଚନା ଦେଇଛି। ସୂଚନାଯୋଗ୍ୟ, ପାକିସ୍ତାନ ଲଗାତାର ଭାରତରେ ଆତଙ୍କବାଦୀ ଆକ୍ରମଣ କରିବା ଲାଗି ଉଦ୍ୟମ କରୁଛି। ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନ ପଟୁ ଆତଙ୍କବାଦୀମାନେ ଭାରତରେ ଅନୁପ୍ରବେଶ ପ୍ରୟାସ ମଧ୍ୟ ଜାରିରଖିଥିବା ଜମ୍ମୁ-କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରଚୂଡ଼ ହେଲେ ୫୦ ତମ ପ୍ରଧାନ ବିଚାରପତି, ୨୦୨୪ ନଭେମ୍ବର ୧୦ ପର୍ଯ୍ୟନ୍ତ କାର୍ଯ୍ୟକାଳ…

ନୂଆଦିଲ୍ଲୀ,୯।୧୧ : ଦେଶର ୫୦ ତମ ପ୍ରଧାନ ବିଚାରପତି ଭାବେ ଡିଓ୍ବାଇ ଚନ୍ଦ୍ରଚୂଡ଼ ବୁଧବାର ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ...

ଆସନ୍ତା ସପ୍ତାହରେ ଭାରତ ଆସିପାରନ୍ତି ଆମେରିକା ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ,୨୧।୭: ଭାରତ ଗସ୍ତରେ ଆସିପାରନ୍ତି ଆମେରିକାର ବୈଦେଶିକ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କନ୍‌। ଆସନ୍ତା ସପ୍ତାହରେ ସେ ଆସିବା ନେଇ ଭାରତ ଓ ଆମେରିକା ମଧ୍ୟରେ ବିଚାର...

ହିମାଚଳ ପ୍ରଦେଶର ସମସ୍ତ ୬୮ ବିଧାନସଭା ଆସନରେ ଲଢିବ ଏଏପି

ଶିମଲା,୨୦ ।୯: ଆମ ଆଦମୀ ପାର୍ଟି(ଏଏପି) ବେଳକୁ ବେଳ ଶକ୍ତିଶାଳୀ ହେବାକୁ ଲାଗିଛି । ଏବେ ସେ ଦେଶର ପ୍ରାୟ ସମସ୍ତ ରାଜ୍ୟରେ ନିର୍ବାଚନ ଲଢିବାକୁ...

ଆଜି ୭୧ ହଜାର ନିଯୁକ୍ତି ପତ୍ର ପ୍ରଦାନ କରିବେ ମୋଦି

ନୂଆଦିଲ୍ଲୀ,୨୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରୋଜଗାର ମେଳା କାର୍ଯ୍ୟକ୍ରମ ଅଧୀନରେ ୭୧ ହଜାର ନିଯୁକ୍ତି ପତ୍ର ପ୍ରଦାନ କରିବେ। ପୂର୍ବାହ୍ନ ୧୦.୩୦ ସମୟରେ ପ୍ରଧାନମନ୍ତ୍ରୀ...

ଲୋକ ସଭା ନିର୍ବାଚନ ପର୍ଯ୍ୟନ୍ତ ମାଗଣା ରାଶନ, ଯୋଗୀ ସରକାରଙ୍କ ଯୋଜନା…

ଲକ୍ଷ୍ନୌ, ୧୬।୩ : ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ବିଜୟରେ ଆନନ୍ଦିତ ଭାଜପା ସରକାର ରାଜ୍ୟର ୧୫ କୋଟି ଗରିବ ଲୋକଙ୍କୁ ଖୁସି ଖବର ଦେବାକୁ ପ୍ରସ୍ତୁତ...

ସିଦ୍ଧୁ ମୁସେୱାଲା ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ

ଚଣ୍ଡିଗଡ,୩୦।୮: ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲା ହତ୍ୟା ମାମଲାରେ ପଞ୍ଜାବ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏହି ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ତଥା...

କର୍ନାଟକ ବିଧାନସଭାରେ ସାବରକରଙ୍କ ଫଟୋକୁ ନେଇ ବିବାଦ: ଧାରଣାରେ ବସିଲା କଂଗ୍ରେସ…

ବେଙ୍ଗାଲୁରୁ,୧୯।୧୨ : କର୍ନାଟକ ବିଧାନସଭାରେ ବୀର ସାବରକରଙ୍କ ଫଟୋ ସ୍ଥାପନକୁ ନେଇ ଏକ ଅଡୁଆ ସୃଷ୍ଟି ହୋଇଛି। ଏହା ବିରୋଧରେ ବିରୋଧୀ ଦଳର ନେତା ସିଦ୍ଧରମୈୟା...

ପିଆଇବି ପ୍ରମୁଖ ମହାନିର୍ଦ୍ଦେଶକ ସତ୍ୟେନ୍ଦ୍ରଙ୍କ ଦାୟିତ୍ୱ ଗ୍ରହଣ

ନୂଆଦିଲ୍ଲୀ,୨ା୮: ପତ୍ର ସୂଚନା କାର୍ଯ୍ୟାଳୟ(ପିଆଇବି)ର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ସତ୍ୟେନ୍ଦ୍ର ପ୍ରକାଶ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ଭାରତୀୟ ସୂଚନା ସେବା(ଆଇଆଇଏସ୍‌)ର ୧୯୮୮ ବ୍ୟାଚର...

Advertisement
Archives

Model This Week