Posted inଜାତୀୟ

ସୁରକ୍ଷାକର୍ମୀଙ୍କୁ ସଫଳତା: ଜୈଶ୍‌ ଆତଙ୍କବାଦୀ ଗିରଫ

ଶ୍ରୀନଗର,୨୨।୧୧: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ପୁଲଓ୍ବାମା ଜିଲାର ଚଟପୋରା ବୋଲେରା ଅଞ୍ଚଳରୁ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନ ସଦସ୍ୟ ନସିର ଅହମ୍ମଦ ଡାରଙ୍କୁ ଗିରଫ କରାଯାଇଛି। ସେ ତ୍ରାଲର ବାସିନ୍ଦା ବୋଲି କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ କୁହାଯାଇଛି। ନସିରଙ୍କ ପାଖରୁ ଗୋଳାବାରୁଦ ଏବଂ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ତାଙ୍କୁ ପଚରା ଉଚରା ଜାରି ରହିଛି। ସୂଚନାଯୋଗ୍ୟ, ଶନିବାର ଅଓ୍ବନ୍ତିପୋରାରୁ ଆତଙ୍କବାଦୀଙ୍କୁ ସହାୟତା କରୁଥିବା ଦୁଇ ଜଣ ସନ୍ଦିଗ୍ଧଙ୍କୁ ମିଳିତ ସୁରକ୍ଷାକର୍ମୀ ଗିରଫ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିସୋଡିଆଙ୍କୁ ଗିରଫ କଲା ଇଡି

ନୂଆଦିଲ୍ଲୀ,୯।୩: ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଅଡ଼ୁଆ ବେଳକୁ ବେଳ ବଢ଼ିବାରେ ଲାଗିଛି। ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସିସୋଡିଆଙ୍କୁ ପ୍ରାୟ ୮ଘଣ୍ଟା...

୫ ମାସ ପରେ ଦୈନିକ ସଂକ୍ରମଣ ସର୍ବନିମ୍ନ…

ନୂଆଦିଲ୍ଲୀ,୧୭।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଦୈନିକ...

ଚମକିଲା ସୋନଭଦ୍ର ଭାଗ୍ୟ: ସୁନା ପରେ ଏବେ ମାଟି ତଳେ ୟୁରାନିୟମ୍‌ ଭଣ୍ଡାର ଥିବାର ମିଳିଲା ସୂଚନା

ଲକ୍ଷ୍ନୌ,୨୨।୨: ଉତ୍ତରପ୍ରଦେଶର ସୋନଭଦ୍ର ଅଞ୍ଚଳ ଭାଗ୍ୟ ଚମକିବାରେ ଲାଗିଛି। ଦୁଇଦିନ ତଳେ ଏହି ଅଞ୍ଚଳର ମାଟି ତଳେ ହଜାର ହଜାର ଟନ୍‌ ସୁନା ପଥର ଥିବା...

ମନ୍ଦିରରେ ପ୍ରବେଶ କରିବାରୁ ୨ ବର୍ଷ ଶିଶୁଙ୍କ ମାତାପିତାଙ୍କୁ ଦଣ୍ଡ, ୨୩ ହଜାର ଜରିମାନା…

କୋପ୍ପଲ,୨୨।୯: ଭକ୍ତ ଏବଂ ଭଗବାନଙ୍କ ମଧ୍ୟରେ ଥିବା ସମ୍ପର୍କ ଅତି ନିଆରା। ଭଗବାନ ଭକ୍ତର ଭାବରେ ବନ୍ଧା। ଭଗବାନଙ୍କୁ ଦର୍ଶନ କରିବାରେ ଭକ୍ତଙ୍କ ଉପରେ ପହରା...

ମୃତ୍ୟୁର ତାଣ୍ଡବ ଆରମ୍ଭ, ୨୪ ଘଣ୍ଟାରେ ୮୯୩ ମୃତ…

ନୂଆଦିଲ୍ଲୀ, ୩୦।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣରେ କମୁଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪...

ଉନ୍ନାଓ ପୀଡିତାଙ୍କ ବୟାନ ରେକର୍ଡ କଲା ସିବିଆଇ

ନୂଆଦିଲ୍ଲୀ,୨।୯: ଦିଲ୍ଲୀସ୍ଥିତ ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ରେ ଚିକିତ୍ସାଧିନ ଥିବା ଉନ୍ନାଓ ବଳାତ୍କାର ପୀତାଙ୍କ ବୟାନ ସିବିଆଇ ରେକର୍ଡ କରିଥିବା ସୂଚନା ମିଳିଛି।...

ଚାଷୀଙ୍କ ପ୍ରତି ସମ୍ମାନ ନାହିଁ

ନୂଆଦିଲ୍ଲୀ/ଲକ୍ଷ୍ନୌ/ଜୟପୁର/ଚଣ୍ଡିଗଡ଼,୧୬ା୧:ଚାଷୀଙ୍କ ପ୍ରତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଦୌ ସମ୍ମାନ ନାହିଁ। କୃଷି ଆଇନ ବିରୋଧରେ ଆନ୍ଦୋଳନରତ କୃଷକମାନଙ୍କୁ ପ୍ରତିହତ କରିବା ଲାଗି ମୋଦି ଉଦ୍ୟମ ଚଳାଇଛନ୍ତି।...

୮୮ ପୃଷ୍ଠାର ଏଫ୍‌ଆଇଆର୍‌: ଲେଖି ଲେଖି ପୋଲିସ ନୟାନ୍ତ

ଡେରାଡୁନ୍‌: ଗୋଟିଏ କି ଦୁଇଟି ନୁହେଁ, ପୂରା ୮୮ ପୃଷ୍ଠାର ଏଫ୍‌ଆଇଆର (ଫାଷ୍ଟ ଇନ୍‌ଫର୍ମେଶନ ରିପୋର୍ଟ)। ଆଶ୍ଚର୍ଯ୍ୟ ଲାଗୁଛି ନା! ହଁ, ଦେଶର ସବୁଠାରୁ ଲମ୍ବା...

Advertisement
Archives

Model This Week