Posted inଜାତୀୟ

ସୁରକ୍ଷାକର୍ମୀଙ୍କୁ ସଫଳତା: ସୋପୋରରୁ ଲଶ୍କର ଆତଙ୍କବାଦୀ ଗିରଫ

ଶ୍ରୀନଗର,୨।୧୧: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଉତ୍ତର କଶ୍ମୀରର ସୋପୋର ଅଞ୍ଚଳରୁ ଜଣେ ଲଶ୍କର-ଇ-ତୋଏବା ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ତାଙ୍କର ଅନ୍ୟ ୩ ଜଣ ସାଥିଙ୍କୁ ଧରିବା ପାଇଁ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି। ଗିରଫ ଆତଙ୍କବାଦୀଙ୍କ ନାମ ହେଉଛି ଦାନିଶ୍‌ ଚନ୍ନା। ସେ ଏବଂ ତାଙ୍କ ସାଥି ଉତ୍ତର କଶ୍ମୀରରେ ସାଧାରଣ ଲୋକ, ଦୋକାନ ମାଲିକ, ସରପଞ୍ଚ ଏବଂ ଗାଁ ନିଶାପ କମିଟି ସଦସ୍ୟ ଆଦିଙ୍କୁ ଆକ୍ରମଣ କରୁଥିବାର ଅଭିଯୋଗ ହୋଇଛି। ବାରମୁଳାରେ କେତେକ ବ୍ୟବସାୟୀଙ୍କ ଘରେ ପଶି ଅଭିଯୁକ୍ତମାନେ ଆକ୍ରମଣ କରିଥିବା ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କିରାଣିଙ୍କ ଘରୁ ୮ କିଲୋ ସୁନା, ୨.୧୭ କୋଟି ଟଙ୍କା ଜବତ

ଭୋପାଳ, ୩୦।୫ : ଏକ ଲାଞ୍ଚ ମାମଲାର ତଦନ୍ତ କରୁଥିବା ସିବିଆଇ ଶନିବାର ମଧ୍ୟପ୍ରଦେଶର ଭୋପାଳରେ ଜଣେ ସରକାରୀ କିରାଣିଙ୍କ ଘରେ ଚଢ଼ାଉ କରି ୨.୧୭...

ଇସ୍ତଫା ଦେଲେ ଚନ୍ନି

ଚଣ୍ଡିଗଡ,୧୧।୩: ପଞ୍ଜାବର ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଚରଣଜିତ ସିଂ ଚନ୍ନି ଶୁକ୍ରବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳ ବନୱାରିଲାଲ ପୁରୋହିତଙ୍କ ନିକଟରେ...

ବ୍ଲଡ୍‌ ସୁଗାର ନିୟନ୍ତ୍ରଣରେ ଭାରତୀୟ ଅସଫଳ: ସର୍ଭେ

ନୂଆଦିଲ୍ଲୀ,୨୩।୬: ଦେଶରେ ଡାଇବେଟିସ୍‌ ସମସ୍ୟା ବଢ଼ିଚାଲିଛି। ତେବେ ଲୋକଙ୍କ ମଧ୍ୟରେ ସଚେତନତା ଅଭାବରୁ ଏଭଳି ରୋଗୀଙ୍କ ସଂଖ୍ୟା ଧୀରେଧୀରେ ବୃଦ୍ଧି ପାଉଥିବା ଏକ ରିପୋର୍ଟରେ ଦର୍ଶାଯାଇଛି।...

କୋଭାକ୍ସିନ୍‌ରେ ନବଜାତ ବାଛୁରୀ ସିରମ୍‌: ଗୋହତ୍ୟା ଅଭିଯୋଗ ଆଣିଲା କଂଗ୍ରେସ…

ନୂଆଦିଲ୍ଲୀ,୧୬।୬: ଭାରତ ବାୟୋଟକ୍‌ ଦ୍ୱାରା ତିଆରି ହୋଇଥିବା କୋଭାକ୍ସିନ୍‌ ଟିକାକୁ ନେଇ ବିବାଦ ସୃଷ୍ଟି ହୋଇଛି। ସୂଚନା ଅଧିକାର ଆଇନ ଅନ୍ତର୍ଗତ ପଚରା ଯାଇଥିବା ଏକ...

ଉନ୍ନାଓ ପୀଡ଼ିତା ପରିବାରର ଦାବି: ଅଭିଯୁକ୍ତଙ୍କୁ ମିଳୁ ହାଇଦ୍ରାବାଦ ଭଳି ଦଣ୍ଡ

ନୂଆଦିଲ୍ଲୀ,୮ା୧୨(ପି.ଟି.): ଅର୍ଦ୍ଧଦଗ୍ଧ ଉନ୍ନାଓ ପୀଡିତା ଶୁକ୍ରବାର ରାତିରେ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ଆଖି ବୁଜିବା ପରେ ଏହାକୁ ନେଇ ରାଜନୀତି ଜୋର ଧରିଛି। ଅଭିଯୁକ୍ତମାନଙ୍କୁ ହାଇଦ୍ରାବାଦ...

ଭାରତ ପାଇଁ ମାଡିଆସୁଛି ବିପଦ

ନୂଆଦିଲ୍ଲୀ,୨୮।୧୦: ଅକ୍ଟୋବର ୩୦ରୁ ରୋମରେ ହେବାକୁ ଥିବା ୧୬ତମ ଜି -୨୦ ଶିଖର ସମ୍ମିଳନୀ ପୂର୍ବରୁ ଜଳବାୟୁ ପରିବର୍ତ୍ତନ ସହ ଜଡିତ ଏକ ରିପୋର୍ଟ ସମଗ୍ର...

ବିଧାନସଭାରେ ପର୍ନ ଦେଖୁଥିବା ବିଧାୟକ ହେଲେ ଉପ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୮।୮: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ. ୟେଦୁରପ୍ପା ମନ୍ତ୍ରିମଣ୍ଡଳ ସଂପ୍ରସାରଣ କରିଛନ୍ତି। ଅସନ୍ତୁଷ୍ଟଙ୍କୁ ମନାଇବା ପାଇଁ ସେ ୩ ଜଣଙ୍କୁ ରାଜ୍ୟର ଉପ ମୁଖ୍ୟମନ୍ତ୍ରୀ ପଦରେ ନିଯୁକ୍ତ...

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ବାୟୁସେନାକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୬।୮: ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ଦେବା ଅନୁଚ୍ଛେଦ ୩୭୦ ହଟାଯିବା ପରେ ଏବେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ...

Advertisement
Archives

Model This Week