Posted inଜାତୀୟ

ସୁରକ୍ଷାକର୍ମୀଙ୍କ ଉପରକୁ ଗ୍ରେନେଡ ଆକ୍ରମଣ

ଶ୍ରୀନଗର,୮।୧: ଜମ୍ମୁ-କଶ୍ମୀରରେ ଶାନ୍ତି ଭଙ୍ଗ କରିବା ପାଇଁ ପାକିସ୍ତାନ ସବୁବେଳେ ଉଦ୍ୟମ ଚଳାଇଛି। କେତେବେଳେ ସୀମାରେ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଉଛି ତ କେତେବେଳେ ଅସ୍ତ୍ରବିରତି ଉଲ୍ଲଂଘନ ଆଉ କେତେବେଳେ ଆତଙ୍କବାଦୀ ଆକ୍ରମଣ। ଇତିମଧ୍ୟରେ ବୁଧବାର ଶ୍ରୀନଗରର ହବାକ ଅଞ୍ଚଳରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଗ୍ରେନେଡ ଆକ୍ରମଣ କରିଛନ୍ତି। ଜନଗହଳିପୂର୍ଣ୍ଣ ରାସ୍ତାରେ ସିଆର୍‌ପିଏଫ୍‌ ଟିମ୍‌ ଯାଉଥିବା ବେଳେ ହଠାତ୍‌ ଆତଙ୍କବାଦୀମାନେ ଗ୍ରେନେଡ ମାଡ଼ କରିଥିଲେ। ଏଥିରେ ୨ଜଣ ସାଧାରଣ ନାଗରିକ ଆହତ ହୋଇଥିବା ଜଣାପଡ଼ିଛି। ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବରପାଇ ଘଟଣାସ୍ଥଳରେ ପୋଲିସ ଓ ଯବାନ ପହଞ୍ଚି ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେଶନ୍‌ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଲଙ୍କା ଟେଷ୍ଟ ପୂର୍ବରୁ BCCIର ବଡ଼ ଘୋଷଣା, ଟିମ ଇଣ୍ଡିଆକୁ ଆସିଲେ ଆଉ ୨ ଖେଳାଳି

ନୂଆଦିଲ୍ଲୀ,୪।୮: ଭାରତୀୟ କ୍ରିକେଟ ଦଳର ଶ୍ରୀଲଙ୍କା ଗସ୍ତ ୧୫ ଅଗଷ୍ଟରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଟିମ ଇଣ୍ଡିଆରେ ଲଗାତାର ପରିବର୍ତ୍ତନ ହେଉଛି। ଜସପ୍ରୀତ ବୁମ୍‌ରାଙ୍କ…

‘ବନ୍ଦ କରିଦେବି ଜନସୁରାଜ ପାର୍ଟି…,’ କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର? ଜାଣନ୍ତୁ ଏହା ପଛର କାରଣ

ପାଟନା,୪।୮: ବାଙ୍କିପୁର ଉପନିର୍ବାଚନରେ ଏକ ବଡ଼ ବିଜୟ ପରେ, ଜନ ସୁରାଜ ପ୍ରତିଷ୍ଠାତା ଏବଂ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଏକ ସ୍ବତନ୍ତ୍ର ଆଲୋଚନାରେ ଅନେକ ଗୁରୁତ୍ୱପୂର୍ଣ୍ଣ…

E20 ପେଟ୍ରୋଲକୁ ନେଇ ଦିଲ୍ଲୀରେ ତେଜିଲା ରାଜନୀତି! ପିଏମ ଆବାସ ଅଭିମୁଖେ ଯାଉଥିବାବେଳେ କେଜ୍‌ରିୱାଲଙ୍କୁ…

ନୂଆଦିଲ୍ଲୀ,୪।୮: ଆମ ଆଦମୀ ପାର୍ଟି (AAP)ର ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ମାର୍ଚ୍ଚ ପାଇଁ ବାହାରିଛନ୍ତି। ତାଙ୍କ ସହ ଏଏପିର ନେତା ଓ କର୍ମୀମାନେ…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

୧୬ ଅଗଷ୍ଟ ସୁଦ୍ଧା ସାରିଦିଅନ୍ତୁ ଏହି କାମ, ନଚେତ୍ ମିଳିନପାରେ ଗ୍ୟାସ ସିଲିଣ୍ଡର

ନୂଆଦିଲ୍ଲୀ,୪।୮: ଏଲପିଜି ଗ୍ରାହକମାନେ ଅଗଷ୍ଟ ୧୫ ପୂର୍ବରୁ ସେମାନଙ୍କର ଇ-କେୱାଇସି କରିବା ବାଧ୍ୟତାମୂଳକ ରହିଛି । ସମୟ ମଧ୍ୟରେ ଇ-କେୱାଇସି ପୂରଣ ନକଲେ ଅଧିକ ମୂଲ୍ୟରେ ସିଲିଣ୍ଡର…

କି ଦଣ୍ଡ ମିଳିବ ଉଦୟନିଧି ଷ୍ଟାଲିନଙ୍କୁ ,ସେ ତ୍ରିଶାଙ୍କ ବିଷୟରେ କ’ଣ କହିଥିଲେ? ଥାଲାପତି ବିଜୟଙ୍କ ସହ ଅଭିନେତ୍ରୀଙ୍କ ସମ୍ପର୍କ କ’ଣ? ଜାଣନ୍ତୁ ….

ଚେନ୍ନାଇ,୪।୮: ତ୍ରିଶା କୃଷ୍ଣନଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେଇ ଉପ ମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଗୁରୁତର ସମସ୍ୟାରେ ପଡ଼ିଛନ୍ତି। ଜଣେ ଘନିଷ୍ଠ ବନ୍ଧୁଙ୍କ ବିଷୟରେ ଏହି ମନ୍ତବ୍ୟ…

ଗିରଫ ହେବା ପରେ ଉଦୟନିଧି ଷ୍ଟାଲିନଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ-ମୁଁ କ’ଣ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କ ଅଡ଼ୁଆ ବଢ଼ିଛି। ଅଭିନେତ୍ରୀ ତ୍ରିଶାଙ୍କୁ ନେଇ କରିଥିବା ମନ୍ତବ୍ୟ ତାଙ୍କ ପାଇଁ ମହଙ୍ଗା ପଡ଼ିଛି। ତ୍ରିଶାଙ୍କୁ ନେଇ କଥିତ ଦ୍ୱିଅର୍ଥବୋଧକ…

ବିଦେଶରେ ଥାଇ ଏମିତି କାମ କଲେ ପ୍ରିୟଙ୍କା ଚୋପ୍ରା: ସମସ୍ତେ କହୁଛନ୍ତି ବାଃ ବାଃ

ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ସବୁଠି ରାଜ କରୁଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଚର୍ଚ୍ଚାରେ। ବଲିଉଡରେ ସଫଳତା ହାସଲ କରିବା ପରେ ସେ ଅନେକ ବର୍ଷ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri