Posted inଜାତୀୟ

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୨ ମାଓବାଦୀ ନିହତ

ରାୟପୁର,୧୪।୭: ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ମାଓବାଦୀଙ୍କ ମୃତ୍ୟୁ ଘଟିଛି । ଦନ୍ତେ ଓ୍ବାଡ଼ା ଜିଲାର ଗୁମିୟାପାଲ ଗାଁ ନିକଟରେ ଥିବା ଜଙ୍ଗଲରେ କିଛି ମାଓବାଦୀ ଲୁଚିଥିବା ଖବର ପାଇଁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ରବିବାର ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା। ମୃତ ମାଓବାଦୀଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି। ସେମାନଙ୍କ ନାମ ଦେବା ଏବଂ ମାମ୍‌ଗାଲି ବୋଲି କୁହାଯାଉଛି। ସେମାନଙ୍କ ଉପରେ ୫ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରାଯାଇଥିଲା ବୋଲି ଦନ୍ତେ ଓ୍ବାଡ଼ା ଏସ୍‌ପି ଅଭିଷେକ ପଲ୍ଲବ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ପ୍ରଶଂସା କରିବା ବିଧାୟକଙ୍କୁ ପଡିଲା ମହଙ୍ଗା

ଚେନ୍ନାଇ,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିବା ଜଣେ ବିଧାୟକଙ୍କ ପାଇଁ ମହଙ୍ଗା ପଡିଛି। ଫଳରେ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ସେ ହେଉଛନ୍ତି ତାମିଲନାଡୁର...

ଅଧିକ ଅଣ୍ଡା ଖାଉଥିଲେ ସାବଧାନ

ଅଣ୍ଡାରୁ ଆବଶ୍ୟକ ଭିଟାମିନ୍‌ ମିଳେ। ସେଥିପାଇଁ ଅଣ୍ଡାକୁ ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ବୋଲି କୁହାଯାଏ। ଅଣ୍ଡାରୁ ଶରୀରକୁ ସମସ୍ତ ପୋଷକ ତତ୍ତ୍ୱ ମିଳେ ଓ ଆପଣଙ୍କ...

ଶ୍ରୀନଗରରେ ପୁଣି ଟାର୍ଗେଟ କିଲିଂ

ଶ୍ରୀନଗର,୧୬ ।୧୦: ଜମ୍ମୁ-କଶ୍ମୀରରେ ଲାଗାତାର ଭାବେ ଆତଙ୍କବାଦୀମାନେ ସାଧାରଣ ଲୋକଙ୍କୁ ଟାର୍ଗେଟ କରି ଚାଲିଛନ୍ତି । ଏହି କ୍ରମରେ ଶନିବାର ପୁରୁଣା ଶ୍ରୀନଗରର ଇର୍ଦଗାହ ଇଲାକାରେ...

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୨୬।୯: କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଲଗାତାର ୨ ଦିନ ଧରି ୩୦ ହଜାର...

ଦିଲ୍ଲୀ ଭାଜପା ଅଧ୍ୟକ୍ଷ ଆଦେଶ ଗୁପ୍ତା ଅଟକ

ନୂଆଦିଲ୍ଲୀ, ୭।୬: ଦିଲ୍ଲୀ ଭାଜପା ଅଧ୍ୟକ୍ଷ ଆଦେଶ କୁମାର ଗୁପ୍ତାଙ୍କୁ ପୋଲିସ ଅଟକ ରଖିଛି। ସେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସରକାରଙ୍କ ନିଷ୍ପତ୍ତି ବିରୋଧରେ ରାଜଘାଟରେ...

ୟୁଟ୍ୟୁବ ଭିଡିଓ ଦେଖି ସନ୍ତାନ ଜନ୍ମ ଦେଲେ ୧୭ ବର୍ଷର ନାବାଳିକା

ଥିରୁଭାନନ୍ତପୁରମ,୨୮।୧୦: ୟୁଟ୍ୟୁବ ଭିଡିଓ ଦେଖି ଜଣେ ନାବାଳିକା ଘରେ ସନ୍ତାନ ଜନ୍ମ କରିଛନ୍ତି। ଏଭଳି ଏକ ଘଟଣା ଘଟିଛି କେରଳର ମଲ୍ଲାପୁରମ ଜିଲାରେ। ୧୭ ବର୍ଷର...

କରୋନା ଭୟ: ବିଦେଶକୁ ଅଯଥା ଯାତ୍ରା କରିବାକୁ ବାରଣ କଲା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୬।୨: ଚାଇନାରେ କରୋନା ଭାଇରସ୍‌ ଉଗ୍ର ରୂପ ଧାରଣ କରିଥିବା ବେଳେ ଏବେ ଏହା ସାରା ବିଶ୍ୱରେ କାୟା ବିସ୍ତାର କରୁଛି। ଚାଇନାରେ ଏଥିରେ ସଂକ୍ରମିତ...

ଏଲ୍‌ଏସିରେ କରୋନା ସହିତ ବି ଲଢୁଛନ୍ତି ଭାରତୀୟ ଯବାନ

ଲେହ, ୧୭।୯: ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଭାରତୀୟ ଯବାନ ଏଠାରେ ଚାଇନା ସହିତ ମୁହାଁମୁହିଁ ହୋଇଛନ୍ତି। ସେହିପରି ଭାରତୀୟ ସେନା...

Advertisement
Archives

Model This Week