Posted inଜାତୀୟ

ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୨୪।୨: ଜମ୍ମୁ-କଶ୍ମୀରର ପୁଲଓ୍ବାମା ନିକଟବର୍ତ୍ତୀ ଜୈନଟ୍ରାଗ୍‌ରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଜୈଶ-ଇ-ମହମ୍ମଦର ଜଣେ ସଦସ୍ୟ ନିହତ ହୋଇଛନ୍ତି। ନିହତ ଆତଙ୍କବାଦୀଜଣକ ହେଲେ ଅବୁ ସୈଫୁଲା। ଏଥିରେ କେତେକ ଯବାନ ମଧ୍ୟ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ଜୈଶ-ଇ-ମହମ୍ମଦ ଆତଙ୍କବାଦୀମାନେ ଜୈନଟ୍ରାଗରେ ଥିବା ସୂଚନା ପାଇ ସେଠାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିଲା। ଏହି ସମୟରେ ଆତଙ୍କବାଦୀମାନେ କର୍ଡନ ଅଞ୍ଚଳକୁ ପ୍ରବେଶ କରୁଥିବାବେଳେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମଧ୍ୟରେ ଗୁଳି ବିନିମୟ ଘଟିଥିଲା। ଏଥିରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନଙ୍କଠାରୁ ଅସ୍ତ୍ରଶସ୍ତ୍ର ଏବଂ ଗୋଳାବାରୁଦ ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri